ମତଦାନ କଲେ ମନ୍ତ୍ରୀ ରୀତା ସାହୁ

ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନରେ ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ତଥା ବିଜେଡିର ବିଜେପୁର ବିଧାନସଭା ପ୍ରାର୍ଥିନୀ ରୀତା ସାହୁ ମତାଧିକାର ସାବ୍ୟସ୍ତ କରିଛନ୍ତି। ସେ ବରପାଲିସ୍ଥିତ ସମଲେଶ୍ୱରୀ ସରକାରୀ ଉଚ୍ଚ ବିଦ୍ୟାଳୟର ବୁଥ୍‌ ନମ୍ବର -୨୧ରେ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଖି ସଂକ୍ରମଣରେ ପୀଡ଼ିତ ମାଖନା ହାତୀ: ବନ ବିଭାଗ ପକ୍ଷରୁ ମାଖନା ହାତୀର ସ୍ୱାସ୍ଥ୍ୟ ନିରୀକ୍ଷଣ

ବାଲେଶ୍ୱର,୧୫।୮( ବାଞ୍ଛାନିଧି ଦେ): ବାଲେଶ୍ୱର ବନ ବିଭାଗ ପକ୍ଷରୁ ଦୀର୍ଘ ୧୫ରୁ ୨୦ ଦିନ ଧରି କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳରେ ଏକ ମାଖନା (ଦାନ୍ତହୀନ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri