E-KYCକୁ ନେଇ ବଡ଼ ସୂଚନା ଦେଲେ ମନ୍ତ୍ରୀ: ଏତିକି ଦିନ ଯାଏ ରହିଛି ଅପଡେଟ୍‌ କରିବାର ସମୟ, ଶୀଘ୍ର କରିନିଅନ୍ତୁ…

ଭୁବନେଶ୍ୱର,୩୦।୮: E-KYC ପାଇଁ ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ, ପର୍ଯ୍ୟାପ୍ତ ସମୟ ମିଳିବ। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଶୁକ୍ରବାର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଚିନ୍ତା କରିବା ଆବଶ୍ୟକ ନାହିଁ, ସର୍ଭେ କେବଳ ମୃତ ଓ ଅଯୋଗ୍ୟଙ୍କ ପାଇଁ ରହିଛି। ସାମିଲ ହୋଇଥିବା କେହି ବି ଯୋଗ୍ୟ ହିତାଧିକାରୀ ବାଦ୍‌ ପଡ଼ିବେନି। ପରିବାରର କେହି ବାହାରେ ଥିଲେ, ଆରାମରେ ଆସି E-KYC କରିପାରିବେ। ସମସ୍ତ E-KYC ଯାଞ୍ଚ ସରିବା ପରେ ଏହି ପ୍ରକ୍ରିୟା ବନ୍ଦ କରାଯିବ ବୋଲି ସେ କହିଛନ୍ତି।

ଏବେ ରାଶନ କାର୍ଡ ହିତାଧିକାରୀଙ୍କ E-KYC ଅପଡେଟ୍‌ କରାଯାଉଛି। ନାଁ ଏବଂ ଆଧାର କାର୍ଡ ଯାଞ୍ଚ ପରେ ହିତାଧିକାରୀଙ୍କ ଦସ୍ତଖତ ଓ ଟିପଚିହ୍ନ ନିଆଯାଉଛି। କିଛି ସ୍ଥାନରେ ଆଇ ସ୍କାନ ମଧ୍ୟ କରାଯାଉଛି। ପରିବାରର ଯେଉଁ ସଦସ୍ୟଙ୍କ ନାମରେ ରାଶନ ସାମଗ୍ରୀ ମିଳୁଛି, ସେମାନଙ୍କର ଯାଞ୍ଚ କରାଯାଉଛି। ପରେ  E-KYC ମାଧ୍ୟମରେ ଡିଲର ଅପଡେଟ୍‌ କରୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ରାଉରକେଲାରେ ବଡ଼ ଧରଣର ବ୍ରାଉନସୁଗାର ଜବତ: ୭ ମହିଳା ସମେତ ୮ ଡ୍ରଗ୍ସ ବେପାରୀ ଗିରଫ, ୧ କୋଟି ଟଙ୍କାରୁ ଅଧିକ

ରାଉରକେଲା, ୨୩।୫ (ସଙ୍ଗୀତା ଜେନା): ଓଡ଼ିଶାରେ ଚାଲିଥିବା ନିଶା ନିବାରଣ ଅଭିଯାନରେ ଏକ ବଡ଼ ସଫଳତା। ରାଉରକେଲା ପୋଲିସ ପ୍ଲାଣ୍ଟସାଇଟ୍ ଥାନା ସୀମା ଅନ୍ତର୍ଗତ ମୀନାପଡ଼ା ଅଞ୍ଚଳରେ…

ଭୂମିହୀନଙ୍କୁ ପୋଖରୀ ମଝିରେ ପଟ୍ଟା ପ୍ରଦାନ

ନୂଆପଡ଼ା,୨୩ା୫ (ମକାରୁ ବେମାଲ): କେନ୍ଦ୍ର ତଥା ରାଜ୍ୟ ସରକାର ଭୂମିହୀନମାନଙ୍କୁ ଚାଷକରି ପରିବାର ପ୍ରତିପୋଷଣ ପାଇଁ ଜମି ଯୋଗାଇଦେଉଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଭୁଲ୍‌…

ମାଡ଼ି ଆସୁଛି ବଡ଼ ପ୍ରଳୟ! ୪୦ ହଜାର ଲୋକଙ୍କୁ ଘର ଛାଡିବାକୁ ନିର୍ଦ୍ଦେଶ, ସ୍କୁଲ-କଲେଜ ବନ୍ଦ

ୱାଶିଂଟନ/କାଲିଫର୍ଣ୍ଣିଆ: ଆମେରିକାର କାଲିଫର୍ଣ୍ଣିଆରେ ଏକ ବଡ଼ ଧରଣର ବିପଦ ଦେଖାଦେଇଛି। ଏକ ଶିଳ୍ପାଞ୍ଚଳ (Industrial Site) ରେ ରଖାଯାଇଥିବା ବିଷାକ୍ତ କେମିକାଲ ଟାଙ୍କି ହଠାତ ଅତ୍ୟଧିକ ଗରମ…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

୧୦ ବର୍ଷ ଶିଶୁର ହତ୍ୟାକୁ ନେଇ ଅଶାନ୍ତ ତାମିଲନାଡୁ, ରାସ୍ତାକୁ ଓହ୍ଲାଇଲେ ଜନତା; ମୁଖ୍ୟମନ୍ତ୍ରୀ କହିଲେ…

ଚେନ୍ନାଇ,୨୩।୫: ତାମିଲନାଡୁର କୋଏମ୍ବାଟୁର ଜିଲାର ସୁଲୁର ଅଞ୍ଚଳରେ ଜଣେ ୧୦ ବର୍ଷୀୟା ଝିଅର ହତ୍ୟା ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି। ଗୁରୁବାର ସାରୁ ନିଖୋଜ ଥିବା…

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ଅଳ୍ପକେ ବଞ୍ଚିଗଲେ ୩ ସେନା ଅଧିକାରୀ; ଦୁର୍ଘଟଣା ପରେ ସେଲଫି ନେଲେ ମେଜର ଜେନେରାଲ

ଲେହ,୨୩।୫: ଲଦାଖର ଲେହ ନିକଟସ୍ଥ ପାର୍ବତ୍ୟ ଟାଙ୍ଗଷ୍ଟେ ଅଞ୍ଚଳରେ ଏକ ହେଲିକପ୍ଟର ଦୁର୍ଘଟଣାରେ ତିନି ଜଣ ଭାରତୀୟ ସେନା ଅଧିକାରୀ ଅଳ୍ପକେ ବଞ୍ଚି ଯାଇଛନ୍ତି। ପୁରୁଣା ଚିତା…

ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍‌ ହେଲା ବଜ୍ରପାତ, ଆଉ ତା’ ପରେ…

ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri