Posted inUncategorized

ଓଡ଼ିଶା ଗସ୍ତରେ ସୂଚନା ଓ ପ୍ରସାରଣ ମନ୍ତ୍ରୀ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):କେନ୍ଦ୍ର ସୂଚନା ଓ ପ୍ରସାରଣ ଏବଂ ଯୁବ ବ୍ୟପାର ଓ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ସିଂ ଠାକୁର ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ସକାଳ ୯ଟା ୫ରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚତ୍ବା ପରେ ଭାଜପା ରାଜ୍ୟ କାର୍ଯ୍ୟାଳୟ ଠାରେ ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରିବେ। ଏହାପରେ ପୂର୍ବାହ୍ନ ୧୧ଟାରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ନେହେରୁ ଯୁବ କେନ୍ଦ୍ର ସଂଗଠନ ପକ୍ଷରୁ ଆୟୋଜିତ ‘ମୋ ମାଟି ମୋ ଦେଶ’ କାର୍ଯ୍ୟକ୍ରମରେ ଯୋଗଦେବେ। ଅପରାହ୍ନରେ କେତେକ ଘରୋଇ କାର୍ଯ୍ୟକ୍ରମରେ ଯୋଗଦେବା ପରେ ସନ୍ଧ୍ୟାରେ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Odisha Floods: ବନ୍ୟା କ୍ଷୟକ୍ଷତିର ରିପୋର୍ଟ ୩ ଦିନ ମଧ୍ୟରେ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧।୮: ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତି ଯୋଗୁ ହୋଇଥିବା କ୍ଷୟକ୍ଷତିର ଆକଳନ ପାଇଁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri