ମନ୍ତ୍ରୀ ରବୀ ନାରାୟଣଙ୍କୁ ଖଡିଆଳ ଭାଜପା ପକ୍ଷର ସ୍ମାରକ ପତ୍ର

ଖଡ଼ିଆଳ,୫।୧୦(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଗସ୍ତରେ ଓଡ଼ିଶା ପଞ୍ଚାୟତି ରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବୀ ନାରାୟଣ ନାଏକଙ୍କୁ ଖଡିଆଳ ଭାଜପା ପକ୍ଷରୁ ବିଭିନ୍ନ ସମସ୍ୟା ନେଇ ସ୍ମାରକ ପତ୍ର ପ୍ରଦାନ କରାଯାଇଛି। ବିଶେଷ କରି ବରଗାଁ ଓ ଡ଼ମଝର ଗ୍ରାମ ସଂଯୋଗ ନେଇ ସୁନ୍ଦର ନଦୀ ଉପରେ ବ୍ରିଜ ନିର୍ମାଣ, ଅର୍ଦ୍ଧିମିତ ବ୍ରିଜ କାର୍ଯ୍ୟସମ୍ପୂର୍ଣ୍ଣ ଗୋଡ଼ଧାପଦର ଓ ବିରୀଘାଟକୁ ସଂଯୋଗ । ତୁକଲାରୁ ବଲାଙ୍ଗୀର ଜିଲା ଗ୍ରାମକୁ ସଂଯୋଗ କରିଥିବା ଅର୍ଜୁନ ନଦୀ ଉପରେ ଅଦ୍ଧନିର୍ମିତ ବ୍ରିଜକୁ ଏପ୍ରୋଚ ସଡ଼କ ନିର୍ମାଣ ନେଇ ଦାବି ହୋଇଛି। ଖଡିଆଳଠାରେ ଏକ ଗ୍ରାମ୍ୟ ମେଗା ଜଳ ଯୋଗାଣ ପ୍ରକଳ୍ପର ସହକାରୀ ନିର୍ବାହୀଯନ୍ତ୍ରୀ କାର୍ଯ୍ୟାଳୟ ସ୍ଥାପନ ପାଇଁ ଦାବି ହେଇଛି। ଆଗାମୀ ଦିନରେ ନିଶ୍ଚିତ କାର୍ଯ୍ୟ ହେବା ନେଇ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଦାବିପତ୍ର ପ୍ରଦାନ ବେଳେ ପୂର୍ବତନ ବିଧାୟକ ହିତେଶ କୁମାର ବଗର୍ତ୍ତି, ବରିଷ୍ଠ ନେତା ସଂଜୟ ତିୱାରୀ ଏବଂ ରାତ୍ରାନନ୍ଦ ମନହୀରା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାର ୫୯ ମିନିଟ୍‌: ଜାଣନ୍ତୁ କ’ଣ ଘଟିଲା

ଭୁବନେଶ୍ୱର, ୨୪।୨(ସୁନିତ୍‌ ମିଶ୍ର):ବିଧାନସଭା ବଜେଟ ଅଧିବେଶନର ୬ଷ୍ଠ ଦିନରେ ମଧ୍ୟ ଗୃହକାର୍ଯ୍ୟ ସୁରୁଖୁରୁରେ ହୋଇପାରିନାହିଁ। ଚାଷୀ ପ୍ରସଙ୍ଗରେ ଗୃହ ଭିତରେ ପୂରା ଦିନ ବିରୋଧୀ ଦଳ ବିଜେଡି…

କପଡ଼ା ବ୍ୟବସାୟୀଙ୍କ ଘରେ ଲାଗିଲା ନିଆଁ, ଗୋଟିଏ ପରିବାରର ୫ ଶିଶୁଙ୍କ ସମେତ ୬ ମୃତ

ମେରଠ,୨୪।୨: ଉତ୍ତର ପ୍ରଦେଶର ମେରଠ ଜିଲାରୁ ଏକ ହୃଦୟବିଦାରକ ଖବର ସାମ୍ନାକୁ ଆସିଛି। ସୋମବାର (୨୩ ଫେବୃଆରୀ) ରାତିରେ ଲିସାଡି ଗେଟ ଥାନା ଅଞ୍ଚଳ ଅନ୍ତର୍ଗତ କିଡୱାଇ…

ଟିମ ଇଣ୍ଡିଆର ମନୋବଳ ବଢ଼ାଇଲେ BCCI ସଚିବ ଦେବଜିତ ସାଇକିଆ, ପରବର୍ତ୍ତୀ ମ୍ୟାଚ ପୂର୍ବରୁ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୪।୨: ରବିବାର, ଫେବୃଆରୀ ୨୨ରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା T20 ବିଶ୍ୱକପ ୨୦୨୬ର ସୁପର ୮ମ୍ୟାଚରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତୀୟ କ୍ରିକେଟ ଦଳ…

ଓ୍ବେଷ୍ଟ ଇଣ୍ଡିଜର ବିଜୟ ବିଗାଡିଦେଲା ଟିମ ଇଣ୍ଡିଆର ସମୀକରଣ, ସେମିଫାଇନାଲ ଯିବା କେତେ କଷ୍ଟକର ଜାଣନ୍ତୁ

ନୂଆଦିଲ୍ଲୀ,୨୪।୨: ୱେଷ୍ଟଇଣ୍ଡିଜ ICC T20 ବିଶ୍ୱକପ ୨୦୨୬ର ସୁପର ୮ମ୍ୟାଚରେ ଜିମ୍ବାୱେ ବିପକ୍ଷରେ ୧୦୭ ରନର ବିଶାଳ ବିଜୟ ସହିତ ଗ୍ରୁପ ୧ ସମୀକରଣକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ…

ଧଉଳି ଲିଙ୍ଗିପୁର ନିକଟରେ ଥିବା ସୁପରମାର୍ଟରେ ଅଗ୍ନିକାଣ୍ଡ, ସୋମବାର ରାତିରୁ ଜଳୁଛି…

ଭୁବନେଶ୍ୱର,୨୪।୨: ସୁପର ମାର୍ଟ ଲାଗିଛି ନିଆଁ । ସୋମବାର ରାତିରୁ ନିଆଁ ଲାଗିଥିବା ବେଳେ ମଙ୍ଗଳବାର ସକାଳ ସୁଧା ମଧ୍ୟ ନିଆଁ ଲାଗିଥିବା ନେଇ ଦେଖାଯାଇଛି ।…

ମରୀଚିକା ପାଲଟିଛି କଳାହାଣ୍ଡିରେ ଟେକ୍ସଟାଇଲ ପାର୍କ: ବନ୍ଦ ପଡିଛି କେସିଙ୍ଗା ଜିନିଂ ମିଲ

ଭବାନୀପାଟଣା, ୨୪ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଟେକ୍ସଟାଇଲ ପାର୍କ ଏବେ ମରୀଚିକା ପାଲଟିଛି। ସମଗ୍ର ଓଡିଶାରେ କଳାହାଣ୍ଡି ଜିଲା କପା ଉତ୍ପାଦନରେ ପ୍ରଥମ ସ୍ଥାନରେ ରହିଥିବାବେଳେ…

ପଶ୍ଚିମ ଓଡ଼ିଶାରେ ଝିପିଝିପି ବର୍ଷା ସାଙ୍ଗକୁ କୁଆପଥର ମାଡ଼, ଆଜି ଘଡ଼ଘଡ଼ି ସହ ବର୍ଷା ନେଇ ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪।୨(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏଥିସହ ଗାଙ୍ଗେୟ ପଶ୍ଚିମବଙ୍ଗରୁ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶକୁ ଏକ ଟ୍ରଫ୍‌ ଲାଇନ୍‌ ସମୁଦ୍ର ପତ୍ତନଠାରୁ…

୨ ଦିନରେ ୨ କିଡ୍‌ନୀ ଆକ୍ରାନ୍ତଙ୍କ ମୃତ୍ୟୁ: ମୃତକଙ୍କୁ ମିଳୁନି ସରକାରୀ ସହାୟତା

ଅମରପାଲି, ୨୪ା୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ଦୁଇଦିନ ମଧ୍ୟରେ ୨ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri