ଟ୍ରକକୁ ପଛରୁ ପିଟିଲା ମିନି ଟ୍ରକ: ଘଣ୍ଟାଏ ପରେ ଉଦ୍ଧାର ହେଲେ ଚାଳକ

ପାଟଣା,୨୯।୩(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ୪୯ ନମ୍ବର ଜାତୀୟ ରାଜପଥ ଖୀରେଇଟାଙ୍ଗିରୀ ପେଟ୍ରୋଲ ପମ୍ପ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡା ହୋଇଥିବା ଏକ ଟ୍ରକକୁ ପଛପଟୁ ଏକ ମିନି ଟ୍ରକ ଧକ୍କା ଦେଇଛି। ଫଳରେ ମିନି ଟ୍ରକ ଚାଳକ ଗାଡି ଭିତରେ ଚାପି ହୋଇ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାକୁ ପଠାଇଥିଲେ। ଚାଳକଙ୍କ ପରିଚୟ ମିଳିପାରି ନାହିଁ। ମିନି ଟ୍ରକଟି କେନ୍ଦୁଝରରୁ କୋଲକାତା ଯାଉଥିବା ଜଣାପଡିଛି। ଖବର ପାଇ ତୁରୁମୁଙ୍ଗା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଗାଡି ଦୁଇଟିକୁ ଜବତ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ପ୍ରଧାନ ଶିକ୍ଷକ ଗିରଫ

ଯୋଡ଼ା, ୧୭।୧୧(ଡି.ଏନ.ଏ.) -କେନ୍ଦୁଝର ଜିଲା ବାମେବାରୀ ଥାନା ତଥା ଯୋଡା ବ୍ଲକ ଅଧୀନ ବେଲଦା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଛାତ୍ରୀଙ୍କୁ ଅସଦାଚରଣ...

ଆଧୁନିକତା ଭିତରେ ହଜି ଯାଉଛେ ପୁଷ୍‌ପୁନି

  ଭବାନୀପାଟଣା, ୧୧।୧ (ଡି.ଏନ.ଏ)- ନୂଅଁାଖାଇ ଲେଖେଁ ପୁଷ୍‌ପୁନି ବି ପଶ୍ଚିମ ଓଡ଼ିଶାର ଗୁଟେ ସିଘା ଆର କୃଷି ଭିତିକ୍‌ ପରବ୍‌। ଫିବଛର ପୁଷ୍‌ ମାସର...

ବିଚାରାଧୀନ କଏଦୀଙ୍କୁ ଜେଲ କର୍ମଚାରୀଙ୍କ ମାଡ଼: ଭିମସାରରେ ଭର୍ତ୍ତି

ସମ୍ବଲପୁର,୯।୩(ବ୍ୟୁରୋ): ସମ୍ବଲପୁର ମଣ୍ଡଳ କାରାଗାରରେ ଥିବା ଜଣେ ବିଚାରାଧୀନ କଏଦୀ ଜେଲ କର୍ମଚାରୀଙ୍କ ମାଡ଼ରେ ଗୁରୁତର ହୋଇଛନ୍ତି। ସେ ହେଲେ ଟାଉନ ଥାନା ଦଳେଇପଡ଼ାର ଅଭିଷେକ...

କଟକଣାରେ ସ୍ବାଧୀନତା ଦିବସ

ଢେଙ୍କାନାଳ ଅଫିସ୍‌, ୩୦।୭ ଢେଙ୍କାନାଳ ଜିଲା କାର୍ଯ୍ୟାଳୟରେ ସଦ୍‌ଭାବନା ଗୃହରେ ୭୬ତମ ସ୍ବାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅତିରିକ୍ତ...

ସମ୍ବର ମାଂସ ଜବତ, ୨ଗିରଫ

ବଇଣ୍ଡା,୧୩।୧୦(ଡି.ଏନ.ଏ.): ଆଠମଲ୍ଲିକ ବ୍ଲକ ଧଣ୍ଡାତୋପା ଜଙ୍ଗଲରେ ଧଣ୍ଡାତୋପା ବନବିଭାଗ ପକ୍ଷରୁ ଚଢାଉ କରାଯାଇ ୨୧ କେଜି ସମ୍ବର ମାଂସ ଜବତ କରାଯାଇଛି। ଏଥିସହିତ ବନ ବିଭାଗ...

ପ୍ରୋତ୍ସାହନ ନାହିଁ, ଦୁର୍ଦ୍ଦିନରେ ପଥର କାରିଗର

କୋକସରା, ୩୦।୧୦ (ଡି.ଏନ.ଏ.) – କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ କନ୍ଦାଗଡ ହେଉଛି ପଥର କାରିଗରଙ୍କ ପାଇଁ ପରିଚିତ ଶିଳ୍ପୀ ଗ୍ରାମ। ଏହି...

ଉପକୂଳ ନିୟନ୍ତ୍ରିତ ଅଞ୍ଚଳ ସୁରକ୍ଷାରେ ଅବହେଳା

ପୁରୀ ଅଫିସ,୨।୯: ୮୭ ବର୍ଗ କିଲୋମିଟର ପରିବ୍ୟାପ୍ତ ବାଲୁଖଣ୍ଡ ଅଭୟାରଣ୍ୟ ପୁରୀ ବେଳାଭୂମିକୁ ଲାଗି ରହିଛି। ଏହାକୁ ନେଇ ଗଢ଼ିଉଠିଛି ଉପକୂଳ ନିୟନ୍ତ୍ରିତ ଅଞ୍ଚଳ। ଜୈବ...

ଭୋଟ ପାଇଁ ଖଟିଆରେ ଆସିଲେ ବୃଦ୍ଧ

କୁତ୍ରା,୧୮।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଚାଲିଛି। ଗଣତନ୍ତ୍ରର ଏହି ପର୍ବରେ ନିଜ ଅଧିକାର ସାବ୍ୟସ୍ତ...

Advertisement
Archives

Model This Week