Posted inUncategorized

ଓଡ଼ିଶା ଗସ୍ତରେ ସୂଚନା ଓ ପ୍ରସାରଣ ମନ୍ତ୍ରୀ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):କେନ୍ଦ୍ର ସୂଚନା ଓ ପ୍ରସାରଣ ଏବଂ ଯୁବ ବ୍ୟପାର ଓ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ସିଂ ଠାକୁର ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ସକାଳ ୯ଟା ୫ରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚତ୍ବା ପରେ ଭାଜପା ରାଜ୍ୟ କାର୍ଯ୍ୟାଳୟ ଠାରେ ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରିବେ। ଏହାପରେ ପୂର୍ବାହ୍ନ ୧୧ଟାରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ନେହେରୁ ଯୁବ କେନ୍ଦ୍ର ସଂଗଠନ ପକ୍ଷରୁ ଆୟୋଜିତ ‘ମୋ ମାଟି ମୋ ଦେଶ’ କାର୍ଯ୍ୟକ୍ରମରେ ଯୋଗଦେବେ। ଅପରାହ୍ନରେ କେତେକ ଘରୋଇ କାର୍ଯ୍ୟକ୍ରମରେ ଯୋଗଦେବା ପରେ ସନ୍ଧ୍ୟାରେ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଟ୍ରାଇଗ୍ଲିସେରାଇଡ୍ ବୃଦ୍ଧିକୁ ନେଇ ଚିନ୍ତିତ କି? ଖାଆନ୍ତୁ ଏହି ସୁପରଫୁଡ୍

ନୂଆଦିଲ୍ଲୀ,୧୭ା୧୨:  ଯଦି ଉଚ୍ଚ ଟ୍ରାଇଗ୍ଲିସେରାଇଡ୍ ସମସ୍ୟାର ତୁରନ୍ତ ସମାଧାନ କରାନଯାଏ, ତେବେ ଗମ୍ଭୀର ଏବଂ ମାରାତ୍ମକ ହୃଦରୋଗର ଆଶଙ୍କା ବହୁଗୁଣିତ ହୋଇପାରେ। ଉଚ୍ଚ ଟ୍ରାଇଗ୍ଲିସେରାଇଡ୍ ହ୍ରାସ କରିବା...

କିଡନୀ ରୋଗରେ ଗୋଟିଏ ପରିବାରର ୨ ଜଣଙ୍କ ମୃତ୍ୟୁ ଘଟଣା, ସରକାରୀ ସହାୟତା ପାଇଁ ଅନୁରୋଧ

ଅମରପାଲି,୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ବହଳପଦର ପଞ୍ଚାୟତର ସୁରଧାପାଲି ( ହୋତାପାଲି) ଗ୍ରାମରେ ଗତ ସପ୍ତାହରେ ୪ ଦିନ ମଧ୍ୟରେ...

ମହିଳାଙ୍କଠାରେ ଏହି ୭ ଲକ୍ଷଣ ଦେଖାଯାଉଥିଲେ ସାବଧାନ! ହୃଦଘାତ…

ନୂଆଦିଲ୍ଲୀ,୧୫।୧୨: ହୃଦଘାତର ସବୁଠାରୁ ସାଧାରଣ ଲକ୍ଷଣ ହେଉଛି ଛାତିରେ ଯନ୍ତ୍ରଣା। କିନ୍ତୁ ଅନେକ କ୍ଷେତ୍ରରେ, ହୃଦଘାତର ଲକ୍ଷଣ ସମ୍ପୂର୍ଣ୍ଣ ଭିନ୍ନ ହୋଇପାରେ, ବିଶେଷକରି ମହିଳାଙ୍କ କ୍ଷେତ୍ରରେ।...

ଦମ ଦେଖାଇଲା ଭାରତ, ପାକିସ୍ତାନକୁ ୯୦ ରନରେ ହରାଇଲା

ନୂଆଦିଲ୍ଲୀ,୧୫।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅନୁଷ୍ଠିତ ବହୁ ପ୍ରତୀକ୍ଷିତ ମ୍ୟାଚରେ, ଭାରତୀୟ ଦଳ ଏକ ଚମତ୍କାର...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

କ୍ୟାବିନେଟରେ ମଞ୍ଜୁରୀ ପାଇଥିବା ବିକଶିତ ଭାରତ ଶିକ୍ଷା ଅଧୀକ୍ଷଣ ବିଲ୍ କଣ ଜାଣନ୍ତୁ

ନୂଆଦିଲ୍ଲୀ,୧୩।୧୨: ଭାରତୀୟ ଉଚ୍ଚଶିକ୍ଷାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। କେନ୍ଦ୍ର କ୍ୟାବିନେଟ୍ ଏକ ଐତିହାସିକ ବିଲ୍ ମଞ୍ଜୁର କରିଛି ଯାହା ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri