Advertisement

ଖଣିରେ ଅଘଟଣ: ପଥର ତଳେ ଜେସିବି ଡ୍ରାଇଭର

ନୟାଗଡ଼ ଅଫିସ,୧୫।୧୧: ନୟାଗଡ଼ ଜିଲା ଶରଣକୁଳ ଥାନା ପୁଆଣିଆ ପଥରଖଣିରେ ଚାପି ହୋଇ ଜଣେ ଜେସିବି ଡ୍ରାଇଭରର ମୃତ୍ୟୁ ଘଟିଛି। ମୃତକ ହେଲେ କଟକ ଜିଲା ନରସିଂହପୁର ଓଡସିଙ୍ଗା ଗାଁର ସୁଶାନ୍ତ ଦାସ । ପୁଆଣିଆ ଠାରେ ଥିବା ଏକ କ୍ରସର୍‌ ନିକଟରେ ପାହାଡରୁ ପଥର ଫୁଟାଯାଇଥାଏ। ତେବେ ସୁଶାନ୍ତ ସେହିଠାରେ ଜେସିବି ଡ୍ରାଇଭର୍‌ ଭାବେ କାର୍ଯ୍ୟକରୁଥିଲେ। ସୋମବାର ଭୋରରୁ ସୁଶାନ୍ତ ଜେସିବିରେ ଏକ ବଡ଼ ପଥରକୁ ଖସାଉଥିବା ବେଳେ ପଥରଟି ଜେସିବି ଉପରେ ପଡିଯିବାରୁ ଘଟଣାସ୍ଥଳରେ ଚାପି ହୋଇ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ ପରିବାର ଏବଂ ସ୍ଥାନୀୟ ଲୋକେ ତାଙ୍କ ମୃତ୍ୟୁକୁ ନେଇ ସନ୍ଦେହ କରିଛନ୍ତି। ମୃତ୍ୟୁ ପଥରପଡ଼ି ହୋଇଛି କିମ୍ବା ବ୍ଲାଷ୍ଟିଂ ଯୋଗୁ ହୋଇଛି ତାକୁ ନେଇ ସନ୍ଦେହ ବଢ଼ିଛି। ସେଠାରେ ବେଆଇନ ଭାବେ ପଥର ଫୁଟାଯାଉଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଅନ୍ୟପଟେ ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଦୋକାନରେ ଜିଏସ୍‌ଟି ଅଧିକାରୀଙ୍କ ଚଢ଼ାଉ

କଣାସ,୧୨।୫(ସ୍ବ.ପ୍ର.): କଣାସ ବ୍ଲକରେ ଥିବା ଦୁଇଟି ସୁନା ଦୋକାନରେ ଗୁରୁବାର ଜିଏସ୍‌ଟି ପକ୍ଷରୁ ଚଢ଼ାଉ କରାଯାଇଛି। ଗୋଟିଏ ସୁନା ଦୋକାନର ଦୁଇଟି ଶାଖା ଯଥା କଣାସ...

ବେଆଇନ ପଥର ବୋଝେଇ ୮ ଡମ୍ପର ଜବତ: ଆଦାୟ ହେଲା ୧.୪୪ ଲକ୍ଷ ଜରିମାନା

ଜଳେଶ୍ୱର, ୯।୧(ସ୍ବ.ପ୍ର.)-ବିଭିନ୍ନ ସମୟରେ ଜଳେଶ୍ୱର ତହସିଲ ଅଞ୍ଚଳରେ ବେଆଇନ ବୋଝେଇ ଟ୍ରକ୍‌ ଚଳାଚଳ କରୁଥିବା ବେଳେ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ହେଉ ନ ଥିବାରୁ...

ଆବାସ ଯୋଜନାରୁ ବଞ୍ଚିତ ଦିଲୀପ

ବାଉଁଶୁଣୀ,୧୩ା୧(ଡି.ଏନ.ଏ.):ଦିଲୀପ କୁମାର ଦେହୁରୀ(୫୮)। ଘର ବୌଦ୍ଧ ବ୍ଲକ ବାଉଁଶୁଣୀ ପଞ୍ଚାୟତ ଅନ୍ତର୍ଗତ ମାଲିପଡ଼ା ଖଣ୍ଡଜମି ଗ୍ରାମରେ। ତାଙ୍କର ଆର୍ଥିକ ପରିସ୍ଥିତି ସ୍ବଚ୍ଛଳ ନ ଥିବା ବେଳେ...

ଓଆରଏଚଡିସି ଦୁର୍ନୀତି ମାମଲା: ବିନୋଦ କୁମାରଙ୍କୁ ଅନ୍ତରୀଣ ଜାମିନ

କଟକ ଅଫିସ,୨୭।୧୦: ଓଆରଏଚଡିସି ଦୁର୍ନୀତି ମାମଲାରେ ପୂର୍ବତନ ଆଇଏଏସ୍‌ଅଧିକାରୀ ବିନୋଦ କୁମାରଙ୍କୁ ହାଇକୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଓଡ଼ିଶା ଗୃହ ନିର୍ମାଣ ଏବଂ...

କାର୍ତ୍ତିକେଶ୍ୱର ପୂଜାରେ କମ୍ପିବ ବଇଣ୍ଡା

ବଇଣ୍ଡା, ୧।୧୧(ଡି.ଏନ୍‌.ଏ.): ବଇଣ୍ଡାର ଐତିହ୍ୟସମ୍ପନ୍ନ କାର୍ତ୍ତିକେଶ୍ୱର ପୂଜା କେବଳ ଅନୁଗୋଳ ନୁହେଁ, ରାଜ୍ୟରେ ସୃଷ୍ଟି କରିଛି ସ୍ବତନ୍ତ୍ର ସ୍ଥାନ। ପୂଜାକୁ ମଝିରେ ମାତ୍ର ତିନିଦିନ ଥିବାବେଳେ...

ବିଦ୍ୟୁତ ଆଘାତରେ ଶ୍ରମିକ ମୃତ

ବ୍ରହ୍ମପୁର ଅଫିସ,୩ା୧: ବିଦ୍ୟୁତ୍‌ ଆଘାତରେ ଗୁରୁତର ଜଣେ ଶ୍ରମିକଙ୍କ ଗୁରୁବାର ବ୍ରହ୍ମପୁର ବଡ଼ ମେଡିକାଲରେ ମୃତ୍ୟୁ ଘଟିଛି। ସେ ହେଲେ ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ସମରଝୋଳ...

ଅନୁଗୋଳରେ ଧୁମ୍‌ଧାମରେ ହେଲା ଭସାଣି: ଆତସବାଜିରେ ଆକାଶ ଆଲୋକିତ

ଅନୁଗୋଳ ଅଫିସ, ୨୪ା୧୦: ଅନୁଗୋଳ ସହରରେ ଅନୁଷ୍ଠିତ ଲକ୍ଷ୍ମୀପୂଜା ମଙ୍ଗଳବାର ଶେଷ ହୋଇଥିବା ବେଳେ ବୁଧବାର ଭସାଣି ପର୍ବ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନରେ ମେଲଣ ଉତ୍ସବକୁ...

‘ତମ୍ବୁ ତଳେ ରହୁଛି, ଘର ଦିଅ’

ଢେଙ୍କାନାଳ ଅଫିସ, ୯।୬: ଆବାସ ଯୋଜନାରେ ଘର ଖଣ୍ଡିଏ ପାଇଁ ପ୍ରଶାସନ ନିକଟକୁ ଧାଇଁ ଧାଇଁ ଥକି ପଡ଼ିଥିବା ଜଣେ ମହିଳା ବୁଧବାର ଢେଙ୍କାନାଳ ଜିଲାପାଳଙ୍କ କାର୍ଯ୍ୟାଳୟ...

Advertisement
Archives

Model This Week