Posted inଜାତୀୟ

କାନ୍ଦି ପକାଇଲେ ହରକ ସିଂ ରାୱତ, କହିଲେ ଏତେ ବଡ ନିଷ୍ପତ୍ତି ବିଷୟରେ ଆଗରୁ ଜଣା ନ ଥିଲା

ଡେରାଡୁନ,୧୭ ।୧: କଂଗ୍ରେସରୁ ଅସନ୍ତୁଷ୍ଟ ହୋଇ ୨୦୧୬ରେ ଭାରତୀୟ ଜନତାପାର୍ଟି (ଭାଜପା)ର ହାତ ଧରିଥିଲେ ହରକ ସିଂ ରାୱତ । ଏବେ ଭାଜପା ତାଙ୍କୁ ୬ ବର୍ଷ ପାଇଁ ଦଳରୁ ନିଲମ୍ବିତ କରିବା ସହ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ତାଙ୍କୁ ମନ୍ତ୍ରିମଣ୍ଡଳରୁ ବରଖାସ୍ତ କରିଛନ୍ତି । ମନ୍ତ୍ରିମଣ୍ଡଳରୁ ବରଖାସ୍ତ ହେବା ପରେ ଭାବୁକ ହୋଇ କାନ୍ଦି ପକାଇଛନ୍ତି ହରକ ସିଂ ରାୱତ । କହିଛନ୍ତି ଭାଜପା ଏତେ ବଡ ନିଷ୍ପତ୍ତି ନେବା ପୂର୍ବରୁ ମୋତେ ଥରଟିଏ ଜଣାଇ ନାହିଁ ଭାଜପା ଯାହା କରିଛି ତାହା ମୋତେ ଖୁବ୍ କଷ୍ଟ ଦେଇଛି । ସେ କହିଛନ୍ତି ଯଦି ମୁଁ କଂଗ୍ରେସ ଛାଡି ଭାଜପାରେ ଯୋଗ ଦେଇ ନ ଥାଆନ୍ତି ତେବେ ୪ ବର୍ଷ ପୂର୍ବରୁ ଇସ୍ତଫା ଦେଇ ସାରିଥାଆନ୍ତି । ମୋର ମନ୍ତ୍ରୀପଦ ପ୍ରତି ସେମିତି କିଛି ଲାଳସା ନଥିଲା । ମୁଁ କେବଳ ଦଳ ପାଇଁ କାମ କରୁଥିଲି । ମୋର କଂଗ୍ରେସ ସହ ସମ୍ପର୍କ ଥିବା ଦର୍ଶାଇ ମୋତେ ବରଖାସ୍ତ କରାଯାଇଛି । ଏବେ ମୁଁ ନିଶ୍ୱାର୍ଥପର ଭାବେ କଂଗ୍ରେସକୁ ବିଜୟି କରିବାକୁ କାର୍ଯ୍ୟ କରିବି । ଏଥିରୁ ସେ ସ୍ପଷ୍ଟ କରିଛନ୍ତି କି ସେ କଂଗ୍ରେସରେ ଯୋଗ ଦେଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚାର୍‌ ଧାମ୍‌ ଯାତ୍ରା ପାଇଁ କରୋନା ପରୀକ୍ଷା ଜରୁରୀ, ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସୂଚନା…

ନୂଆଦିଲ୍ଲୀ, ୨୭।୪ : ଉତ୍ତରାଖଣ୍ଡର ଚାର୍‌ ଧାମ୍‌ ଯାତ୍ରା ପାଇଁ ଶ୍ରଦ୍ଧାଳୁଙ୍କ କରୋନା ପରୀକ୍ଷା କରାଯିବା ଜରୁରୀ ବୋଲି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡ. ଧନ ସିଂ...

ଗୁଜରାଟ ଏମ୍ସର ଶିଳାନ୍ୟାସ କଲେ ମୋଦି

ନୂଆଦିଲ୍ଲୀ,୩୧ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ରାଜକୋଟରେ ହେବାକୁ ଥିବା ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍‌(ଏମ୍ସ)ର ଶିଳାନ୍ୟାସ କରିଛନ୍ତି । ଭିଡିଓ...

ଦ୍ୱିତୀୟ ଥର କରୋନା ଆକ୍ରାନ୍ତ ହେଲେ ମନ୍ତ୍ରୀ

ଥିରୁଭାନନ୍ତପୁରମ୍‌,୧୫।୪: ଗୋଟିଏ ଦିନରେ ଦୁଇ ଲକ୍ଷରୁ ଅଧିକ କରୋନା ମାମଲା ରେକର୍ଡ ହେବା ପରେ ଭାରତରେ ମୋଟ ସଂକ୍ରମଣ ଏକ କୋଟି ୪୦ ଲକ୍ଷ ୭୪...

ପୋଲିସ ଆଖି ଆଗରେ ନିଆଁରେ ୩ ଘଣ୍ଟା ଜଳିଲେ ଯୁବତୀ: ମହିଳା ଅଧିକାରୀ ଆସି ନ ଥିବାରୁ ହୋଇ ପାରିଲାନି ଉଦ୍ଧାର କାର୍ଯ୍ୟ

ଭୋପାଳ,୫।୧୦: ମଧ୍ୟପ୍ରଦେଶ ମନ୍ଦସୌର ଜିଲାରୋ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୨୨ ବର୍ଷ ବୟସ୍କା ଯୁବତୀ କୌଣସି କାରଣରୁ ଦେହରେ କିରାସିନି ଢ଼ାଳି...

୧୨ ଦେଶରେ ଚିଦାମ୍ବରମ୍‌ଙ୍କ ୧୭ ଆକାଉଣ୍ଟ

ନୂଆଦିଲ୍ଲୀ,୨୭ା୮(ପି.ଟି.): ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କର ୧୨ଟି ଦେଶରେ ୧୭ଟି ବ୍ୟାଙ୍କ୍‌ ଆକାଉଣ୍ଟ ରହିଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଚାଞ୍ଚଲ୍ୟକର ତଥ୍ୟ ଦେଇଛି। ଶେଲ୍‌ ଓ୍ବେବ୍‌...

‘ନିଷ୍ଠୁରତାକୁ ସାମ୍ନା କରିଛନ୍ତି ବିରୋଧୀ’

ନୂଆଦିଲ୍ଲୀ,୨୬ା୮(ପି.ଟି.):ଶ୍ରୀନଗର ଗସ୍ତବେଳେ ବିରୋଧୀ ଜମ୍ମୁ-କଶ୍ମୀର ପ୍ରଶାସନର ନିଷ୍ଠୁରତା ଓ ସୁରକ୍ଷା ବଳର ନିର୍ମମତାର ସମ୍ମୁଖୀନ ହୋଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି। ସେହିପରି ଗଣମାଧ୍ୟମ...

ଡାକ୍ତରଙ୍କ ବଳିଦାନକୁ କୃତଜ୍ଞତା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜାତୀୟ ଡାକ୍ତର ଦିବସ ଅବସରରେ ଡାକ୍ତରଙ୍କୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଡାକ୍ତରମାନଙ୍କୁ ଭଗବାନଙ୍କ ଅନ୍ୟ ଏକ...

ଡିସେମ୍ବରରେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେଇପାରନ୍ତି ଫଡ୍‌ନବିସ

ନୂଆଦିଲ୍ଲୀ,୨୫।୧୧: ମହାରାଷ୍ଟ୍ର ରାଜନୀତିର ଗଣିତ ଏପର୍ଯ୍ୟନ୍ତ ଛିଣ୍ଡି ପାରୁନାହିଁ। ଶିବସେନା, ଏନ୍‌ସିପି ଓ କଂଗ୍ରେସ ପକ୍ଷରୁ ଫଡ୍‌ନବିସ ସରକାରଙ୍କ ବିରୋଧରେ କରାଯାଇଥିବା ଆବେଦନର ଶୁଣାଣି ମଙ୍ଗଳବାରକୁ...

Advertisement
Archives

Model This Week