ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ପଜିଟିଭ୍‌

ଭୁବନେଶ୍ୱର,୩।୯(ବ୍ୟୁରୋ): ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିବା ପରେ ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଥିବା ନେଇ ସେ ଗୁରୁବାର ସୂଚନା ଦେଇଛନ୍ତି। ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ପରୀକ୍ଷା କରାଇନେବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରେ ଯୋଗଦେଲେ ଟ୍ରାଫିକ ଡିସିପି ସାଗରିକା ନାଥ : ଟ୍ରାଫିକ୍‌ ବ୍ୟବସ୍ଥାରେ ଆସିବ ସୁଧାର

ଭୁବନେଶ୍ୱର,୨୬ା୮(ବ୍ୟୁରୋ) : ଭୁବନେଶ୍ୱରର ଟ୍ରାଫିକ ଡିସିପି ଭାବେ ରବିବାର କାର୍ଯ୍ୟରେ ଯୋଗଦେଇଛନ୍ତି ୨୦୧୬ ବ୍ୟାଚ୍‌ର ଓଡିଆ କ୍ୟାଡ୍‌ର ଆଇପିଏସ୍‌ ଅଫିସର ସାଗରିକା ନାଥ। ସେ କମିଶନରେଟ...

‘ଅଣ୍ଡା, ଚାଉଳ ଫେରାଇ ନିଅ, ସ୍କୁଲ ଚାଲୁ କର’

ଭୋଗରାଇ, ୯।୧୧(ଡି.ଏନ.ଏ.)-ପ୍ରାଥମିକ ବିଦ୍ୟାଳୟ ଖୋଲିବା ଦାବିରେ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମ୍ମୁଖରେ ସୋମବାର ବାରବାଟିଆ ଆଦିବାସୀ ପ୍ରାଥମିକ ବିଦ୍ୟାଳୟ ଓ ଘଣ୍ଟିଲୋଡ଼ି ପ୍ରାଥମିକ ବିଦ୍ୟାଳୟର...

ଷ୍ଟିଚ୍‌ ବେଳେ ରହିଗଲା ଛୁଞ୍ଚି

କେନ୍ଦ୍ରାପଡା ଅଫିସ, ୧୮ା୭: ଏକ ଅଭାବନୀୟ ଘଟଣା ପାଇଁ ଚର୍ଚ୍ଚାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ। ପ୍ରସୂତିକାଳୀନ ଷ୍ଟିଚ୍‌ ପରେ ମହିଳାଙ୍କ ଗୋପନୀୟ ଅଙ୍ଗରେ...

କଟକରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୬ ଲେନ୍‌ ହେବ ରିଂ ରୋଡ୍‌, ମାର୍ଚ୍ଚରୁ ଆରମ୍ଭ ହେବ ଏସ୍‌ସିବି ନବନିର୍ମାଣ କାର୍ଯ୍ୟ

କଟକ ଅଫିସ,୨୩।୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଟକ ଗସ୍ତ କରି ହାଡ଼ିଆପଠାରେ ବିଭିନ୍ନ ସମୀକ୍ଷା କରିଛନ୍ତି। ଏହାପରେ ମୁଖ୍ୟମନ୍ତ୍ରୀ ଘୋଷଣା କରି କହିଛନ୍ତି, କଟକ...

ଆଜି ରାଜ୍ୟରୁ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୬।୮(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୨୮୦୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୦୪,୦୫୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...

୨୫ରେ ମୟୂରଭଞ୍ଜ ବନ୍ଦ

ବାରିପଦା ଅଫିସ,୨୪।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାରିପଦା ଗସ୍ତ ସମୟରେ ଶୁକ୍ରବାର ଭାଜପା କର୍ମୀମାନଙ୍କୁ ମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ ଭାଜପା ପକ୍ଷରୁ...

୯ରୁ୯ ନେଇଗଲା ବିଜେଡି

କେନ୍ଦ୍ରାପଡ଼ା ଅଫିସ,୨୭ା୨: ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଗଣନାରେ କେନ୍ଦ୍ରାପଡ଼ା ଜିଲାର ୯ଟି ଜିଲା ପରିଷଦ ଜୋନ୍‌ରେ ବିଜେଡି ବାଜିମାତ କରିଛି। ପ୍ରଥମ ପର୍ଯ୍ୟାୟର ସମସ୍ତ...

ଅନାବଶ୍ୟକ ହମ୍ପ୍‌ସ ହଟିବ

ଯାଜପୁର ଅଫିସ,୧୧ା୫: ରାଜ୍ୟରେ ସଡ଼କ ଦୁର୍ଘଟଣାରେ କୌଣସି ପରିବର୍ତ୍ତନ ହୋଇନାହିଁ। ଏଥିପାଇଁ ସମସ୍ତ ଜିଲାପାଳ, ଏସ୍‌ପି, ଆର୍‌ଟିଓ ଏବଂ ଅନ୍ୟ ବିଭାଗୀୟ ଅଧିକାରୀଙ୍କ ମଧ୍ୟରେ ସମନ୍ବୟ...

Advertisement
Archives

Model This Week