Posted inରାଜ୍ୟ

ଆଉ ନିର୍ବାଚନ ଲଢ଼ିବେନି ଖଣି ମନ୍ତ୍ରୀ, କହିଲେ ଯୁବ ବର୍ଗଙ୍କ ପାଇଁ ବାଟ ଛାଡ଼ିବେ

ଭୁବନେଶ୍ବର,୭।୨: ଖଣି ମନ୍ତ୍ରୀ ବିଭୂତି ଜେନା ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଆଉ ନିର୍ବାଚନ ଲଢ଼ିବେନି ବୋଲି ଏକ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସେ ଆହକୁ ଆଉ ନିର୍ବାଚନ ନଲଢ଼ି ଯୁବ ବର୍ଗଙ୍କ ପାଇଁ ବାଟ ଛାଡ଼ିବେ ବୋଲି କହୁଛନ୍ତି ।

ସେ ସୂଚନା ଦେଇ କହିଛନ୍ତି ଯେ, ନିର୍ବାଚନ ଲଢ଼ିବାର ଇଛା ନାହିଁ । ଆସନ୍ତା ବର୍ଷ ମୋତେ ୬୦ ବର୍ଷ ହେବ । ୪୫ ବର୍ଷୀୟ ଯୁବକ ରାଷ୍ଟ୍ରୀୟ ଅଧ୍ୟକ୍ଷ, ଯୁବକମାନେ ଆଗକୁ ଆସିବା ଦରକାର ବୋଲି କହିଛନ୍ତି । କିନ୍କୁ ସେ ଦଳ ନଛାଡିବା ନେଇ ମଧ୍ୟ ଏକ ପ୍ରକାର ସ୍ପଷ୍ଟ କରିଛନ୍ତି । ଆଗକୁ ଦଳ ଯେଉଁ ଦାୟିତ୍ୱ ଦେବ ମୁଁ ତାକୁ କରିବି । ନିର୍ବାଚନ ଲଢ଼ିବି ନାହିଁ ବୋଲି ମାନସିକ ପ୍ରସ୍ତୁତି କରି ସାରିଛି ବୋଲି କହିଛନ୍ତି ଖଣି ମନ୍ତ୍ରୀ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Mettle Meet 2026: Live Updates: ଆଜି ଗ୍ରାଣ୍ଡ୍‌ ଫିନାଲେ

ଭୁବନେଶ୍ୱର,୯।୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ ମିଟ-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି ପ୍ରିମିୟମ ହୋଟେଲ ଠାରେ…

୩୦୦ ଫୁଟ ତଳକୁ ବିମାନ ଖସିବା ଘଟଣା: ପାଇଲଟ୍‌ଙ୍କର ହେଲା ଡ୍ରଗ୍ସ ପରୀକ୍ଷା, ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୯ା୮: ଏୟାର ଇଣ୍ଡିଆର ଏକ ବିମାନରେ ସମ୍ପ୍ରତି ଘଟିଥିବା ସମସ୍ୟା ପରେ ଏକ ନୂଆ ଟ୍ବିଷ୍ଟ୍‌ ଆସିଛି। ଅଗଷ୍ଟ ୪ରେ ଫୁକେତରୁ ଦିଲ୍ଲୀ ଯାତ୍ରା କରୁଥିବା ଏୟାର…

ପେନ୍‌ସନ୍‌ଧାରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଛତ୍ରପୁର ଶାଖାର ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ…

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା…

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ…

ପିଣ୍ଡି ନିର୍ମାଣ ପ୍ରସଙ୍ଗ: ବିନା ସୂଚନା ଫଳକରେ ଚାଲିଛି କାମ, ସରପଞ୍ଚଙ୍କ ଭୂମିକାକୁ ନେଇ ପ୍ରଶ୍ନ

ରିଷିଡ଼ା, ୯।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅଧୀନ ହାଇସ୍କୁଲ ବଜାର ପଡ଼ିଆରେ ବିନା ସୂଚନା ଫଳକରେ ପିଣ୍ଡି ନିର୍ମାଣ କାମ…

ରୋଜଗାର ଦେଇଛି ଶ୍ରାବଣ ଛତୁ: କିଲୋ ପିଛା ୫ ଶହ ଟଙ୍କା ପର୍ଯ୍ୟନ୍ତ ବିକ୍ରି, ବଢୁଛି ଚାହିଦା

ଦାରିଙ୍ଗବାଡ଼ି, ୯।୮ (ଅରୁଣ ସାହୁ): ଏବେ ଚାଲିଛି ଶ୍ରାବଣ ମାସ। ଶ୍ରାବଣ ବର୍ଷା ମଧ୍ୟ ଛାଡ଼ିବାର ନାଁ ଧରୁନାହିଁ। ଏଭଳି ପରିସ୍ଥିତିରେ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri