ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା ଭିଜିଲାନ୍ସ । ଜୟପୁର ସମେତ କଟକର ୨ଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଛି।