ଭାଜପା ଜିଲା ସମ୍ପାଦକଙ୍କ ମାତୃ ବିୟୋଗ: ପରିବାର ସଦସ୍ୟଙ୍କୁ ଭେଟିଲେ ମନ୍ତ୍ରୀ ବିଭୁତି ଜେନା

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁର ସହରର ତିରୁପତିପେଟା ସାହି ନିବାସୀ ତଥା ଭାରତୀୟ ଜନତା ପାର୍ଟିର ଗଞ୍ଜାମ ଜିଲା ସମ୍ପାଦକ ବସନ୍ତ କୁମାର ବେହେରାଙ୍କ ମା’ ରାଧା ଦେବୀ ( ୯୦)ଙ୍କ ଗତ ୫ ତାରିଖ ବିୟୋଗ ଘଟିଥିଲା। ଏନେଇ ରାଜ୍ୟ ସରକାରଙ୍କ ବାଣିଜ୍ୟ, ପରିବହନ ଓ ଖଣି ବିଭାଗର ମନ୍ତ୍ରୀ ବିଭୁତି ଭୂଷଣ ଜେନା ତାଙ୍କ ବାସଭବନରେ ପହଞ୍ଚି ସ୍ବର୍ଗତ ରାଧା ଦେବୀଙ୍କ ଫୋଟରେ ପୁଷ୍ପମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହା ସହିତ ତାଙ୍କ ପରିବାର ସଦସ୍ୟଙ୍କୁ ଭେଟିଥିଲେ। ଏହି ଅବସରରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଏବଂ ଅନ୍ୟାନ୍ୟ ନେତୃବୃନ୍ଦମାନେ ଉପସ୍ଥିତ ଥିଲେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁ: ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ସମାଗମ

କୋରାପୁଟ, ୧୪।୭ (ଅମିତାଭ ବେହେରା): ପବିତ୍ର ନେତ୍ର ଉତ୍ସବ ଅବସରରେ ମଙ୍ଗଳବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ସକାଳଠାରୁ ଭକ୍ତଙ୍କ ପ୍ରବଳ…

ଜାତିସଂଘ ସୁରକ୍ଷା ପରିଷଦରେ ସଦସ୍ୟତା ପାଇଁ ଅଣ୍ଟା ଭିଡ଼ିଲା ଭାରତ

ନୂଆଦିଲ୍ଲୀ,୧୪।୭:ଭାରତ ୨୦୨୮-୨୯ କାର୍ଯ୍ୟକାଳ ପାଇଁ ଜାତିସଂଘ ସୁରକ୍ଷା ପରିଷଦ (UNSC)ର ଅସ୍ଥାୟୀ ସଦସ୍ୟ ହେବା ପାଇଁ ନିର୍ବାଚନ ଅଭିଯାନ ଆରମ୍ଭ କରିଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର…

ନା ଘର ନା ଗାଡ଼ି…, ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କ ସମ୍ପତ୍ତି ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ପାଟନା,୧୪।୭: ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ସୋମବାର (ଜୁଲାଇ ୧୩) ଭାଜପା ପ୍ରାର୍ଥୀ ନୀରଜ ସିହ୍ନା ତାଙ୍କର ନାମାଙ୍କନ ଦାଖଲ କରିଥିଲେ। ତାଙ୍କ ଶପଥପତ୍ରରୁ କିଛି ବିବରଣୀ…

ଶେଷ ପର୍ଯ୍ୟାୟରେ ରଥଯାତ୍ରା ପ୍ରସ୍ତୁତି: ଯୋଗ ଦେବେ କନ୍ଧମାଳ ଏମ୍‌ପି

ରାଇକିଆ, ୧୪।୭(ପ୍ରଦିପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ନେତ୍ରୋତ୍ସବ ଅନୁଷ୍ଠିତ ହେବା ସହ ମହାପ୍ରଭୁ ଜଗନ୍ନାଥ ନବଯୌବନ ବେଶରେ ଦର୍ଶନ ଦେଇଛନ୍ତି ।…

୧ ବିଲିୟନ ଡଲାର କ୍ଲବରେ ‘ମାଇକେଲ୍‌’

ଲସ୍‌ ଆଞ୍ଜେଲସ୍‌, ୧୪।୭: କିଙ୍ଗ୍‌ ଅଫ୍‌ ପପ୍‌ ଭାବେ ପରିଚିତ ମାଇକେଲ୍‌ ଜ୍ୟାକସନ୍‌ଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ୍‌’ ବିଶ୍ୱ ବକ୍ସ ଅଫିସରେ ନୂଆ ରେକର୍ଡ…

ଗୌରୀଙ୍କ ସହ ବିବାହର ୧୦ ଦିନ ଭିତରେ ଗୁଡ୍‌ନ୍ୟୁଜ୍‌ ଦେଲେ ଆମିର, ଖବର ଶୁଣି ସମସ୍ତେ ଚକିତ

ମୁମ୍ବାଇ: ବଲିଉଡ ଅଭିନେତା ଆମିର ଖାନ ଗତ ଜୁଲାଇ ୫ ତାରିଖରେ ନିଜ ଗର୍ଲଫ୍ରେଣ୍ଡ ଗୌରୀ ସ୍ପ୍ରାଟ୍‌ଙ୍କୁ ବିବାହ କରିଛନ୍ତି। ବିବାହ ପରେ ଏହି ନବଦମ୍ପତି ନିଜ…

ଖେଳ ପଡ଼ିଆରେ ଲିଭିଗଲା ଜୀବନ ଦୀପ, ୨୨ ବର୍ଷୀୟ କ୍ରିକେଟରଙ୍କ ମୃତ୍ୟୁ

ଶ୍ରୀନଗର,୧୪।୭: ଜମ୍ମୁ କଶ୍ମୀରର ଡୋଡା ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଭାଦେରୱା ଅଞ୍ଚଳର ୨୨ ବର୍ଷୀୟ କ୍ରିକେଟର ସୁହେଲ ଅହମ୍ମଦ ଜୁଲାଇ ୧୩…

ଲଗାଣ ବର୍ଷା, ଆଜି ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ,୧୪।୭(ସନାତନ ରାଉତ): ଭଦ୍ରକ ଜିଲାରେ ଲଗାଣ ବର୍ଷା ଜାରି ରହିଛି । ଏହି କାରଣରୁ ଜିଲାର ସମସ୍ତ ସ୍କୁଲକୁ ମଙ୍ଗଳବାର ଛୁଟି ଘୋଷଣା କରାଯାଇଛି । ପରିସ୍ଥିତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri