Advertisement

ହସ୍ପିଟାଲରେ ଭର୍ତ୍ତି ହେଲେ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ)-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ। ଏ ନେଇ ସେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ମନ୍ତ୍ରୀ ମଲ୍ଲିକ କହିଛନ୍ତି, ମୁଁ ନିଜର କୋଭିଡ ଟେଷ୍ଟ କରାଇଥିଲି, ଯେଉଁଥିରେ ରିପୋର୍ଟ ପଜିଟିଭ ଆସିଛି। ହସ୍ପିଟାଲରେ ମୋର ଚିକିତ୍ସା ଚାଲିଛି। ନିକଟରେ ମୋ ସଂସ୍ପର୍ଶରେ ଆସିଥିବା ଲୋକେ ଖୁବଶିଘ୍ର ନିଜର କୋଭିଡ ଟେଷ୍ଟ କରାଇ ନେବାକୁ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୧ ପର୍ଯ୍ୟନ୍ତ ବନ୍ଦ ରହିବ ପାସ୍‌ପୋର୍ଟ ସେବାକେନ୍ଦ୍ର

ଭୁବନେଶ୍ୱର,୨୪।୩(ବ୍ୟୁରୋ): ସମଗ୍ର ବିଶ୍ୱରେ ମହାମାରୀ କୋଭିଡ୍‌-୧୯ର ଭୟାବହତାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରସ୍ଥିତ ପାସ୍‌ପୋର୍ଟ ସେବା କେନ୍ଦ୍ରକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଏହି...

ନୟାଗଡ଼ରେ ବାଟବଣା ଲକ୍‌ଡାଉନ୍‌: ଗଳାବାଟ ବାଛୁଛନ୍ତି ଲୋକେ, ସୁରକ୍ଷା ପ୍ରତି ଖାତିର ନାହିଁ

ନୟାଗଡ ଅଫିସ,୨୫।୩: କରୋନାର ପ୍ରତିଷେଧକ ପାଇଁ ନୟାଗଡ ଜିଲା ସଦର ମହକୁମାକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି । ଏଥିପାଇଁ ସରକାର ବିଭିନ୍ନ କଟକଣା ଲାଗୁ କରିଛନ୍ତି।...

କରୋନା ସହାୟତା: ୯୦ ମିଲିୟନ ୟୁରୋ ପ୍ରଦାନ କରିବେ ରୋନାଲ୍ଡୋ, ଜୁଭେଣ୍ଟସ୍‌

ରୋମ, ୨୯।୩(ଏ.ପି.): ପର୍ତ୍ତୁଗାଲ ଫୁଟବଲ ସୁପରଷ୍ଟାର କ୍ରୀଷ୍ଟିଆନୋ ରୋନାଲ୍ଡୋ, କୋଚ୍‌ ମାଉରିଜିଓ ସାରିଙ୍କ ସମେତ ତାଙ୍କ କ୍ଲବ ଜୁଭେଣ୍ଟସର ଅନ୍ୟ ସଦସ୍ୟମାନେ କରୋନା ବିପତ୍ତି ପାଇଁ...

ତୃତୀୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ୧୧୨ ଜଣ: ବିମାନର ୩୨ଜଣ, ୭ ବିଧାନସଭା କର୍ମଚାରୀ….

ଭୁବନେଶ୍ୱର,୨୮।୩(ବ୍ୟୁରୋ): ରାଜ୍ୟରେ ୩ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଶନିବାର ଅପରାହ୍ନ ସୁଦ୍ଧା ମୋଟ ୨୫୬ଟି ସାମ୍ପୁଲ ପରୀକ୍ଷା ପାଇଁ ପଠାଯାଇଛି। ସେଥିରୁ ପୂର୍ବଭଳି ୩ଜଣ...

ଆଗକୁ ରଥଯାତ୍ରା: ପୁରୀରେ କରାଯିବ ବ୍ୟାପକ ଟିକାକରଣ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ଆଉ କିଛିଦିନ ପରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି। ତେଣୁ ପୁରୀରେ ଅଧିକ ଟିକାକରଣ...

କୋଟିପତି କନିଷ୍ଠ ଯନ୍ତ୍ରୀ ଘରେ ଭିଜିଲାନ୍ସ ଯାଞ୍ଚ: ୧ କୋଟି ୩୩ ଲକ୍ଷ ୨୦ହଜାର ୯୩୯ ଟଙ୍କାର ସମ୍ପତ୍ତି ଠାବ

କଟକ ଅଫିସ,୨୭ା୬: ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକର କନିଷ୍ଠଯନ୍ତ୍ରୀ ତ୍ରିବିକ୍ରମ ସାମନ୍ତରାୟଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଛି। କଟକ ସ୍ବତନ୍ତ୍ର ଭିଜିଲାନ୍ସ...

ହାଇଦ୍ରାବାଦ ଚାଲାଣ ବେଳେ ଧରାପଡ଼ିଲା ଗୋ-ମାଂସ ଭର୍ତ୍ତି ଟ୍ରକ୍‌; ୩ ଜଣ ଅଟକ

ନିରାକାରପୁର,୧୪।୧୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ଉପରୁ ରବିବାର ସ୍ଥାନୀୟ ପୋଲିସ ଏକ ଟ୍ରକ ବୋଝଇ ଗୋ-ମାଂସ ଜବତ...

ତେଲ ବିଲ୍‌ ଜାଲିଆତି: ୨ କର୍ମଚାରୀଙ୍କୁ ନିଲମ୍ବିତ କଲା ଓଟିଡିସି

ଭୁବନେଶ୍ୱର,୬ା୫(ବ୍ୟୁରୋ): ତେଲ ବିଲ୍‌ରେ ଜାଲିଆତି କରି ନିକଟରେ ୩ ପୋଲିସ କର୍ମଚାରୀ ନିଲମ୍ବନ ହେବାର ଗୋଟିଏ ମାସ ନ ପୂରୁଣୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି)...

Advertisement
Archives

Model This Week