ସ୍ବାଭିମାନ ଅଞ୍ଚଳରେ ମନ୍ତ୍ରୀ, ୭ ବିଦ୍ୟାଳୟର ହଷ୍ଟେଲ ଉଦ୍‌ଘାଟନ

ଚିତ୍ରକୋଣ୍ଡା,୨୧।୧୦(ଡି.ଏନ୍‌.ଏ): ମାଲକାନଗିରି ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ବିକାଶର ଆଉ ଏକ ଫର୍ଦ୍ଦ ଯୋଡ଼ି ହୋଇଛି। ସ୍ବାଭିମାନ ଅଞ୍ଚଳ ପାପରମେଟେଲା ପଞ୍ଚାୟତ ଯନ୍ତାପାଇକୁ ଶୁକ୍ରବାର ଆଇନ, ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଗସ୍ତ କରିଛନ୍ତି। ତାଙ୍କ ସହ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା, ମାଲକାନଗିରି ଜିଲା ପରିଷଦ ଅଧ୍ୟକ୍ଷା ସମାରି ତାଙ୍ଗୁଲୁ, ସ୍ବତନ୍ତ୍ର ବିକାଶ ପରିଷଦ ଅଧ୍ୟକ୍ଷ ଆଡମା ରାବା, ମାଲକାନଗିରି ପୂର୍ବତନ ବିଧାୟକ ମାନସ ମାଡକାମୀ, ଚିତ୍ରକୋଣ୍ଡା ବ୍ଲକ ଅଧକ୍ଷା ରାଜେଶ୍ୱରୀ ଖିଲ ତଥା ସ୍ବାଭିମାନ ଅଞ୍ଚଳର ବରିଷ୍ଠ ଦଳୀୟ କର୍ମୀ ଉପସ୍ଥିତ ଥିଲେ। ଏହି ଅବସରରେ ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଭୁକ୍ତ ୭ଟି ବିଦ୍ୟାଳୟର ଛାତ୍ରୀଛାତ୍ରୀଙ୍କ ପାଇଁ ହଷ୍ଟେଲ ଉଦ୍‌ଘାଟନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମସଲାରେ ମିଶାଯାଉଥିଲା ପୋକରା ଚାଉଳ, କେମିକାଲ: କାରଖାନା ସିଲ୍‌, ମାଲିକ ଅଟକ

କଟକ ସଦର, ୨୦।୨(ଡି.ଏନ୍‌.ଏ.): କଟକ ଜିଲା ୪୨ ମୌଜା ଥାନା ଅନ୍ତର୍ଗତ ଦିବାଟିଠାରେ ଥିବା ଏକ ଅପମିଶ୍ରିତ ମସଲା କାରଖାନା ଶନିବାର ଠାବ କରାଯାଇଛି। ସ୍ଥାନୀୟ...

ରାଜଧାନୀରେ ଜମି ଦେବାକୁ କହି ୬୫ ଲକ୍ଷ ଟଙ୍କା ଠକେଇ: ମୁଖ୍ୟ ଅଭିଯୁକ୍ତ ଗିରଫ

ଭଦ୍ରକ ଅଫିସ, ୨୯।୫ – ରାଜଧାନୀ ଭୁବନେଶ୍ୱରରେ ଜମି ଦେବାକୁ କହି ଭଦ୍ରକର ଜଣେ ବ୍ୟବସାୟୀଙ୍କଠାରୁ ୬୫ ଲକ୍ଷ ଟଙ୍କା ଠକି ନିଆଯାଇଥିବା ଅଭିଯୋଗ ହୋଇଛି।...

ପାଣି ପାଇଁ ସଖିପଡ଼ାରେ ରାସ୍ତାରୋକୋ

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୨୩ା୧: ଫିରିଙ୍ଗିଆ ବ୍ଲକ ସଖିପଡାରେ ରବିବାର ପୂର୍ବାହ୍ନରେ ପାଣି ପାଇଁ ରାସ୍ତାରୋକ ହୋଇଛି ା ପାଣି ସମସ୍ୟା ପ୍ରଶାସନ ଦୂର କରୁ ନ...

ରାସ୍ତାରେ ଖାଲଖମା, ବଢୁଛି ଦୁର୍ଘଟଣା

ଖୋର୍ଦ୍ଧା ଅଫିସ,୧୨ା୮: ସରକାର ଲୋକଙ୍କ ଗମନାଗମନର ସୁବିଧା ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ହେଲେ କେତେଜଣ ବିଭାଗୀୟ କର୍ମଚାରୀ ଓ ଠିକାଦାରଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ...

ସୁଧୁରୁନି ସମସ୍ୟା, ବଢୁଛି ଅସନ୍ତୋଷ

ଖୋର୍ଦ୍ଧା ଅଫିସ,୧୦ା୪: ଖୋର୍ଦ୍ଧା ସହରର ବିକାଶ ସ୍ଥାଣୁ ପାଲଟିଛି। ୩ ବର୍ଷ ପରେ ଜନତା ସିଧାସଳଖ ପୌରାଧ୍ୟକ୍ଷ ଏବଂ କାଉନସିଲରମାନଙ୍କୁ ଭୋଟ ଦେଇ ନିର୍ବାଚିତ କରିଥିଲେ।...

୧୨୦୦ ଆଶାୟୀଙ୍କୁ ନିଯୁକ୍ତି ସୁଯୋଗ

କାମାକ୍ଷାନଗର, ୭।୧୧(ଡି.ଏନ୍‌.ଏ.):ଢେଙ୍କାନାଳ ଜିଲା କାମାକ୍ଷାନଗର ସାରଙ୍ଗଧର ଷ୍ଟାଡିୟମ୍‌ ପରିସରରେ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଆନୁକୂଲ୍ୟରେ ରବିବାର କୌଶଳ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର...

CORONAVIRUS UPDATE: ଗଞ୍ଜାମରେ ଆଉ ୫ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୯୪କୁ ବୃଦ୍ଧି

ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗଞ୍ଜାମରେ ଶନିବାର ଅପରାହ୍ନରେ ଆଉ ୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ...

ଛତ୍ରପୁର ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ବୈଠକ :ମୃତଦେହ ରଖିବାକୁ ନୂଆ ଫ୍ରିଜର, ଜେନେରେଟର ପ୍ରସ୍ତାବ

ଛତ୍ରପୁର,୨୪ା୯(ଡି.ଏନ.ଏ) -ଛତ୍ରପୁର ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ବୈଠକ ସୋମବାର ସନ୍ଧ୍ୟାରେ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଛତ୍ରପୁର ହସ୍ପିଟାଲରେ ଚାଲିଥିବା ବିଭିନ୍ନ କୋଠା...

Advertisement
Archives

Model This Week