ଏକାଥରକେ ୭୧ ପ୍ରକଳ୍ପର ଶିଳାନ୍ୟାସ, ଲୋକାର୍ପଣ କଲେ ମନ୍ତ୍ରୀ

ଭୁବନେଶ୍ୱର,୧୨।୧: ଆଇନ ଏବଂ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ୬ ହଜାର ୭୦୧ କୋଟିର ୭୧ଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି। ଏକାଥରକେ ଏତେ ପ୍ରକଳ୍ପ ଶିଳାନ୍ୟାସ ଓ ଲୋକାର୍ପଣ କରିବା ପ୍ରଥମ ଘଟଣା ହୋଇଛି।

ଲୋକାର୍ପଣ କାର୍ଯ୍ୟକ୍ରମରେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ କହିଥିଲେ, ଆଜି ୫ ହଜାର ୬୩୧ କୋଟିର ୩୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ୧ ହଜାର ୬୯ କୋଟିର ୩୨ ପ୍ରକଳ୍ପକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ନୂଆ ଲୋକସେବା ଭବନ ଓ ବିଧାନସଭା ଗୋଟିଏ କ୍ୟାମ୍ପସରେ ରହିବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ଏପରିକି ସ୍ବତନ୍ତ୍ର ଏଲିଭେଟେଡ଼ କରିଡ଼ରରେ ଜୟଦେବବିହାର-ନନ୍ଦନକାନନ ରାସ୍ତା ୮ ଲେନ୍‌ ବିଶିଷ୍ଟ ହେବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଚାଲି ଚାଲି ଯାଉଥିବାବେଳେ ଯୁବକଙ୍କୁ ଧକ୍କା ଦେଲା ହାଇୱା: ଘଟଣାସ୍ଥଳରେ…

ଭଞ୍ଜନଗର,୧୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗରୁଡ଼ପଥରରେ ସୋମବାର ଅପରାହ୍ନରେ ଏକ ହାଇୱା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ସେ...

ଏନଏସ୍‌ଏସ୍‌ ସତନ୍ତ୍ର ସେବା ଶିବିର ଉଦ୍‌ଘାଟିତ: ଛାତ୍ରୀଛାତ୍ରଙ୍କ ସହ ସଫେଇ କଲେ ଡିଏଫ୍‌ଓ, ଦେଲେ ଏମିତି ପରାମର୍ଶ…

ଭଞ୍ଜନଗର,୧୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଓ ୨ ପକ୍ଷରୁ ସୋମବାର...

ବାଜି ମାରିଲେ ଷଷ୍ଠ ଶ୍ରେଣୀ ଛାତ୍ରୀ ଆରାଧ୍ୟା ଅଗ୍ରୱାଲ, ଅଣ୍ଡର୧୩ ମହିଳା ଚେସ ଚ୍ୟାମ୍ପିୟନଶିପରେ କଲେ କମାଲ

ବରଗଡ,୧୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଅବସ୍ଥିତ ସଂସ୍କାର ଇଣ୍ଟରନ୍ୟାଶନାଲ ସ୍କୁଲର ଷଷ୍ଠ ଶ୍ରେଣୀ ଛାତ୍ରୀ ଆରାଧ୍ୟା ଅଗ୍ରୱାଲଙ୍କୁ ଅଲ ଓଡ଼ିଶା ଅଣ୍ଡର୧୩ ବେଷ୍ଟ ବରଗଡ଼ ଚେସ ଚାମ୍ପିୟନଶିପ...

ଯାଇଥିଲେ ଶ୍ୱଶୁର ଘର, ଘରେ କେହି ନ ଥିବା ସୁଯୋଗ ନେଇ ଲୁଟିନେଲେ…

ବୈଶିଙ୍ଗା,୧୨।୧(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଦୁର୍ଗାପୁର ଗ୍ରାମରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ପରିବାର ଲୋକେ ଘରେ କେହି ନ ଥିବା...

କୁନ୍ଦୁରା-ଜୟପୁରକୁ ଗଡ଼ିଲା ସରକାରୀ ବସ: ପୂରଣ ହେଲା ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବି

କୁନ୍ଦୁରା,୧୨ା୧,(ସନ୍ତୋଷ ପ୍ରହରାଜ): କୁନ୍ଦୁରା ବ୍ଲକବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟିଛି। କୋଟପାଡ଼ ବିଧାୟକ ରୂପୁ ଭତ୍ରାଙ୍କ ପ୍ରଚେଷ୍ଟାରେ କୁନ୍ଦୁରା ବ୍ଲକର ପଖନାଗୁଡ଼ା ଠାରୁ ବ୍ୟବସାୟିକ...

ମୟୂରଭଞ୍ଜରେ ଚାଞ୍ଚଲ୍ୟ: ବୃଦ୍ଧାଙ୍କୁ ବଳାତ୍କାର ପରେ ପଥରରେ ଛେଚି…

ଉଦଳା, ୧୨।୧(ସନ୍ତୋଷ କୁମାର ବାଚ୍ଛିନୀ): ପଡ଼ୋଶୀ ସାଜିଲା ନର ରାକ୍ଷସ। ନିଜ ଯୌନ ଲାଳସା ପୂରଣ କରିବା ପରେ ବୃଦ୍ଧାଙ୍କୁ ପଥରରେ ଛେଚି କରିଲେ ହତ୍ୟା।...

ଅସୀମା ପଣ୍ଡାଙ୍କ ଫଟୋ ଉଠାଇବାକୁ ନେଇ ୨ ଗୋଷ୍ଠୀ ବାଡାବାଡି: ଥାନାରେ ଅଭିଯୋଗ ପରେ…

ଦାରିଙ୍ଗବାଡି, ୧୨/୧ (ଅରୁଣ ସାହୁ ): ମହୋତ୍ସବ ଦେଖିବାକୁ ଆସିଥିବା ଜଣେ ଯୁବକଙ୍କୁ ଅନ୍ୟ ୨ ଜଣ ଯୁବକ ପ୍ରବଳ ମାଡ଼ ମାରିବା ସହ ହତ୍ୟା...

ଗାଡି ଭିତରକୁ ଟାଣି ନେଲେ, ମଦ ପିଆଇ ଯୁବତୀଙ୍କୁ କଲେ ଗଣବଳାତ୍କାର, ସାହସିକତା ଦେଖାଇ ଅଭିଯୁକ୍ତ ଶୋଇଥିବାବେଳେ…

ନୂଆଦିଲ୍ଲୀ, ୧୨।୧: ବିହାରର ପୂର୍ଣ୍ଣିଆରେ ମାନବତାକୁ ଲଜ୍ଜିତ କରୁଥିବା ଏକ ଘଟଣା ସାମ୍ନାକୁ ଆସିଛି। ଛଅ ଜଣ ନୃଶଂସ ବ୍ୟକ୍ତି ଜଣେ ଯୁବତୀଙ୍କୁ ରାସ୍ତାରୁ ଅପହରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri