ପେଟ୍ରୋଲ ବିକ୍ରିକୁ ନେଇ ମନ୍ତ୍ରୀ ଦେଲେ ବଡ଼ ସୂଚନା: ଏଣିକି ଆସନ୍ତାକାଲିଠୁ…

ଭୁବନେଶ୍ୱର,୨୧।୭: ରାସ୍ତାଘାଟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକିଲେ କାର୍ଯ୍ୟାନୁଷ୍ଠାନ। ପେଟ୍ରୋଲ ପମ୍ପ ସଂଘ ସହ ବୈଠକ ପରେ ଯୋଗାଣ ମନ୍ତ୍ରୀ ବଡ଼ ସୂଚନା। ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ବାହାରେ ବିକ୍ରି ହେଲେ ଚଢ଼ାଉ କରି କାର୍ଯ୍ୟାନୁଷ୍ଠାନ ହେବ। ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି କରାଯାଇ ପାରିବ ନାହିଁ। କାଚ ଓ ଟିଣ ବୋତଲରେ ପେଟ୍ରୋଲ ବିକ୍ରି ପାଇଁ ଅନୁମତି। କାଲିଠାରୁ ବିଭିନ୍ନ ପେଟ୍ରୋଲ ପମ୍ପରେ ଯାଞ୍ଚ ହେବ ବୋଲି କହିଛନ୍ତି କୃଷ୍ଣଚନ୍ଦ୍ର ପାତ୍ର। ଖୋଲା ପାତ୍ରରେ ପେଟ୍ରୋଲ ଦେବା ଯୋଗୁଁ ଅଗ୍ନିକାଣ୍ଡ ଓ ଅନ୍ୟାନ୍ୟ ଅଘଟଣ ଘଟୁଥିବା କାରଣରୁ ଏହି ପଦକ୍ଷେପ ନିଆଯାଇଛି।

ବାଲେଶ୍ୱର ଓ ବଳଙ୍ଗାରେ ଘଟିଥିବା ଅଘଟଣ ସମ୍ପର୍କରେ ସୂଚନା ଅନୁଯାୟୀ, ଖୋଲା ପାତ୍ରରେ ପେଟ୍ରୋଲ ନେବା ସମୟରେ ଅସାବଧାନତା ଯୋଗୁଁ ଅଗ୍ନିକାଣ୍ଡ ଘଟିଥିଲା, ଯାହା ଜନମାନସରେ ଆତଙ୍କ ସୃଷ୍ଟି କରିଥିଲା। ଏହି ଘଟଣାଗୁଡ଼ିକ ପେଟ୍ରୋଲ ପମ୍ପ କର୍ମଚାରୀ ଓ ଗ୍ରାହକଙ୍କ ସୁରକ୍ଷା ପ୍ରତି ପ୍ରଶ୍ନ ଉଠାଇଥିଲା। ତେଣୁ, ଏହାକୁ ରୋକିବା ପାଇଁ ଆସୋସିଏଶନ ଏହି କଡ଼ା ନିୟମ ଲାଗୁ କରିବାକୁ ନିଷ୍ପତ୍ତି ନେଇଛି ବୋଲି ଗତକାଲି ଓଡ଼ିଶା ପେଟ୍ରୋଲିୟମ ଡିଲରସ ଆସୋସିଏଶନର ରାଜ୍ୟ ସଭାପତି ଶଶାଙ୍କ ଶେଖର ସାହୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିମନ୍ତ୍ରଣ କାର୍ଡର ଦାମ୍ ୨୫ ଲକ୍ଷ; ଝିଅର ବାହାଘରକୁ ସ୍ମରଣୀୟ କରିବା ପାଇଁ ବାପାଙ୍କ ଅନନ୍ୟ ପଦକ୍ଷେପ, ୩ କେଜି ରୂପା…

ଜୟପୁର,୨୦ା୧: ପ୍ରତ୍ୟେକ ପିତା ଚାହାଁନ୍ତି ଯେ ତାଙ୍କ ଝିଅର ବିବାହ ଏକ ସ୍ମରଣୀୟ ହେଉ, ଯାହା ଜୀବନବ୍ୟାପୀ ସେମାନଙ୍କ ହୃଦୟରେ ରହିବ । ଜୟପୁରର ଶିବ...

ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର ରଚୁଛି ବାଂଲାଦେଶ: ଚାଇନା ସହ ମିଶି ଚିକେନ ନେକରେ…

ଢାକା,୨୦।୧: ମହମ୍ମଦ ୟୁନୁସଙ୍କ ଶାସନରେ ବାଂଲାଦେଶ ନିରନ୍ତର ଭାରତ ବିରୋଧୀ ପଦକ୍ଷେପ ନେଇ ଆସୁଛି। ଭାରତ ବିରୋଧରେ ବାଂଲାଦେଶର ଷଡ଼ଯନ୍ତ୍ର ପୂର୍ବରୁ ପର୍ଦ୍ଦାଫାସ ହୋଇସାରିଛି ଏବଂ...

Nitin Navin BJP President: କିଏ ଏହି ନୀତିନ ନବୀନ, କେମିତି ହେଲେ ସଙ୍ଗଠନର ପ୍ରଥମ ପସନ୍ଦ, ଜାଣନ୍ତୁ ତାଙ୍କ ମୋଟ ସମ୍ପତ୍ତି…

ନୂଆଦିଲ୍ଲୀ,୨୦।୧: ମଙ୍ଗଳବାର (୧୯ ଜାନୁଆରୀ, ୨୦୨୬) ଭାରତୀୟ ଜନତା ପାର୍ଟି (ଭାଜପା)ର ବରିଷ୍ଠ ନେତା ନୀତିନ ନବୀନଙ୍କୁ ଦଳର ନୂତନ ରାଷ୍ଟ୍ରୀୟ ସଭାପତି ଭାବରେ ନିଯୁକ୍ତ...

ଚାଷଜମିରୁ ବୋମା ଜବତ; ଆତଙ୍କିତ ଗ୍ରାମବାସୀ, ପୋଲିସର ତଦନ୍ତ…   

ଦିଗପହଣ୍ଡି,୨୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ କୁମରଡ଼ା ଗ୍ରାମ ବଡ଼ବନ୍ଧ ପୋଖରୀ ନିକଟ ଚାଷଜମିରେ ବୋମା ଆତଙ୍କ । ରଘୁ...

ଚଳିତ ବର୍ଷ ସନ୍ୟାସ ନେବେ ଏହି ୫ ଭାରତୀୟ କ୍ରିକେଟର! ଟିମ୍‌ ଇଣ୍ଡିଆରେ ସ୍ଥାନ ମିଳିବା ଅସମ୍ଭବ

ନୂଆଦିଲ୍ଲୀ,୨୦।୧: ଅନେକ ଷ୍ଟାର ଖେଳାଳି ଦୀର୍ଘ ସମୟ ଧରି ଭାରତୀୟ ଦଳରୁ ବାହାରେ ଅଛନ୍ତି। ଅନେକ ଯୁବ ଖେଳାଳି ଥିଲେ ମଧ୍ୟ ଖରାପ ଫର୍ମ ଯୋଗୁ...

ନୂଆଦିଲ୍ଲୀରେ ଦୁଲୁକିବ କଳାହାଣ୍ଡିର ଘୁମୁରା, ବଜାଶାଲ: ଜଲଓ୍ବା ଦେଖାଇବେ ପ୍ରତିଭା ଅନୁଷ୍ଠାନର କଳାକାର

ଭବାନୀପାଟଣା,୨୦ା୧(ଉତ୍ତମ କୁମାର ଦାଶ):ବନ୍ଦେ ମାତରମ୍‌ ଗୀତର ୧୫୦ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ନୂଆଦିଲ୍ଲୀ ରାଜପଥରେ ଆସନ୍ତା ୨୬ ତାରିଖ ସାଧାରଣତନ୍ତ୍ର ଦିବସରେ କଳାହାଣ୍ଡିର ଘୁମୁରା...

‘ଜଣେ ଚମତ୍କାର ବ୍ୟକ୍ତିଙ୍କୁ ଜନ୍ମଦିନର ଶୁଭେଚ୍ଛା’, ଟ୍ରମ୍ପ-ଏପଷ୍ଟାଇନଙ୍କ ସମ୍ପର୍କକୁ ନେଇ ମଲରେ ଲାଗିଲା ରେପ୍ଲିକା, ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ଓ୍ବାଶିଂଟନ,୨୦।୧: ୱାଶିଂଟନ ଡି.ସି.ର ନ୍ୟାସନାଲ ମଲରେ ରାତାରାତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି ଏକ ୧୦ ଫୁଟ ଉଚ୍ଚ ପ୍ରତିକୃତି ବା ରେପ୍ଲିକା। ଏହା ଡୋନାଲ୍ଡ...

୩୮୯ ଜଣଙ୍କର ଜଣେ ବାପା, ଆଉ ଜଣଙ୍କର ୩୧୦ ପିଲା… ପଶ୍ଚିମବଙ୍ଗର SIR ଖୋଲିଲା ଏମିତି ରାଜ୍‌, ସଭିଏଁ ଚକିତ

କୋଲକାତା,୨୦।୧: ପଶ୍ଚିମବଙ୍ଗ ଭୋଟର ତାଲିକା ଯାଞ୍ଚ (SIR) ଅଭିଯାନ ସମୟରେ ଏପରି ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି ଯାହା କେବଳ ନିର୍ବାଚନ କମିଶନଙ୍କୁ ନୁହେଁ ବରଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri