ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ

ଦାରିଙ୍ଗବାଡି/ ଫୁଲବାଣୀ,୩୧।୧୦(ଡି.ଏନ୍‌.ଏ.)ଆଇନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଛି। କନ୍ଧମାଳ ଜିଲା ଗସ୍ତରେ ଥିବା ଅବସରରେ ମନ୍ତ୍ରୀ ହଠାତ୍‌ ଅସୁସ୍ଥ ହୋଇପଡ଼ିଛନ୍ତି। ସେ ବର୍ତ୍ତମାନ ଫୁଲବାଣୀ ସର୍କିଟ ହାଉସରେ ବିଶ୍ରାମ ନେଉଛନ୍ତି। ଏକ ଡାକ୍ତରୀ ଦଳ ତାଙ୍କର ଚିକିତ୍ସା ଜାରି ରଖିଛନ୍ତି। ତାଙ୍କୁ ଜ୍ୱର ହେବା ସହିତ ନିଃଶ୍ୱାସପ୍ରଶ୍ୱାସ ନେବାରେ ସେ କଷ୍ଟ ଅନୁଭବ କରୁଛନ୍ତି। ଭୁବନେଶ୍ୱରରୁ ଏକ ଏୟାର ଆମ୍ବୁଲାନ୍ସ ଫୁଲବାଣୀ ଯାଉଛି। ତାଙ୍କୁ ସେଠାରୁ ଭୁବନେଶ୍ୱରକୁ ଏୟାର ଲିଫ୍ଟିଂ କରାଯିବ। ଏ ନେଇ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟ ଏଡିଏମ୍‌ଓ ଅଭୟ ପଟ୍ଟନାୟକ ସୂଚନା ଦେଇଛନ୍ତି। ତାଙ୍କର କରୋନା ଟେଷ୍ଟ କରାଯାଇଛି ଥିବାବେଳେ ଆଣ୍ଟିଜେନ ରିପୋର୍ଟ ନେଗେଟିଭ୍‌ ଆସିଛି। କିନ୍ତୁ ଆର୍‌ଟି-ପିସିଆର୍‌ ଟେଷ୍ଟ ରିପୋର୍ଟ ଏଯାଏ ଆସି ନାହିଁ। ମନ୍ତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ସେ କହିଛନ୍ତି। ତେଣୁ ମନ୍ତ୍ରୀଙ୍କ ବିଭିନ୍ନ କାର୍ଯ୍ୟକ୍ରମ ବାତିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସମେତ ୧୬ ରାଜ୍ୟକୁ ହାଇ ଆଲର୍ଟ; IMD ର ବଡ଼ ଚେତାବନୀ

ନୂଆଦିଲ୍ଲୀ,୩।୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ, ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଛି। ଉତ୍ତର ଓଡ଼ିଶା ଉପକୂଳ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

କଣ କେନ୍ଦ୍ର କର୍ମଚାରୀଙ୍କୁ କରୋନା ସମୟରେ ଅଟକିଥିବା ୧୮ ମାସର DA ଏରିୟର ମିଳିବ? ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୩।୭: ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ (8ମ ବେତନ କମିଶନ) ଏବେ ପୂରା ଆକ୍ସନ ମୋଡ଼ରେ ।…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

ଛେଚିବ ବର୍ଷା: ଏହିସବୁ ଜିଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର,୩ା୭ (ସୌମ୍ୟରଞ୍ଜନ ରାଉତ):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ସକ୍ରିୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri