ମାଲାବାରରେ ‘ମାଇନ ଡାଇମଣ୍ଡ ଶୋ’

ଭୁବନେଶ୍ୱର,୧୩।୧୦: ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ଶହୀଦନଗର ଷ୍ଟୋର ପରିସରରେ ‘ମାଇନ ଡାଇମଣ୍ଡସ ଶୋ’ର ଶୁଭାରମ୍ଭ ହୋଇଯାଇଛି। ଏହି ଶୋ’ ଅକ୍ଟୋବର ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ରହିବ। ରାଜ୍ୟ ସଭା ସଦସ୍ୟା ସୁଲତା ଦେଓ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉକ୍ତ ଶୋ’ର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ହୁଇସ ଫାଉଣ୍ଡେଶନର ଅଧ୍ୟକ୍ଷା ଅନୁଶ୍ରୁତା ସିଂହଦେଓ, ଶହୀଦନଗର ଷ୍ଟୋର ହେଡ୍‌ ଆଶ୍‌ନାଫ୍‌ଙ୍କ ସମେତ ଷ୍ଟୋରର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।

ଏହି ୫ ଦିନିଆ ସ୍ବତନ୍ତ୍ର ପ୍ରଦର୍ଶନୀ ଓ ବିକ୍ରୟ କାର୍ଯ୍ୟକ୍ରମରେ ମାଲାବାର ଏକ୍ସକ୍ଲୁସିଭ ଓ ବିସ୍ତୃତ ହୀରା ଡିଜାଇନର ବ୍ରାଇଡାଲ୍‌, ସଲିଟାୟାର, ଦୈନନ୍ଦିନ ସଂଗ୍ରହ, ଉତ୍ସବ ହାର, ପୁରୁଷ ଅଳଙ୍କାର ଏବଂ ପ୍ଲାଟିନମ୍‌ ଅଳଙ୍କାର ଆଦି ସାମିଲ ରହିଛି। ଏହାର ଓ୍ବାନ୍‌ ଇଣ୍ଡିଆ ୱାନ୍‌ ଗୋଲ୍ଡ ରେଟ୍‌ ଅଭିଯାନ ଅଧୀନରେ ଭାରତର ସମସ୍ତ ମାଲାବାର ଷ୍ଟୋରରେ ଗ୍ରାହକଙ୍କୁ ସର୍ବୋତ୍ତମ ସୁବିଧା ଓ ସେବା ଯୋଗାଇ ଦିଆଯାଉଛି। ସେହିଭଳି ଏହାର ସମସ୍ତ ଅଳଙ୍କାର ଆଇଜିଆଇ ସାର୍ଟିଫିକେଟ୍‌ ସହ କ୍ରୟ ବ୍ୟାକ୍‌ ଗ୍ୟାରେଣ୍ଟି ପରି ମୂଲ୍ୟଯୁକ୍ତ ସେବା ଏବଂ ଆଜୀବନ ସୁନିଶ୍ଚିତ ରକ୍ଷଣାବେକ୍ଷଣ ସହ ଏକ ବର୍ଷର ନିଶ୍ଚିତ ବୀମା ସୁବିଧା ପ୍ରଦାନ କରାଯାଉଛି ବୋଲି ମାଲାବାରର ଓଡ଼ିଶା ବାଣିଜ୍ୟ ମୁଖ୍ୟ ସିଦ୍ଧେଶ୍ୱର ରଥ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ମହିନ୍ଦ୍ରା ବୋଲେରୋ ନିଓ ପ୍ଲସ୍‌

ଭୁବନେଶ୍ୱର,୨୦।୪: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଲିମିଟେଡ୍‌ର ନୂତନ ମଡେଲ ‘ବୋଲେରୋ ନିଓ ପ୍ଲସ୍‌’ର ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ହୋଇଯାଇଛି। ଏପରିକି ୯ସିଟର ବିଶିଷ୍ଠ...

ଅଶୋଧିତ ତୈଳ ଦର ୯୦ ଡଲାର ପାର

ଭୁବନେଶ୍ୱର,୨୦।୪: କ୍ରମାଗତ ଭାବେ ଅନ୍ତଃରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ବୃଦ୍ଧି ପାଇ ଚାଲିଛି। ଏପରିକି ଶୁକ୍ରବାର ଅଶୋଧିତ ତୈଳ ଦର ପ୍ରାୟ ୪% ବଢ଼ି...

କାନାରା ବ୍ୟାଙ୍କର ନୂତନ ଉତ୍ପାଦ

ଭୁବନେଶ୍ୱର,୨୦।୪ (ଅଭୟ ଦାଶ): କାନାରା ବ୍ୟାଙ୍କର ନୂତନ ଉତ୍ପାଦ ‘କାନାରା-ଆଞ୍ଜେଲ, ହିଲ୍‌, ମାଇଁ ମନୀ, ରେଡି କ୍ୟାଶ୍‌ ଏବଂ ୟୁପିଆଇ୧୨୩ ପେ ଏଏସ୍‌ଆଇ’ର ଆନୁଷ୍ଠାନିକ ଉନ୍ମୋଚନ...

ଖାଦ୍ୟ ମୁଦ୍ରାସ୍ଫୀତି ବଡ଼ ବିପଦ

ଭୁବନେଶ୍ୱର,୨୦।୪(ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ମୁଦ୍ରା ନୀତି କମିଟି(ଏମ୍‌ପିସି)ର ସଦସ୍ୟମାନେ ଖାଦ୍ୟ ମୁଦ୍ରାସ୍ଫୀତିକୁ ଏକ ବଡ଼ ବିପଦ ବୋଲି କହିଛନ୍ତି। ୨୦୨୪ ଏପ୍ରିଲର...

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri