Posted inଜାତୀୟ

ନଈକୁ ଖସିଲା ମିନି ବସ୍‌: ଭାସିଗଲେ ଯାତ୍ରୀ…

ଶ୍ରୀନଗର,୧୩।୪: ଜମ୍ମୁ-କଶ୍ମୀରର ଡୋଡା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ିଆ ରାସ୍ତାରେ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ମିନି ବସ୍‌ ନିୟନ୍ତ୍ରଣ ହରାଇ ନଈକୁ ଖସିପଡ଼ିଛି। ଏଥିରେ ୬ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ ପହଞ୍ଚି ଆହତଙ୍କୁ ଉଦ୍ଧାରକରି ଜମ୍ମୁ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ମିନିବସ୍‌ଟି ଖସିପଡ଼ିବା ଦେଖି ସ୍ଥାନୀୟ ବାସିନ୍ଦା ଘଟଣାସ୍ଥଳରେ ପ୍ରଥମେ ଉଦ୍ଧାର କାର୍ଯ୍ୟ ଆରମ୍‌ କରିଥିଲେ। ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ ସଂପର୍କ ଅଭିଯାନ, ମୋହନ ସରକାରଙ୍କ ଉପଲବ୍ଧି-ଲକ୍ଷ୍ୟ ବଖାଣିଲେ ଏମପି

ପାଟଣା,୨୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ସଂରା ପଶି ଲକ୍ଷ୍ମୀ ପଣ୍ଡପରେ ଗୁରୁବାର କେନ୍ଦୁଝର ଏମପି ଅନନ୍ତ ନାୟକ ନିର୍ବାଚନ ମଣ୍ଡଳୀର ବରିଷ୍ଠ…

ଗ୍ରାହକଙ୍କ ପାଇଁ ଖୁସି ଖବର!ହଜାର ହଜାର ଟଙ୍କା ଶସ୍ତା ହେଲା ସୁନା, କିଣିବା ପୂର୍ବରୁ ଜାଣନ୍ତୁ ରେଟ୍

ନୂଆଦିଲ୍ଲୀ,୨୫।୬: ଗୁରୁବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଏବଂ ରୁପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି। ସୁନା ମୂଲ୍ୟ ପ୍ରାୟ ୧,୪୫୦–୧,୯୦୦…

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ  ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା…

ନେପାଳରେ ଭୂକମ୍ପ, ମୋଦି କହିଲେ ସବୁ ସହାୟତା ଯୋଗାଇବାକୁ ଆମେ ପ୍ରସ୍ତୁତ

କାଠମାଣ୍ଡୁ,୨୫ା୬: ଗୁରୁବାର ସକାଳେ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ନେପାଳରେ ୨୫ କିଲୋମିଟର ଗଭୀରତାରେ ଆଜି ସକାଳ…

କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍‌ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ନିର୍ବାଚନ ମଣ୍ଡଳୀ ଥିଲା। ଗତ…

ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର

କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍‌…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା…

ପଢାଉଥିବା ବେଳେ ରୁମ୍‌ ଡାକି ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ ଗଲେ ଟ୍ୟୁଶନ ଶିକ୍ଷକ

ଭୋଗରାଇ, ୨୫ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସମ୍ପର୍କୀୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri