ଜାମକାନି କୋଇଲା ଖଣିରେ ଖନନ କାର୍ଯ୍ୟ ଆରମ୍ଭ

ଭୁବନେଶ୍ୱର,୧୧।୨: ଦେଶର ପ୍ରମୁଖ ଘରୋଇ କମ୍ପାନୀ ବେଦାନ୍ତ ଗ୍ରୁପ୍‌ର ନିଲାମାଧୀନ ସୁନ୍ଦରଗଡ଼ ଜାମକାନି କୋଇଲା ଖଣି କେତେକ ସ୍ଥାନୀୟ କାରଣ ପାଇଁ ଖନନ ହୋଇପାରୁ ନ ଥିଲା। ଏପରିକି ଖଣି ଖନନ ସ୍ଥଳରେ ସ୍ଥାନୀୟ ବାସିନ୍ଦ ଦୀର୍ଘଦିନ ହେବ ଆନ୍ଦୋଳନ କରିଆସୁଥିଲେ। ହେଲେ ଶୁକ୍ରବାର ଉକ୍ତ ଆନ୍ଦୋଳନ ସ୍ଥଳରେ ବିସ୍ଥାପିତମାନଙ୍କ ଦାବି ନେଇ କମ୍ପାନୀ କର୍ତ୍ତୃପକ୍ଷ, ଜିଲା ପ୍ରଶାସନ ଏବଂ ବିସ୍ଥାପିତ ଗ୍ରାମବାସୀଙ୍କ ମଧ୍ୟରେ ଏକ ଆଲୋଚନା ସଭା ସଫଳ ଭାବେ ଅନୁଷ୍ଠିତ ହୋଇଯାଇଛି। ଏପରିକି ଉଭୟ ପକ୍ଷର ବିଭିନ୍ନ ଦାବି ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଏକ ସୁସ୍ଥ ବାତାବରଣରେ ସମସ୍ତଙ୍କ ସହମତିରେ ଚୁକ୍ତିନାମା କରାଯାଇ ଆନ୍ଦୋଳନ ପ୍ରତ୍ୟାହାର କରିବା ସହ ଖଣି କାର୍ଯ୍ୟ ଆରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ସୁନ୍ଦରଗଡ଼ ସଦର ବିଧାୟିକା କୁସୁମ ଟେଟେ, ଏଡିଏମ୍‌ ଅଭିମନ୍ୟୁ ବେହେରା, ଉପଜିଲାପାଳ ଦାଶରଥି ସରାବୋ, ବେଦାନ୍ତ ମାଇନିଂର ସିଇଓ ଭି.ଶ୍ରୀକାନ୍ତ, ଜମି ଏବଂ ଆଇନ ବିଭାଗର ମୁଖ୍ୟ ନୱାଲ ଶର୍ମା, ବାହ୍ୟ ସମ୍ପର୍କ ବିଭାଗ ମୁଖ୍ୟ ପ୍ରଣୟ ଶତପଥୀଙ୍କ ସମେତ ସୁନ୍ଦରଗଡ଼ ସାଂସଦଙ୍କ ପ୍ରତିନିଧି ବଟ କିଶୋରେ ମିଶ୍ର ଏବଂ ମେଣ୍ଡରା, ଜାମକାନି, ଗିରିଶିମା ଓ ଝରପଲ ଆଦି ଗ୍ରାମର ୧୫ ଶହରୁ ଊର୍ଦ୍ଧ୍ୱ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri