ରାଶନ କାର୍ଡକୁ ନେଇ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା: ମାସେ ଭିତରେ…

ଭୁବନେଶ୍ୱର,୨୪।୭:ମାସେ ଭିତରେ ନୂଆ ହିତାଧିକାରୀ ରାଶନ କାର୍ଡ ପାଇବେ। ଏନେଇ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରାୟ ୮ ଲକ୍ଷ ନୂଆ ହିତାଧିକାରୀ ନୂଆ ରାଶନ କାର୍ଡ ପାଇପାରନ୍ତି। ଏଥିସହ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ପ୍ରକ୍ରିୟା ବି ଆରମ୍ଭ ହୋଇଛି। ବର୍ତ୍ତମାନ KYC ଅପଡେଟ କରାଯାଉଛି।

ରାଜ୍ୟରେ ୧୪ ଲକ୍ଷ ୫୦ ହଜାର ମୃତ ହିତାଧିକାରୀଙ୍କ ନାମରେ ରାଶନ ହଡ଼ପ ହେଉଥିଲା। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସେସବୁ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ସ୍ଥାନରେ ନୂତନ ହିତାଧିକାରୀଙ୍କୁ ସାମିଲ କରାଯିବ ବୋଲି ଯୋଗାଣ ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଥିଲେ। ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନଏଫଏସଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ନୂଆ ରାଶନ କାର୍ଡ ପାଇବା ପାଇଁ ପାୟ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀ ଆବେଦନ କରିଥିବା ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ବିଜରଲ୍ୟାଣ୍ଡ ବୈଠକ ଶେଷ: ହର୍ମୁଜରେ ହଟିଲା ଅବରୋଧ, ସମ୍ପତ୍ତି ଫ୍ରିଜ ଆରମ୍ଭ, ହେଲେ ଏବେବି ବାକି ଅଛି…

ତେହରାନ,୨୨।୬: ସ୍ବିଜରଲ୍ୟାଣ୍ଡରେ ଆମେରିକା ଏବଂ ଇରାନ ମଧ୍ୟରେ ବୈଠକ ଶେଷ ହୋଇଛି। ଇରାନ ବୈଠକ ଶେଷ ହେବାର ଘୋଷଣା କରିଛି ଏବଂ ସମାଧାନ ହୋଇଥିବା ସମସ୍ୟାଗୁଡ଼ିକୁ ଉଲ୍ଲେଖ…

ତୁର୍କୀରେ ଇତିହାସ ରଚିଲେ କଳାହାଣ୍ଡି ପୁଅ ଆକାଶ, ଭାରତ ପାଇଁ ଆଣିଲେ…

ଭବାନୀପାଟଣା,୨୨ା୬(ଉତ୍ତମ କୁମାର ଦାଶ): ତୁର୍କୀ ଦେଶର ମରସିନ ସହରରେ ଗତ ୧୮ରୁ ଚାଲିଥିବା ଓ୍ବାଲର୍‌ଡ ଆବିଲିଟିସ୍ପୋର୍ଟ ୟୁଥ୍‌ ଗେମ୍ସ-୨୦୨୬ରେ କଳାହାଣ୍ଡି ପୁଅ ଆକାଶ ରଞ୍ଜନ ମୁଣ୍ଡ ଇତିହାସ…

ଏଇ ଭାରତରେ

ଦିଲ୍ଲୀର ‘ମାଠିଆ ମଣିଷ’ ନଟରାଜନ- ଏଭଳି ସମ୍ବୋଧନ ଅଜବ ଲାଗୁଥିଲେ ବି ଏହା ପଛରେ ରହିଛି ଏକ ବାସ୍ତବ କାହାଣୀ। ନଟରାଜନ ଦିଲ୍ଲୀର ଲୋକଙ୍କୁ ଥଣ୍ଡା ମାଠିଆ…

ପୁଞ୍ଜି ବଜାରରେ ଅବିଶ୍ୱାସ

ଞ୍ଜି ବଜାର ଏକ ଦେଶର ଅର୍ଥନୀତିର ଦର୍ପଣ ସଦୃଶ। ଏହା କେବଳ ଶେୟାର ଓ ଅନ୍ୟାନ୍ୟ ଆର୍ଥିକ ସମ୍ପତ୍ତିର କାରବାର ସ୍ଥଳ ନୁହେଁ, ବରଂ ଏହା ସଞ୍ଚୟ…

ସତ୍ୟର ପ୍ରୟୋଗ ବନାମ କାଳର ପ୍ରଭାବ

ବଡ଼ ବଡ଼ ମାଛ ଛୋଟ ଛୋଟ ମାଛକୁ ଖାଇ ସଫା କରିଦେଲା ପରି ବଡ଼ ବଡ଼ ଖବର ଦାଉରେ ଆଜିକାଲି ଛୋଟ ଛୋଟ ଖବର ଆଖିରେ ପଡ଼ୁନାହାନ୍ତି।…

ଇସ୍ତଫା ଦେବେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨ା୬: ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ପଦରୁ କିର୍‌ ଷ୍ଟାର୍ମର ଇସ୍ତଫା ଦେବାକୁ ଯାଉଥିବା ରବିବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କହିଛନ୍ତି। ଆଣ୍ଡି ବର୍ନହାମ୍‌ଙ୍କୁ ନୂଆ ପ୍ରଧାନମନ୍ତ୍ରୀ ଭାବେ…

ଜାଣନ୍ତି କି କାହିଁକି ଖରାପ ହୁଏ କିଡ୍‌ନୀ?

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

ରାଜ୍ୟରେ ପାଗ ପରିବର୍ତ୍ତନ: ଟ୍ବିନ୍‌ସିଟିରେ ଜାରି ରହିଛି ବର୍ଷା

ଭୁବନେଶ୍ୱର,୨୨ା୬: ସାରା ରାଜ୍ୟରେ ପାଗରେ ପରିବର୍ତ୍ତନ ଘଟିଛି। ଟ୍ବିନ୍‌ସିଟିରେ ରବିବାର ରାତିରୁ କିଛି ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବାବେଳେ ଆଜି ସକାଳୁ ମଧ୍ୟ ବର୍ଷା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri