ମନ୍ତ୍ରୀ ପ୍ରତାପ ଜେନା ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ହୃଦ୍‌ଘାତର ଶିକାର ହେବା ପରେ ଶୁକ୍ରବାର ରାତିରେ ତାଙ୍କୁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

ମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ, ଶୁକ୍ରବାର ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଯାଞ୍ଚ ପରେ ତାଙ୍କ ହାର୍ଟରେ ୨ଟି ବ୍ଲକେଜ୍‌ ହୋଇଥିବା ଜଣାପଡ଼ିଛି।

ପରେ ଡାକ୍ତରମାନେ ଅସ୍ତ୍ରୋପଚାର କରାଇଥିଲେ। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri