Posted inଜାତୀୟ

ଝିଅଙ୍କ ବିବାହ ବୟସ ସୀମା ବଢାଇବା ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧୬।୧୨: ମହିଳାମାନଙ୍କ ପାଇଁ ବିବାହର ସର୍ବନିମ୍ନ ବୟସ ୧୮ରୁ ୨୧କୁ ବୃଦ୍ଧି କରିବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ଦେଇଛନ୍ତି। ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରି ହୋଇଯାଇଛି। ଏହି ପ୍ରସ୍ତାବ ସଂସଦର ଚଳିତ ଅଧିବେଶନରେ ଉପସ୍ଥାପିତ ହେବାର ସମ୍ଭାବନା ରହିଛି। ବିବାହର ବୟସ ସୀମା ବୃଦ୍ଧି ବିଲ୍‌ ବାଲ୍ୟ ବିବାହ ଆଇନ୍‌ରେ ସଂଶୋଧନ କରାଯିବ। ଏହି ଆଇନ୍‌ରେ ଏବେ ମହିଳାଙ୍କ ବିବାହ ସୀମା ୧୮ ବର୍ଷ ରହିଛି। ଗତ ବର୍ଷ ସ୍ବାଧୀନତା ଦିବସରେ ପ୍ରଧାନମନ୍ତ୍ରୀ ଏହି ପ୍ରସ୍ତାବ ବିଷୟରେ ଉଲ୍ଲେଖ କରିଥିଲେ।
ଜୟା ଜେଟଲୀଙ୍କ ନେତୃତ୍ୱରେ ଏକ ନୀତି ଆୟୋଗ ଟାସ୍କଫୋର୍ସ ଏହି ପ୍ରସ୍ତାବକୁ ସମର୍ଥନ କରିଥିଲେ।

ଗତ ବର୍ଷ ଜୁନ୍‌ ମାସରେ ସ୍ଥାପିତ ଟାସ୍କଫୋର୍ସର ସଦସ୍ୟମାନଙ୍କ ମଧ୍ୟରେ ସରକାରୀ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ଭି.କେ ପାଲ, ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଥିଲେ।
ଡିସେମ୍ବରରେ ଏହି ପ୍ରସ୍ତାବ ଉପରେ ସୁପାରିଶ ଦାଖଲ କରାଯାଇଥିଲା। ବିଳମ୍ବ ବିବାହ କରିବା ଫଳରେ ପରିବାର, ଆର୍ଥିକ, ସାମାଜିକ ଏବଂ ସ୍ବାସ୍ଥ୍ୟ ଉପରେ ଏକ ସକରାତ୍ମକ ପ୍ରଭାବ ପକାଇଥାଏ ବୋଲି ଟାସ୍କଫୋର୍ସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସବୁ ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୨.୧୬ ଲକ୍ଷରୁ ଅଧିକ ସଂକ୍ରମିତ,୧୧୮୩ ମୃତ

ନୂଆଦିଲ୍ଲୀ,୧୬।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ଲକ୍ଷେ ଏବଂ ୨ ଲକ୍ଷରୁ...

ଭାରତୀୟ ନୌସେନାକୁ ମିଳିପାରେ ୨୬ ରାଫେଲ-ଏମ ଫାଇଟର ଜେଟ

ନୂଆଦିଲ୍ଲୀ,୧୦।୭: ଚାଇନା ଓ ପାକିସ୍ତାନର ଗତିବିଧିକୁ ଦେଖି ଭାରତ ନିଜକୁ ଲଗାତାର ଭାବେ ମଜଭୁତ କରି ଚାଲିଛି। ଗତ କିଛି ବର୍ଷରେ ଭାରତୀୟ ସେନାଙ୍କ ଶକ୍ତି...

କେନ୍ଦ୍ରରେ କଂଗ୍ରେସକୁ ଡ୍ରାଇଭର ସିଟ୍‌ ଦେବୁନି: କେସିଆର୍‌

ନୂଆଦିଲ୍ଲୀ/ହାଇଦ୍ରାବାଦ୍‌,୧୫ା୫ : କେନ୍ଦ୍ରରେ କାହାକୁ ସଂଖ୍ୟାଗରିଷ୍ଠତା ମିଳିବ, କାହା ନେତୃତ୍ୱରେ କେନ୍ଦ୍ର ସରକାର ଗଠନ ହେବ, ସେନେଇ ଆଲୋଚନା ପର୍ଯ୍ୟାଲୋଚନା ଆରମ୍ଭ ହୋଇଗଲାଣି। ତେବେ ଆଞ୍ଚଳିକ...

ମହାରାଷ୍ଟ୍ରରେ ପ୍ରବଳ ବର୍ଷା: ୬ ମୃତ

ମୁମ୍ବାଇ,୫ା୮(ଆଇଏଏନ୍‌ଏସ୍‌): ମହାରାଷ୍ଟ୍ରରେ ଦୁଇଦିନ ହେଲା ପ୍ରବଳ ବର୍ଷା ଲାଗି ରହିଥିବାବେଳେ ମୁମ୍ବାଇ ଓ ସତାରାରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ବିଭିନ୍ନ ଅଞ୍ଚଳରେ ବନ୍ୟାପାଣି ଘେରରେ...

ବିଶ୍ୱକୁ ପ୍ରଦୂଷଣ ଚିନ୍ତା: ସବୁଠାରୁ ଉପରେ ଲାହୋର, ଦିଲ୍ଲୀର ପ୍ରଦୂଷଣ ରୋଗ ସୃଷ୍ଟି କରିବାକୁ ଯଥେଷ୍ଟ

ନୂଆଦିଲ୍ଲୀ,୧୫ ।୧୧: ସୁପ୍ରିମକୋର୍ଟଙ୍କ କଡା ଚେତାବନୀ ପରେ ଦିଲ୍ଲୀର ବାୟୁ ପ୍ରଦୂଷଣ କମ୍ କରିବାକୁ ସରକାର କିଛି ପଦକ୍ଷେପ ନେବାକୁ ଯାଉଛନ୍ତି । ଏହାର କିଛି...

ଭାରତୀୟ ଲିଚୁ ରପ୍ତାନୀ ବନ୍ଦ ପାଇଁ ହେଉଛି ଷଡ଼ଯନ୍ତ୍ର: ପ୍ରେମ କୁମାର

ପାଟନା,୨୨।୬: ବିହାରରେ ମସ୍ତିଷ୍କ ଜ୍ୱରରେ ଶିଶୁ ମୃତ୍ୟୁ ଥମିବାର ନାଁ ଧରୁନି। ଏତେ ସଂଖ୍ୟକ ଶିଶୁ ଏହି ରୋଗରେ ଆକ୍ରାନ୍ତ ହେବାର ପ୍ରକୃତ କାରଣ ଖୋଜା...

ଭାଜପାରେ ଯୋଗ ଦେବେ ଅଜିତ ପାଓ୍ବାର!

ମୁମ୍ବାଇ,୧୮।୪: ମହାରାଷ୍ଟ୍ର ରାଜନୀତିରେ ପୁଣି ଉଷ୍ମତା ଦେଖାଦେଇଛି। ଶୁଣିବାକୁ ମିଳୁଛି କି ଅଜିତ ପାଓ୍ବାର ଭାରତୀୟ ଜନତା ପାର୍ଟି(ଭାଜପା) ସହ ଯାଇ ପାରନ୍ତି। ଅଜିତଙ୍କ ସହ...

ନନ୍ଦିଗ୍ରାମରୁ ପ୍ରାର୍ଥିପତ୍ର ଦାଖଲ କଲେ ଶୁଭେନ୍ଦୁ

କୋଲକାତା,୧୨ ।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ସେଠାରେ ରାଜନିତୀ ବେଳକୁ ବେଳ ରୋମାଞ୍ଚକ ହେବାକୁ ଲାଗିଛି । ସେଠାରେ ବିଶେଷ ଭାବେ ତ୍ରୁଣ ମୂଳ...

Advertisement
Archives

Model This Week