ଛତ୍ରପୁରର ୧୧ ଗାଁରେ ମିନି କଣ୍ଟେନମେଣ୍ଟ: ଜାଣନ୍ତୁ କେଉଁଗୁଡ଼ିକ

ଛତ୍ରପୁର, ୨୨।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ୧୧ ଗାଁରେ ଗୋଟିଏ ଲେଖାଏ ସାହି ମିନି କଣ୍ଟେନମେଣ୍ଟ ଜୋନରେ ରହିଛି। ଏଠାରେ କରୋନା ପଜିଟିଭ୍‌ ସଂଖ୍ୟା ବୃଦ୍ଧି ପାଉଥିବା ଏବଂ ପଜିଟିଭ ଆକ୍ଟିଭ ଥିବାରୁ ମିନି କଣ୍ଟେନମେଣ୍ଟ ଜୋନ ଘୋଷଣା ହୋଇଛି। ସେଥିମଧ୍ୟରେ କାଳିପଲି, ମହାନଦପୁର, ଆର୍ଯ୍ୟପଲି, ବଉଳଗାଁ ପଞ୍ଚାୟତ ଅଧୀନ ନନ୍ଦପଣ୍ଡାପଲି, ପୋଡପଦର ପଞ୍ଚାୟତ ଅଧୀନ ହୁମ୍ମର ଓ ପୋଡପଦର, ବିପୁଳିଙ୍ଗି ପଞ୍ଚାୟତ ଅଧୀନ ଗେଦଲପଲି ରହିଛି। ସେହିପରି କଣମଣା ପଞ୍ଚାୟତ ଅଧୀନ ବାଟ ଛତ୍ରପୁର, ମାଟିଖାଲ, କଣମଣା ଓ ଟାକିରିଆ ବ୍ରହ୍ମପୁର ଗାଁ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚଙ୍କ ସ୍ବାମୀ,ଖବରଦାତାଙ୍କୁ ହାଣି ହତ୍ୟା

ବାଙ୍କୀ, ୧୫ା୨ (ସ୍ବ.ପ୍ର.)- ବାଙ୍କୀରେ ଘଟିଛି ଡବଲ ମର୍ଡର। ବରପୁଟ ପଞ୍ଚାୟତର ଜୋକଲାଞ୍ଜି ପ୍ରକଳ୍ପ ନିକଟରେ ନୂଆଗଁା ସରପଞ୍ଚଙ୍କ ସ୍ବାମୀ ଓ ଜଣେ ଖବରଦାତାଙ୍କୁ ଶନିବାର...

ଚଳଚଞ୍ଚଳ ଡଗରା ବେଳାଭୂମି

ବାଲିଆପାଳ,୨୮।୧୧(ସ୍ବ.ପ୍ର): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ଡଗରା ବେଳାଭୂମି ପର୍ଯ୍ୟଟନ ଋତୁରେ ଚଳଚଞ୍ଚଳ ହୋଇ ଉଠିଲାଣି। ଏଠାକାର ସବୁଜ ବନାନୀ ସହିତ ବିସ୍ତୀର୍ଣ୍ଣ ବେଳାଭୂମି ପର୍ଯ୍ୟଟକମାନଙ୍କୁ...

ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ପୋଲିସର ସହାୟତା 

ରତ୍ନଗିରି,୮।୪(ଡି.ଏନ.ଏ): ଯାଜପୁର ଜିଲା ବରୀ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ବରୀ ପୋଲିସ ସହଯୋଗର ହାତ ବଢାଇଛି। ବରୀ ଥାନାଧିକାରୀ ମାର୍କଣ୍ଡ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ...

ରାଜ୍ୟସ୍ତରୀୟ ଯୁବ ମହୋତ୍ସବ ଉଦ୍‌ଘାଟିତ

ଭଦ୍ରକ ଅଫିସ, ୧୯।୧୨- ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଆନୁକୂଲ୍ୟରେ ଭଦ୍ରକ ନେହେରୁ ଷ୍ଟାଡିୟମରେ ବୁଧବାର ସନ୍ଧ୍ୟାରେ ୨୫ତମ ରାଜ୍ୟସ୍ତରୀୟ ଯୁବ ମହୋତ୍ସବ...

ସରକାରୀ ଯୋଜନା ବାଟବନା: ପରଶାସନିକ ଅବହେଲାର ଶିକାର ଗୁଞ୍ଜି ଚନ୍ଦନ

କେସିଙ୍ଗା, ୧୮।୭ (ଡି.ଏନ୍‌.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖି, ଭୂମିହୀନ, ବାସହୀନମାନକୁ ଆବାସ ଯୋଜନାରେ ଘର ଯୁଗେଇ ଦେଉଛନ୍‌। ହେଲେ ଅନେକ ଜାଗାରେ...

ପଡିଆରେ ପଢ଼ୁଛନ୍ତି ଛାତ୍ରୀଛାତ୍ର

ଆନନ୍ଦପୁର/କଣ୍ଟିପାଳ,୨୦।୫ (ସ୍ବ.ପ୍ର./ଡି.ଏନ୍‌.ଏ.) ୫ଟି ଯୋଜନାରେ ବିଦ୍ୟାଳୟର ନୂତନ ରୂପରେଖ ଦିଆଯାଉଛି। ସରକାରୀ ବିଦ୍ୟାଳୟ ପ୍ରତି ଛାତ୍ରଛାତ୍ରୀମାନଙ୍କୁ ଆକୃଷ୍ଟ କରିବାକୁ ବିଦ୍ୟାଳୟକୁ ଏକ ଶୈକ୍ଷିକ ବାତାବରଣ ଦେବାକୁ...

କମାଇଦେଲେ ଗହମ କୋଟା

ଭୁବନ, ୭।୮(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ସାଧାରଣ ଯୋଗାଣ ବ୍ୟବସ୍ଥା (ପିଡିଏସ୍‌)ରେ ଗରିବ ହିତାଧିକାରୀଙ୍କୁ ଜୁଲାଇ ମାସର ଗହମ କୋଟା କମାଇ ଦିଆଯାଇଛି। ଯୋଗାଣ...

ଜମିିରେ ପଚୁଛି ବିଲାତି: ଶାଗମାଛ ଦରରେ ବିକିବାକୁ ବାଧ୍ୟ ହେଉଛନ୍ତି ଚାଷୀ

କେନ୍ଦୁଝର,୨୫ା୧୨: କେନ୍ଦୁଝର ଜିଲାରେ ବିଲାତିର ଅଭାବୀ ବିକ୍ରି ଦେଖାଯାଇଛି। ଚାଷୀ ଉଚିତ ମୂଲ୍ୟ ପାଉ ନ ଥିବାରୁ ଚିନ୍ତାରେ ରହିଛନ୍ତି। ଚାଷ ଭଲ ହୋଇଥିଲେ ମଧ୍ୟ...

Advertisement
Archives

Model This Week