ମୃତ ଦିଲୀପଙ୍କ ପରିବାରକୁ ଭେଟିଲେ ମନ୍ତ୍ରୀ ଗୋକୁଳାନନ୍ଦ

ଖଲ୍ଲିକୋଟ,୧୫।୬(ପ୍ରଶାନ୍ତ କୁମାର ମିଶ୍ର): ରାଜ୍ୟରେ ନୂଆ ସରକାରରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ପୋଲସରା ବିଧାୟକ ଗୋକୁଳାନନ୍ଦ ମଲ୍ଲିକଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ର ଓ ମଧ୍ୟମ ଉଦ୍ଦ୍ୟୋଗ ବିଭାଗ ମିଳିଛି।

ଏହି ପରିପ୍ରେକ୍ଷୀରେ ଖଲ୍ଲିକୋଟ ବସ୍‌ଷ୍ଟାଣ୍ଡଠାରେ ମନ୍ତ୍ରୀ ଗୋକୁଳାନନ୍ଦଙ୍କୁ ଖଲ୍ଲିକୋଟ ଭାଜପା ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ପରେ ମନ୍ତ୍ରୀ ଖଲ୍ଲିକୋଟ ଜଗନ୍ନାଥ ମନ୍ଦିର ଦର୍ଶନ କରି ପୋଲସରା ଫେରିଥିଲେ । ଆଗମୀ ଦିନରେ ଗଞ୍ଜାମର ଆଇନ ଶୃଙ୍ଖଳା, ଦାଦନ ସମାସ୍ୟା ଆଦି ବିଭିନ୍ନ ସମସ୍ୟା ଉପରେ ଗୁରୁତ୍ୱ ଦେବେ ବୋଲି ମତବ୍ୟକ୍ତ କରିଥିଲେ।ଅନ୍ୟପକ୍ଷେ ମନ୍ତ୍ରୀ ଗୋକୁଳାନନ୍ଦ ନିର୍ବାଚନୀ ହିଂସାରେ ଶ୍ରୀକୃଷ୍ଣଶରଣପୁର ଗ୍ରାମର ମୃତ ଦିଲୀପ ପାହାନଙ୍କ ସ୍ତ୍ରୀ ଏବଂ ପରିବାର ଲୋକଙ୍କୁ ଭେଟି ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri