Posted inଜାତୀୟ

ଓଡ଼ିଶାର ୪ ପୋଲିସ ଅଫିସରଙ୍କୁ ସ୍ବରାଷ୍ଟ୍ରମନ୍ତ୍ରୀ ମେଡାଲ

ନୂଆଦିଲ୍ଲୀ, ୧୨।୮: ଅପରାଧ ତଦନ୍ତ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଦେଶର ୧୫୨ ଜଣ ପୋଲିସ ଅଫିସରଙ୍କୁ ୨୦୨୧ ବର୍ଷ ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରୀ ମେଡାଲ ପ୍ରଦାନ କରାଯାଇଛି। ସେମାନଙ୍କ ମଧ୍ୟରେ ୨୮ ଜଣ ମହିଳା ପୋଲିସ ଅଫିସର ଥିବା ମନ୍ତ୍ରଣାଳୟ ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ପୁରସ୍କୃତ ହୋଇଥିବା ଅଫିସରଙ୍କ ମଧ୍ୟରୁ ୧୫ ଜଣ ସିବିଆଇରୁ ହୋଇଥିବାବେଳେ ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ରରୁ ୧୧ ଜଣ ଲେଖାଏ, ଉତ୍ତରପ୍ରଦେଶରୁ ୧୦, କେରଳ, ରାଜସ୍ଥାନରୁ ୯ ଜଣ ଲେଖାଏ, ତାମିଲନାଡୁର ୮, ବିହାରରୁ ୭, ଗୁଜରାଟ, କର୍ନାଟକ, ଦିଲ୍ଲୀ ପୋଲିସରୁ ୬ ଜଣ ଲେଖାଏ ରହିଛନ୍ତି। ସେହିପରି ତେଲଙ୍ଗାନାରୁ ୫ ଜଣ, ଓଡ଼ିଶା, ହରିୟାଣା, ଆସାମ ଓ ପଶ୍ଚିମବଙ୍ଗରୁ ୪ ଜଣ ଲେଖାଏ ପୁରସ୍କୃତ ହୋଇଥିବା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଫେସର ନିଯୁକ୍ତିରେ ଦୁର୍ନୀତି: ଯାଞ୍ଚ ଆଦେଶ ଦେଲେ ଉପରାଜ୍ୟପାଳ…

ନୂଆଦିଲ୍ଲୀ,୩।୫ : ଦିଲ୍ଲୀର ଉପରାଜ୍ୟପାଳ (ଏଲଜି) ଭି.କେ ସାକ୍ସେନା ଦିଲ୍ଲୀ ଫାର୍ମାସ୍ୟୁଟିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ ୟୁନିଭରସିଟି (ଡିପିଏସଆରୟୁ) ପ୍ରଫେସର ନିଯୁକ୍ତିରେ ଅନିୟମିତତା ଅଭିଯୋଗର ତଦନ୍ତ...

କରୋନା ସଂକ୍ରମିତଙ୍କ ମୃତ୍ୟୁରେ ସହାୟତା ରାଶି ପାଇଁ ଆବଶ୍ୟକ ନାହିଁ କୌଣସି ଗାଇଡ୍‌ଲାଇନ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪।୮: କରୋନା ସଂକ୍ରମଣ ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଏବେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩୧ ଲକ୍ଷ ଅତିକ୍ରମ କରି ସାରିଥିବା ବେଳେ ମୃତକଙ୍କ...

କରୋନା ଆତଙ୍କ: ଫେରିଗଲା ଭାରତୀୟଙ୍କ ମୃତଦେହ

ନୂଆଦିଲ୍ଲୀ,୨୬।୪: ନିକଟ ଅତୀତରେ ଆବୁ ଧାବିରୁ ଭାରତ ଆସିଥିବା ୩ ମୃତଦେହ ପୁଣିଥରେ ଆବୁଧାବି ଫେରିଯିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ୩ ପ୍ରବାସୀ...

କଂଗ୍ରେସ ଉପରେ ବର୍ଷିଲେ ହାର୍ଦ୍ଦିକ…

ନୂଆଦିଲ୍ଲୀ, ୨୪।୫ : କଂଗ୍ରେସ ଛାଡିଥିବା ପାଟିଦାର ନେତା ହାର୍ଦ୍ଦିକ ପଟେଲ ପୁଣି ଥରେ କଂଗ୍ରେସ ଦଳର ହାଇକମାଣ୍ଡଙ୍କୁ ଟାର୍ଗେଟ୍‌ କରିଛନ୍ତି। ସୋସିଆଲ ମିଡିଆରେ ଏକ...

ଗୋଟିଏ ଲଟେରୀ ଟିକେଟ ଚମକାଇଲା ୬ଜଣଙ୍କ ଭାଗ୍ୟ

ଥିରୁଭାନନ୍ତପୁରମ୍‌,୨୦।୯: ଏକ ବମ୍ପର ଲଟେରୀ ୬ଜଣଙ୍କ ଭାଗ୍ୟ ବଦଳାଇଛି। ପୁରସ୍କାରରେ ଜିତିଛନ୍ତି ଏମାନେ ୧୨ କୋଟି ଟଙ୍କା। ଏହି ଘଟଣା ଦେଖିବାକୁ ମିଳିଛି କେରଳର କୋରୁଙ୍ଗାପାଲୀରେ।...

୨୪ ଘଣ୍ଟାରେ ୨୮ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୧୭।୩: ଦେଶରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪...

ଲକ୍‌ଡାଉନରେ ରେକର୍ଡ କଲା ପାର୍ଲେ-ଜି !

ନୂଆଦିଲ୍ଲୀ,୯।୬: କରୋନା ଭାଇରସ ସଂକ୍ରମଣ ପାଇଁ ଦେଶରେ ଜାରି ରହିଥିବା ଲକ୍‌ଡାଉନ ଯୋଗୁ ପ୍ରାୟତଃ ସମସ୍ତ ବ୍ୟବସାୟୀ କ୍ଷତି ସହିଛନ୍ତି। ଏମିତିକି କିଛି କିଛି ବ୍ୟବସାୟ...

ଯେମିତି ଚାଇନା ଭାରତରେ ଅନୁପ୍ରବେଶ କରିଛି, ଆମେ ସେମିତି କର୍ନାକଟରେ ପ୍ରବେଶ କରିବୁ: ସଞ୍ଜୟ ରାଉତ…

ମୁମ୍ବାଇ,୨୧।୧୨ : କର୍ନାଟକ ଏବଂ ମହାରାଷ୍ଟ୍ର ସୀମା ପ୍ରସଙ୍ଗରେ ବିବାଦ ବଢ଼ିବାରେ ଲାଗିଛି। ଶିବସେନା (ଉଦ୍ଧବ ବାଲାସାହେବ ଠାକରେ) ନେତା ସଞ୍ଜୟ ରାଉତ ବର୍ତ୍ତମାନ ଦୁଇ...

Advertisement
Archives

Model This Week