ଶହୀଦ ରାଜକିଶୋରଙ୍କ ଘରେ ପହଞ୍ଚିଲେ ମନ୍ତ୍ରୀ

କେନ୍ଦୁଝର,୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ନୂଆଗାଁ ଗ୍ରାମର ସହିଦ ରାଜକିଶୋର ମୁଣ୍ତାଙ୍କ ଘରକୁ ଆଜି ମଧ୍ୟାହ୍ନରେ ରାଜ୍ୟ ଜଙ୍ଗଲ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ତେଲକୋଇ ବିଧାୟକ ଫକୀର ମୋହନ ନାୟକ, ପାଟଣା ବିଧାୟକ ଅଖିଳଚନ୍ଦ୍ର ନାଏକ, ଭାଜପା ଜିଲା ସଭାପତି ଶୁକଦେବ ମହାନ୍ତ ସମେତ ପହଞ୍ଚି ତାଙ୍କ ଫଟୋରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଶୁଦ୍ଧିକ୍ରିୟା ପାଇଁ ଜଙ୍ଗଲ ବିଭାଗମନ୍ତ୍ରୀ ଖୁଣ୍ଟିଆ ରାଜକିଶୋରଙ୍କ ସ୍ତ୍ରୀ ଅମିତା ମୁଣ୍ତାଙ୍କୁ ୪୦ହଜାର ଟଙ୍କା ପ୍ରଦାନ କରିଥିଲେ। ପରେ ରାଜକିଶୋରଙ୍କ ସ୍ତ୍ରୀ ଅମିତା ମୁଣ୍ତା,ବଡ଼ଝିଅ ସୁନିଆଁ ମୁଣ୍ତା ସାନଝିଅ ରିଙ୍କି ମୁଣ୍ତା ସମେତ ପରିବାରଙ୍କ ସହିତ ଭଲମନ୍ଦ ସୁବିଧା ବିଷୟରେ ଆଲୋଚନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କେନ୍ଦୁଝର ବନଖଣ୍ତ ଅଧିକାରୀ ଡିଏଫ୍‌ଓ ଧନରାଜ ଏଚ୍‌ଡି,ସଦର ପୋଲିସ ଏସ୍‌ଆଇ ସ୍ବରୂପରଞ୍ଜନ ନାୟକ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହାଛଡ଼ା ପଦ୍ମପୁରଠାରୁ ନୂଆଗାଁ ପର୍ଯ୍ୟନ୍ତ,ନୂଆଗାଁ ପଞ୍ଚାୟତକୁ ପ୍ରବେଶ ରାସ୍ତା ମରାମତି ଅଭାବରୁ ଅତି ଶୋଚନୀୟ ହୋଇଛି। ଶହୀଦ ରାଜକିଶୋରଙ୍କ ସାହିକୁ ପାନୀୟଜଳ ସୁବିଧା ପାଇଁ ଗ୍ରାମବାସୀ ମନ୍ତ୍ରୀଙ୍କୁ ଅଭିଯୋଗ କରିଥିଲେ। ମନ୍ତ୍ରୀ ଜିଲା ପ୍ରଶାସନ ଅଧିକାରୀଙ୍କ ସହିତ ସମ୍ପର୍କ କରି ତୁରନ୍ତ ସମସ୍ୟାଗୁଡିକୁ ସମାଧାନ କରିବାକୁ ପ୍ରତଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri