ମନ୍ତ୍ରୀ ସମୀର ରଞ୍ଜନ ଦାଶ, ସ୍ତ୍ରୀ ସଙ୍ଗୀତା କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ସ୍ତ୍ରୀ ସଙ୍ଗୀତା ମଧ୍ୟ ଆକ୍ରାନ୍ତ ହୋଇଥିବା ମନ୍ତ୍ରୀ ଟୁଇଟ୍‌ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ ଏବଂ ତାଙ୍କ ସ୍ତ୍ରୀ ସୁସ୍ଥ ଥିବା ଲେଖିଛନ୍ତି।


ସେ ଟୁଇଟ୍‌ କରି ଲେଖିଛନ୍ତି, ଆମ ସଂସ୍ପର୍ଶରେ ୭ ଭିତରେ ଯେଉଁମାନେ ଆସିଛନ୍ତି, ସେମାନେ କୋଭିଡ୍‌ ଟେଷ୍ଟ କରାଇ ନେବା ପାଇଁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓମିକ୍ରନ୍‌ର ଷ୍ଟିଲ୍‌ଥ ଭାରିଆଣ୍ଟ୍‌, ଭାରତ ଉପରେ କେତେ ବିପଦ ?…

ନୂଆଦିଲ୍ଲୀ, ୧୬।୩ : ତିନିବର୍ଷ ପରେ ମଧ୍ୟ କରୋନାର ଭୟ ମନରୁ ଯାଇନି। ଏବେ ପୁଣିଥରେ କରୋନା ଆତଙ୍କ ବଢ଼ିବାରେ ଆରମ୍ଭ ହୋଇଛି। ଓମିକ୍ରନ୍‌ର ନୂଆ...

ମାଛଧରା ବନ୍ଦରରେ ନୂତନ ପ୍ରକଳ୍ପ ପାଇଁ ଭିତ୍ତିଭୂମି ଯାଞ୍ଚ

ପାରାଦୀପ,୩୦ା୪(ସ୍ବ.ପ୍ର.): କେନ୍ଦ୍ର ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ସଚିବ ଯତିନ୍ଦ୍ରନାଥ ସ୍ବାଇଁ ଶୁକ୍ରବାର ପାରାଦୀପ ମାଛଧରା ବନ୍ଦର ଗସ୍ତରେ ଆସିଥିଲେ। ଏଠାରେ ପ୍ରଧାନମନ୍ତ୍ରୀ ମତ୍ସ୍ୟ...

ସରକାରୀ ସ୍କୁଲରେ ପ୍ରଥମ ଥର ଶିକ୍ଷକ-ଅଭିଭାବକ ବୈଠକ

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟରେ ଘରୋଇ ସ୍କୁଲ ତୁଳନାରେ ସରକାରୀ ବିଦ୍ୟାଳୟଗୁଡ଼ିକରେ ଲଗାତର ଭାବେ ନିରୁତ୍ସାହଜନକ ଫଳାଫଳ ହେଉଛି। ଉପସ୍ଥାନ ହ୍ରାସ ଏବେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇଦେଇଛି।...

ଫିଟ୍‌ନେସ୍‌ ପରୀକ୍ଷା କରିବ ମେଶିନ

ଭୁବନେଶ୍ୱର୧୨।୧୦(ବ୍ୟୁରୋ): ରାଜ୍ୟ ପରିବହନ ବିଭାଗ ଦ୍ୱାରା ଚଳିତ ମାସ ୨୩ ତାରିଖରୁ ଅଟୋମେଟେଡ୍‌ ଇନ୍ସପେକ୍ସନ ଆଣ୍ଡ ସାର୍ଟିଫିକେଶନ ସେଣ୍ଟର ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ସବୁ...

କରୋନା ସଙ୍କଟରେ ଘରୋଇ ସ୍କୁଲ୍‌ ଆଦାୟ କରିପାରିବେ ବାର୍ଷିକ ଫି ସହିତ ବିକାଶ ଶୁଳ୍କ, କହିଲେ ଏସ୍‌ସି…

ନୂଆଦିଲ୍ଲୀ,୨୮।୬: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଜାରି ହୋଇଥିବା ଲକ୍‌ଡାଉନ୍‌ ଯୋଗୁ ସ୍କୁଲ୍‌ କଲେଜ ବନ୍ଦ ରହିଛି। ପାଠପଢ଼ା ଅନ୍‌ଲାଇନ୍‌ରେ କରାଯାଉଛି। ଏପରିସ୍ଥଳେ ଘରୋଇ...

ବୃଦ୍ଧି ପାଉଛି ବେଆଇନ ନିଶା କାରବାର: ପୁଣି ପାଟଣାଗଡ଼ ଅଞ୍ଚଳରୁ ୨ହଜାର ବୋତଲ କଫ୍‌ ସିରପ୍‌ ଜବତ

ପାଟଣାଗଡ଼, ୪।୧୨(ଡି.ଏନ.ଏ.): ଗତ ୨ ତାରିଖରେ ପାଟଣାଗଡ଼ ପୋଲିସ ୧୬ ହଜାର କଫ୍‌ ସିରପ୍‌ ଜବତ କରିଥିବା ବେଳେ ବୁଧବାର ପୁଣି ପାଟଣାଗଡ ଅବକାରୀ ବିଭାଗ...

୨୪ ଘଣ୍ଟାରେ ସବୁ ଜିଲାକୁ ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଏଥିସହିତ ଦକ୍ଷିଣ ପଶ୍ଚିମ ମୌସୁମୀ...

ଭାରତରେ ଦ୍ରୁତ ଗତିରେ ମାଡି ଚାଲିଛି ଓମିକ୍ରନ୍‌: ପରିସ୍ଥିତି ଅଣାୟତ ହେବା ଆଶଙ୍କା କଲେ ବିଶେଷଜ୍ଞ

ନୂଆଦିଲ୍ଲୀ, ୧୩ ।୧୨: ଦକ୍ଷିଣ ଆଫ୍ରିକାରୁ ଆସିଥିବା କରୋନାର ନୂଆ ଭାରିଏଣ୍ଟ ଏବେ ଅନେକ ଦେଶକୁ ବ୍ୟାପି ସାରିଲାଣି । ଭାରତରେ ମଧ୍ୟ ଏପର୍ଯ୍ୟନ୍ତ ୩୮...

Advertisement
Archives

Model This Week