କେସିଙ୍ଗା ଆଦର୍ଶ ଥାନା ଉଦ୍‌ଘାଟନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ

କେସିଙ୍ଗା,୬।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନାର ଶୁଭ ଉଦ୍‌ଘାଟନ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଦ୍ୱାରା  ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି। ଦୀର୍ଘଦିନ ଧରି ଏହି  ନୂତନ ଆଦର୍ଶ  ଥାନା ନିର୍ମାଣ  ହୋଇ ପଡିରହିଥିଲା। କଳାହାଣ୍ଡି ଜିଲାରେ ୫ଟି ଥାନାକୁ ମନ୍ତ୍ରୀ  ଭିଡିଓ କମ୍ପରେନ୍ସ ଦ୍ୱାରା ଉଦ୍‌ଘାଟନ କରିଥିଲେ।
ଏହି ଉଦ୍‌ଘାଟନ ଏସ୍‌ଡିପିଓ ଓ ସନ୍ଧିପ ମାଝୀଙ୍କ ନେତୃତ୍ୱରେ  ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବ, ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସମେତ  ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଯୋଗଦେଇଥିଲେ। ଏ ସଂକ୍ରାନ୍ତରେ ଏସଡିପିଓ   ସନ୍ଦୀପ କୁମାର ମାଝୀଙ୍କୁ ପଚାରିବାରୁ ଜିଲାରେ ୫ଟି  ଥାନା ଉଦ୍‌ଘାଟନ ହୋଇଛି। ସେଥି ମଧ୍ୟରୁ କେସିଙ୍ଗା  ଆଦର୍ଶ ଥନାର ଉଦ୍‌ଘାଟନ ହୋଇଥିବାରୁ ପୋଲିସ କର୍ମଚାରୀଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି ବୋଲି ପ୍ରକାଶ କରିଥିଲେ। ଆଇଆଇ ସି ଜିତେନ୍ଦ୍ର କୁମାର ବିଶ୍ବାଳଙ୍କ ସମେତ  ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀଛାତ୍ର କଲେ ଏମିତି କାମ: ସାଧୁବାଦ ଜଣାଇଲେ ଯାତ୍ରୀ

ଦାରିଙ୍ଗବାଡି, ୧୪।୪ (ଅରୁଣ ସାହୁ ):ଆଜି ହନୁମାନ ଜୟନ୍ତୀ ଏବଂ ବିଷୁବ ସଂକ୍ରାନ୍ତି ଏଥିପାଇଁ ଚଳ ଚଞ୍ଚଳ ହୋଇପଡିଛି ଦାରିଙ୍ଗବାଡି। ଗୋଟିଏ ପଟେ ଗ୍ରୀଷ୍ମର ପ୍ରଭାବ ଯୋଗୁ…

ମହିଳାଙ୍କୁ ଚିଠି ଲେଖିଲେ ମୋଦି,କହିଲେ ନାରୀ ଦେଶର ପ୍ରଗତିର ମୂଳଦୁଆ

ନୂଆଦିଲ୍ଲୀ,୧୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ମହିଳାମାନଙ୍କୁ ସମ୍ବୋଧିତ କରି ଏକ ଚିଠି ଲେଖିଛନ୍ତି, ଯେଉଁଥିରେ ସେ ବିଧାନସଭା ସଂସ୍ଥା (ସଂସଦ, ବିଧାନସଭା ଏବଂ ବିଧାନସଭା ପରିଷଦ)ରେ…

ହନୁମାନ ଜୟନ୍ତୀ ପାଇଁ ଉତ୍ସବମୁଖର: ମନ୍ଦିରରେ ଭକ୍ତଙ୍କ ଭିଡ଼

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମଙ୍ଗଳବାର ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି, ଓଡିଆ ନବବର୍ଷ ପାଳିତ ହୋଇଯାଇଛି। ଏହି ଅବସରରେ ବିଭିନ୍ନ…

‘ସଂଘର୍ଷର ସମାଧାନ ସାମରିକ ବ୍ୟବସ୍ଥା ନୁହେଁ’, ଆମେରିକା-ଇରାନ ଯୁଦ୍ଧବିରତି ଉପରେ ଗୁଟେରେସଙ୍କ ବଡ଼ ବୟାନ

ଜେନେଭା,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧବିରତିର ଶେଷ ତାରିଖ ଶେଷ ହେବାକୁ ଆଉ ମାତ୍ର କିଛି ଦିନ ବାକି ଅଛି। ଏହି ସମୟରେ, ଜାତିସଂଘର…

IPL ଇତିହାସରେ ପ୍ରଥମଥର ଘଟିଲା ଏମିତି: କମାଲ କଲେ ପ୍ରଫୁଲ୍ଲ

ନୂଆଦିଲ୍ଲୀ,୧୪।୪: ସନରାଇଜର୍ସ ହାଇଦ୍ରାବାଦ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ସମସ୍ତଙ୍କ ନଜର ଅଭିଷେକ ଶର୍ମା ଏବଂ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ଥିଲା। କିନ୍ତୁ କେହି…

ସରିଲା ଗଞ୍ଜାମ ଜିଲା ପ୍ରସିଦ୍ଧ ଦଣ୍ଡ ଯାତ୍ରା, ମେରୁ ପାଇଁ ଚଳଚଞ୍ଚଳ ଗାଁ ଠୁ ସହର

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ସରିଲା ଗଞ୍ଜାମ ଜିଲା ପ୍ରସିଦ୍ଧ ଦଣ୍ଡ ଯାତ୍ରା । ଦୀର୍ଘ ୨୧ଦିନ ଧରି ମା’ ଦଣ୍ଡକାଳୀ ଗାଁ ଗାଁ ବୁଲି ମାନସିକଧାରୀଙ୍କ ଦାଣ୍ଡରେ ଯାତ୍ରା…

ଆଶ୍ରମ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଉତ୍ତେଜନା ପ୍ରକାଶ ପାଇବା ସହ ରାସ୍ତାରୋକୋ କଲେ ଗ୍ରାମବାସୀ

ମୋରଡା/ରାସଗୋବିନ୍ଦପୁର,୧୪।୪(ସ୍ମାରକ ମାଜୀ/ସତ୍ୟବାଦୀ ପରିଡା): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ ଅଧୀନ କାକବନ୍ଧ ଅନୁସୂଚିତ ଜାତି ଓ଼ ଜନଜାତି ଆଶ୍ରମ ବିଦ୍ୟାଳୟର ୧୪୬ଜଣ ଛାତ୍ରୀଛାତ୍ର ଅସୁସ୍ଥ ହୋଇ ରବିବାର…

ଭାଜପା ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ହେଲେ ସାହେବ ଖିଲ, କହିଲେ ଦଳକୁ ମଜବୁତ କରିବାକୁ…

କୋରାପୁଟ, ୧୪।୪(ଅମିତାଭ ବେହେରା ): ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ଭାବେ ସାହେବ ଖିଲଙ୍କୁ ନିଯୁକ୍ତ କରିଛି। ଅନୁସୂଚିତ ଜାତି ମୋର୍ଚ୍ଚାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri