Posted inଜାତୀୟ

ଶପଥ ନେଉଥିବାବେଳେ ବଡ଼ ଭୁଲ୍‌ କରିଦେଲେ ମନ୍ତ୍ରୀ: ଆଉ ତା’ପରେ…

ଭୋପାଳ,୯।୭: ମଧ୍ୟପ୍ରଦେଶ ରେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କ ନେତୃତ୍ୱରେ କ୍ୟାବିନେଟକୁ ପ୍ରାୟ ସାତ ମାସ ପରେ (ସିଏମ ପଦ ଗ୍ରହଣ କରିବା ପରେ) ସମ୍ପ୍ରସାରିତ କରାଯାଇଛି। ମଧ୍ୟପ୍ରଦେଶ ରାଜ୍ୟପାଳ ମଙ୍ଗୁଭାଇ ପଟେଲ ପୁଣିଥରେ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଉପସ୍ଥିତିରେ ଦରବାର ହଲରେ ରାମନିବାସ ରାୱତଙ୍କୁ ଶପଥ ପାଠ କରାଇଥିଲେ।
କ୍ୟାବିନେଟ ବିସ୍ତାରର ଏକ ଅଂଶ ଭାବରେ କଂଗ୍ରେସରୁ ଭାଜପାକୁ ଆସିଥିବା ନେତା ରାମନିୱାସ ରାୱତ କ୍ୟାବିନେଟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଭୁଲ ହେତୁ ରାମନିବାସ ରାୱତଙ୍କୁ ଦୁଇଥର ଶପଥ ଗ୍ରହଣ କରିବାକୁ ପଡିଥିଲା। ଅଧିକାରୀଙ୍କ କହିବାନୁସାରେ, ପ୍ରଥମ ଥର ପାଇଁ ଶପଥ ଗ୍ରହଣ କରୁଥିବାବେଳେ ରାମନିବାସ ରାୱତ ଭୁଲରେ ‘କ୍ୟାବିନେଟ୍‌ ମନ୍ତ୍ରୀ’ ପରିବର୍ତ୍ତେ ‘ରାଜ୍ୟ ମନ୍ତ୍ରୀ’ ବୋଲି କହିଥିଲେ। ଶବ୍ଦର ଭୁଲ ହେତୁ କିଛି ସମୟ ଧରି ଗଣମାଧ୍ୟମ ଲୋକଙ୍କ ମଧ୍ୟରେ ଦ୍ୱନ୍ଦ୍ୱ ଦେଖାଦେଇଥିଲା ଅଧିକାରୀମାନେ ଏହି ତ୍ରୁଟି ବିଷୟରେ ଜାଣିବାକୁ ପାଇବା କ୍ଷଣି ରାମନିବାସ ରାୱତ ପୁଣିଥରେ ଶପଥ ନେବେ ବୋଲିତ ନିଷ୍ପତ୍ତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ଟ୍ରମ୍ପଙ୍କୁ ମିଳିଲା ବଡ଼ ସମ୍ମାନ, ଏମିତି ସମ୍ମାନ ପାଇବାରେ ସେ ହେଲେ ପ୍ରଥମ ରାଷ୍ଟ୍ରପତି

ଓ୍ବାଶିଂଟନ,୧୦।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସମର୍ଥକଙ୍କ ଦ୍ୱାରା ଜାତୀୟ ସ୍ମାରକୀ ଠାରୁ ଆରମ୍ଭ କରି ନୋଟ ପର୍ଯ୍ୟନ୍ତ ସବୁଠି ତାଙ୍କ ନାମ ଏବଂ…

କିଏ ଏହି ମହିଳା ଖେଳାଳି? ଯାହାଙ୍କ ବ୍ୟାଟରେ ଅଟୋଗ୍ରାଫ୍ ଦେଲେ ମୋଦି

ନୂଆଦିଲ୍ଲୀ,୧୦।୭: ଅଷ୍ଟ୍ରେଲିଆ ଗସ୍ତର ତୃତୀୟ ଦିନରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନ କ୍ରିକେଟ୍ ଗ୍ରାଉଣ୍ଡ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଅନେକ ଖେଳାଳିଙ୍କୁ ଭେଟିଥିଲେ। ସେ ଯେଉଁ…

ପୋଲିସକୁ ଚିହ୍ନିବେ କେମିତି? କନଷ୍ଟେବଳଙ୍କଠାରୁ ଆରମ୍ଭ କରି ଆଇଜି-ଡିଜି ପର୍ଯ୍ୟନ୍ତ ଜାଣନ୍ତୁ ଏହି…

ପୋଲିସ ବିଭାଗରେ ଅନେକ ପଦ ପଦବୀ ରହିଛି। ମାତ୍ର ସାଧାରଣ ଲୋକଟିଏ ଏହି ଖାକି ପୋଷାକରୁ ସେମାନେ କିଏ କେଉଁ ପଦବୀରେ ଅଛନ୍ତି ଜାଣିବା ପାଇଁ ବେଳେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri