ମନ୍ତ୍ରୀ ହତ୍ୟା ମାମଲା, ଡିଜିପି କହିଲେ…

ଝାରସୁଗୁଡ଼ା ଅଫିସ,୩।୨: ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି। ଏଥିମଧ୍ୟରେ ଶୁକ୍ରବାର ପ୍ରଥମ ଥର ପାଇଁ ପୋଲିସ ଡିଜି ସୁନିଲ କୁମାର ବଂଶଲ ମୁହଁ ଖୋଲିଛନ୍ତି । ସେ କହିଛନ୍ତି, ଜଷ୍ଟିସ ଦାସଙ୍କ ତତ୍ତ୍ୱାବଧାନରେ ମାମଲାର ତଦନ୍ତ ଚାଲିଛି। ଏଭଳି ମାମଲାରେ ତଦନ୍ତରେ ପୂର୍ଣ୍ଣତା ଆସିବାକୁ ଟିକେ ସମୟ ଲାଗିବ। ଏହି କ୍ରାଇମର ରହସ୍ୟ ୨ରୁ ୪ ଦିନ ଭିତରେ ଜଣାପଡ଼ିବ ନାହିଁ । ଏ ନେଇ କେନ୍ଦ୍ରର ସହଯୋଗ ନିଆଯିବ। ଗୃହ ମନ୍ତ୍ରାଳୟ ସହ କଥା ହୋଇଛି। ଗୃହ ମନ୍ତ୍ରାଳୟ ପକ୍ଷରୁ ମଧ୍ୟ ପୂର୍ଣ୍ଣ ସହଯୋଗ କରିବାକୁ ପ୍ରତିଶ୍ରୁତି ମଳିଛି। ତଦନ୍ତରେ ସହଯୋଗ କରିବାକୁ ସିଏଫ୍‌ଏସ୍‌ଏଲ୍‌ ଟିମ୍‌ ଓଡ଼ିଶା ଆସିପାରେ। ତଦନ୍ତରେ ସ୍ବଚ୍ଛତା ପାଇଁ ସେଠାକାର ପୋଲିସଙ୍କୁ ବଦଳି କରାଯାଇଛି। ଘଟଣାର ଯେପରିି ପୁନରାବୃତ୍ତି ନହେବ ଆବଶ୍ୟକ ପଦକ୍ଷେପ ନିଆଯାଉଛି ବୋଲି ଡିଜିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri