ସ୍କୁଟିରେ ମିନି ସ୍କୁଲ

ସାଗର,୨୯।୩: କରୋନା ସଂକ୍ରମଣ ଯୋଗୁ ଦେଶର ବହୁ ଅଞ୍ଚଳରେ ସ୍କୁଲ କଲେଜ ବନ୍ଦ ରହିଛି। ଏପରିସ୍ଥଳେ ଅନ୍‌ଲାଇନ୍‌ରେ ପାଠପଢ଼ା ଜାରି ରହିଛି। ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବା ପାଇଁ ମଧ୍ୟପ୍ରଦେଶ ସାଗର ଜିଲାରେ ସ୍କୁଲ ଶିକ୍ଷୟତ୍ରୀ ଚନ୍ଦ୍ରା ଶ୍ରୀବାସ୍ତବ ନିଜ ସ୍କୁଟିକୁ ମୋବାଇଲ୍‌ ଲାଇବ୍ରେରୀ ସହିତ ମିନି ସ୍କୁଲରେ ପରିଣତ କରିଛନ୍ତି। ଜିଲାର ଗ୍ରାମୀଣ ଅଞ୍ଚଳରେ ଗାଁ ଗାଁ ବୁଲି ସେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବା ସହିତ ଆବଶ୍ୟକ ବହି ମଧ୍ୟ ଯୋଗାଇ ଦେଉଛନ୍ତି। ଗ୍ରାମୀଣ ଅଞ୍ଚଳରେ ଗରିବ ପିଲାଙ୍କ ପାଖରେ ଅନ୍‌ଲାଇନ୍‌ରେ ପାଠ ପଢ଼ିବା ପାଇଁ ମୋବାଇଲ ନାହିଁ। ତେଣୁ ଚନ୍ଦ୍ରା ଏଭଳି ଅଭିଯାନ ଆରମ୍ଭ କରିଛନ୍ତି। ଚନ୍ଦ୍ରାଙ୍କ ଏହି ପ୍ରୟାସ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୫ବର୍ଷୀୟ ବାଳକଙ୍କ କରୋନାରେ ମୃତ୍ୟୁ: ରାଜସ୍ଥାନରେ ମୃତ୍ୟୁସଂଖ୍ୟା ୬୫କୁ ବୃଦ୍ଧି

ଜୟପୁର,୨।୫: ରାଜସ୍ଥାନରେ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ଶନିବାର ରାଜ୍ୟରେ କରୋନା ଯୋଗୁ ୩ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଜଣେ ୧୫ବର୍ଷୀୟ ବାଳକ...

ଅତିକଙ୍କ ମୃତ୍ୟୁ ପୂର୍ବରୁ ଲେଖିଥିବା ଚିଠି: ବନ୍ଦ ଲଫାପାରେ ପଠାଯାଉଛି ସିଜେଆଇ-ଯୋଗୀଙ୍କ ପାଖକୁ…

ଲକ୍ଷ୍ନୌ,୧୮।୪ : ମାଫିଆ ଅତିକ ଅହମ୍ମଦଙ୍କ ମୃତ୍ୟୁ ପୂର୍ବର ଚିଠିକୁ ଏକ ବନ୍ଦ ଲଫାପାରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡି.ଔ୍ବାଇ. ଚନ୍ଦ୍ରଚୂଡ଼ ତଥା ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ...

ହିସାରରେ ୫ ହଜାର ବର୍ଷ ପୁରାତନ ସହରର ସନ୍ଧାନ…

ହିସାର, ୮।୫ : ହରିୟାଣାର ହିସାରରେ ୫ ହଜାର ବର୍ଷ ପୁରାତନ ସହରର ସନ୍ଧାନ ମିଳିଛି। ମାଟିତଳେ ପୋତି ହୋଇଥିବା ହରପ୍ପା ସଭ୍ୟତା ସମୟର ଏହି...

ପାର୍ଲାମେଣ୍ଟ ଭବନରେ ଥର୍ମାଲ ସ୍କ୍ରିନିଂ ବ୍ୟବସ୍ଥା

ନୂଆଦିଲ୍ଲୀ,୧୭।୩(ପି.ଟି.):କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପାର୍ଲାମେଣ୍ଟ ଭବନ ପରିସରକୁ ଆସୁଥିବା ଦର୍ଶକମାନଙ୍କ ପାଇଁ ସୋମବାର ଥର୍ମାଲ ସ୍କ୍ରିନିଂ ବ୍ୟବସ୍ଥା ଗ୍ରହଣ କରାଯାଇଛି। ପାର୍ଲାମେଣ୍ଟ ଭିତରକୁ ଯାଉଥିବା...

୩୦ ସହରବାସୀ ଭୋଗିବେ ଜଳଯନ୍ତ୍ରଣା

ନୂଆଦିଲ୍ଲୀ,୩।୧୧(ଆଇଏଏନ୍‌ଏସ୍‌): କଥାରେ ଅଛି ଜଳ ହିଁ ଜୀବନ। ଜଳ ବିନା ଜୀବଜଗତ ତିଷ୍ଠିରହିବା ଅସମ୍ଭବ। ହେଲେ ଜଳବାୟୁରେ ପରିବର୍ତ୍ତନ ସହ ସାମାଜିକ ଚାଲିଚଳଣି ପରିବେଶକୁ ବିଗାଡ଼ିବାରେ...

ମାସ୍କ୍‌ ପିନ୍ଧି ନ ଥିବା ଛେଳିକୁ ବାନ୍ଧି ନେଲେ ପୋଲିସ ବାବୁ…

କାନପୁର, ୨୮।୭: ଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ମାସ୍କ୍‌ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଏପରିସ୍ଥଳେ ଉତ୍ତରପ୍ରଦେଶରେ ମାସ୍କ୍‌...

କେଜ୍‌ରିଓ୍ବାଲ-ଦିଲ୍ଲୀ ପୋଲିସ ମୁହାଁମୁହିଁ

ନୂଆଦିଲ୍ଲୀ,୨୪ା୬: ରାଜଧାନୀ ଦିଲ୍ଲୀରେ ଅପରାଧ ବଢ଼ିଚାଲିଛି। ବସନ୍ତ ବିହାର ଅଞ୍ଚଳରେ ବୃଦ୍ଧ ଦମ୍ପତି ଓ ସେମାନଙ୍କ ଚାକରଙ୍କୁ ହତ୍ୟା ସମେତ ଗତ ୨୪ ଘଣ୍ଟାରେ ୯...

ଚାଷ କାମରୁ ମିଳିଥିଲା ପ୍ରଥମ ପାରିଶ୍ରମିକ: ବଂଶୀଧର ପଣ୍ଡା

ମୋର ଜନ୍ମ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ୍‌ ଅନ୍ତର୍ଗତ ଆରିକମା ଗାଁରେ। ଘରର ଦୁର୍ବଳ ଆର୍ଥିକାବସ୍ଥା ତଥା ସେ ସମୟରେ ଗାଁ ନିକଟରେ ଉଚ୍ଚ ବିଦ୍ୟାଳୟର...

Advertisement
Archives

Model This Week