ବିବୃତି ରଖିଲେ ମନ୍ତ୍ରୀ ଅରୁଣ

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): ପରୀ ହତ୍ୟା ମାମଲାରେ ଶେଷରେ ମୁହଁ ଖୋଲିଛନ୍ତି ମନ୍ତ୍ରୀ ଅରୁଣ ସାହୁ। ଏନେଇ ଗୁରୁବାର ବିଧାନସଭାରେ ମନ୍ତ୍ରୀ ସାହୁ ବିବୃତି ରଖି ଏହା ଏକ ସମ୍ବେଦନଶୀଳ ଘଟଣା ବୋଲି କହିଛନ୍ତି। ଏକ ଛୋଟ ଝିଅର ହତ୍ୟା ଘଟଣା ମୋତେ ବ୍ୟଥିତ କରିଛି। ପରୀର ମୃତ୍ୟୁରେ ମୁଁ ଗଭୀର ମର୍ମାହତ। ତାଙ୍କ ପରିବାରକୁ ନ୍ୟାୟ ମିଳିବା ମୋର ଉଦ୍ଦେଶ୍ୟ। ରାଜନୀତି ଜୀବନରେ ମୁଁ ହିଂସାର ଘୋର ବିରୋଧୀ। ରାଜ୍ୟ ସରକାର ଘଟଣାର ତଦନ୍ତ ଦାୟିତ୍ୱ କ୍ରାଇମବ୍ରାଞ୍ଚକୁ ଦେବା ନିଷ୍ପତ୍ତିକୁ ମୁଁ ସ୍ବାଗତ କରୁଛି। କ୍ରାଇମବ୍ରାଞ୍ଚ ଉପରେ ମୋର ପୂର୍ଣ୍ଣ ବିଶ୍ୱାସ ଅଛି। ଏହା ଦ୍ୱାରା ପରୀ ପରିବାରକୁ ଉପଯୁକ୍ତ ନ୍ୟାୟ ମିଳିବ ବୋଲି ମୋର ଦୃଢ଼ ଆଶା। ଏହି ହତ୍ୟା ଘଟଣାରେ ଯିଏ ବି ଜଡ଼ିତ ଥିବେ, ତାଙ୍କୁ ଦଣ୍ଡ ମିଳିବା ଦରକାର। ଏଭଳି ସମ୍ବେଦନଶୀଳ ପ୍ରସଙ୍ଗକୁ ନେଇ ଅଯଥା ରାଜନୀତି ନ କରିବାକୁ ମନ୍ତ୍ରୀ ସାହୁ କହିଥିଲେ। ସତ୍ୟର ଉନ୍ମୋଚନ ହେବା ସହ ପରୀକୁ ନ୍ୟାୟ ମିଳୁ ବୋଲି ଗୃହରେ ମନ୍ତ୍ରୀ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୬ ଘଣ୍ଟା ଜାତୀୟ ରାଜପଥ…

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri