ରାଷ୍ଟ୍ରୀୟ ଏକତା ଦିବସରେ ମିନି ମାରାଥନ: ଫିଟ୍‌ ରହିବାକୁ ଶପଥ

ଗଞ୍ଜାମ,୩୧।୧୦(ଅଖିଳ ତରାଇ): ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ସାରା ଦେଶରେ ‘ରାଷ୍ଟ୍ରୀୟ ଏକତା ଦିବସ’ ପାଳନ କରାଯାଉଥିବା ବେଳେ ଗଞ୍ଜାମ ପୋଲିସ ପକ୍ଷରୁ ମଧ୍ୟ ଏହି ଦିବସ ପାଳିତ ହୋଇଛି। ଏହି ଅବସରରେ ଏକ ମିନି ମାରାଥନ ଆୟୋଜନ କରାଯାଇଥିଲା।
ତ୍ରିବେଣୀ ମଠ ଛକରୁ ଆରମ୍ଭ ହୋଇ ଏହି ମାରାଥନ ମିନି ଷ୍ଟାଡିୟମ ପର୍ଯ୍ୟନ୍ତ ଯାଇଥିଲା।
ନିଜେ ଫିଟ ରହିବା ସହ ପରିବାର ଏବଂ ପାଖ ପଡୋଶୀଙ୍କୁ ମଧ୍ୟ ଫିଟ ରଖିବାକୁ ଶପଥ ନେବା ପରେ ଆଇଆଇସି ସୁମିତ୍ରା ପାତ୍ର ସବୁଜ ପତାକା ଦେଖାଇ ମାରାଥନକୁ ଶୁଭାରମ୍ଭ କରିଥିଲେ। ଏଥିରେ ସ୍ଥାନୀୟ ସ୍ବେଚ୍ଛାସେବୀ ସଂଗଠନର ସଦସ୍ୟ ଏବଂ ପୋଲିସ ବିଭାଗର କର୍ମଚାରୀମାନେ ଉତ୍ସାହର ସହ ଭାଗ ନେଇଥିଲେ। ଏହି କାର୍ଯ୍ୟକ୍ରମ ଏକତା ସହିତ ସ୍ବାସ୍ଥ୍ୟ ପ୍ରତି ସଚେତନତା ବାର୍ତ୍ତା ଦେଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ଚନ୍ଦ୍ରଭାଗା କୂଳରୁ ମିଳିଲା ଡଲଫିନ୍‌ର ମୃତଦେହ: ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ମୃତ୍ୟୁ ସନ୍ଦେହ

କୋଣାର୍କ,୧୭।୩: ପୁରୀ ଜିଲା ଚନ୍ଦ୍ରଭାଗା ସମୁଦ୍ର କୂଳରୁ ମଙ୍ଗଳବାର ଏକ ଡଲଫିନ୍‌ର ମୃତଦେହ ଉଦ୍ଧାର କରାଯାଇଛି। ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ଡଲଫିନ୍‌ର ମୃତ୍ୟୁ ଘଟିିଥିବା ସନ୍ଦେହ…

SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ।…

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri