ମୁହଁ ଖୋଲିଲେ ମନ୍ତ୍ରୀ ଦିବ୍ୟଶଙ୍କର

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ମମିତା ମେହେର ହତ୍ୟା ମାମଲାରେ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର ଶୁକ୍ରବାର ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି। ମନ୍ତ୍ରୀ ଏକ ପ୍ରେସ ବିବୃତିରେ କହିଛନ୍ତି, ମମିତାଙ୍କ ମୃତ୍ୟୁ ପାଇଁ ଗଭୀର ମର୍ମାହତ। ତାଙ୍କ ପରିବାର ପ୍ରତି ମୋର ସମବେଦନା ରହିଛି। ଆଇନ ଅନୁଯାୟୀ ଦୋଷୀଙ୍କୁ ଦଣ୍ଡ ମିଳିବା ଆବଶ୍ୟକ।

ମହାଲିଙ୍ଗ କଲେଜ କାର୍ଯ୍ୟକ୍ରମରେ ଯୋଗଦେବା ସମ୍ପର୍କରେ ମନ୍ତ୍ରୀ କହିଛନ୍ତି, ଜନ ପ୍ରତିନିଧି ଶିକ୍ଷାନୁଷ୍ଠାନର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥାନ୍ତି। ମୁଁ ଯଦି କୌଣସି ଶିକ୍ଷାନୁଷ୍ଠାନ କାର୍ଯ୍ୟକ୍ରମରେ ଯୋଗଦେଇଥାଏ ଏବଂ ସେଠି ପରେ କିଛି ଅପରାଧ ଘଟେ, ସେଥିପାଇଁ ମୋତେ ଦାୟୀ କରାଯାଇପାରିବ ନାହିଁ। ମୋ ବିରୋଧରେ କିଛି ପ୍ରମାଣ ଥିଲେ ପୋଲିସ ଏବଂ କୋର୍ଟରେ ଦାଖଲ କରନ୍ତୁ। ମୁଁ ବାୟୁସେନାର ଆଦର୍ଶ ନେଇ ରାଜନୀତିରେ ପ୍ରବେଶ କରିଛି। ମୁଁ ପଛେ କ୍ଷତିଗ୍ରସ୍ତ ହେବି, ହେଲେ ଜଣେ ନୀରିହଙ୍କୁ ଦୁଃଖ ଭୋଗିବାକୁ ଦେବି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri