ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦ ବାଇକ୍‌ ନଷ୍ଟ ହୋଇଥିବାବେଳେ ଏକ ବିଦ୍ୟୁତ ଖୁଣ୍ଟରେ ବାଜି ଅଟକି ରହିଥିବା ଜଣାଯାଇଛି। ଶୁକ୍ରବାର ଅପରାହ୍ନରେ ଏହି ସିରିଜ୍‌ ଦୁର୍ଘଟଣା ଘଟିଛି।

ଏଥିରେ ଜଣେ କାର୍‌ ଡ୍ରାଇଭର ଗୁରୁତର ହୋଇ ସ୍ଥାନୀୟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଭର୍ତ୍ତି ହୋଇଛନ୍ତି। ସୌଭାଗ୍ୟବଶତଃ ବଡ଼ ଅଘଟଣରୁ ବର୍ତ୍ତିଯାଇଥିବା ଜଣାଯାଇଛି। କୋରାପୁଟ ଟାଉନ ପୋଲିସ, ସ୍ଥାନୀୟ ଅଗ୍ନିଶମ ଓ ବିଦ୍ୟୁତ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ଲାଗିଥିବା ଜଣାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

ସୃଷ୍ଟି ହେବ ବଡ଼ ଯୋଗ! ୪ଟି ରାଶିଙ୍କ ଉପରେ ବର୍ଷିିବ ଧନ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨ ଅକ୍ଟୋବର ୨୦୨୬, ଶୁକ୍ରବାର ଦିନ ବୁଧ ଓ ମଙ୍ଗଳ ଗ୍ରହ ୯୦ ଡିଗ୍ରୀ କୋଣରେ ରହିବେ। ଏହା ଫଳରେ ‘କେନ୍ଦ୍ର…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?