ରାସ୍ତାରେ ଚଲାଇ ଚଲାଇ ଗୋରୁ ନେଉଥିଲେ ଚାଲାଣକାରୀ: ଦେଖି ଅଟକି ଗଲେ ମନ୍ତ୍ରୀ, ଗାଡ଼ିରୁ ଓହ୍ଲାଇ…

ଗଜପତି,୧୫।୮: ଗୋ ଚାଲାଣ ରୋକିଲେ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା। ଗୁରୁବାର ଗଜପତି ଜିଲାସ୍ଥରୀୟ ସ୍ବାଧୀନତା ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗଦେଇ ମନ୍ତ୍ରୀ ମୋହନା ଆସୁଥିଲେ ।ଏହି ସମୟରେ ଆର. ଉଦୟଗିରି ଥାନା ବୁଡ଼ିଶୀଳ ଘାଟିରେ ଶତାଧିକ ଗୋରୁ ଗାଇଙ୍କୁ ରାସ୍ତାରେ ଚଲାଇ ଚଳାଇ ଗୋରୁ ଚାଲାଣକାରୀ ମାନେ ନେଉଥିବା ଦେଖି ଅଟକିଥିଲେ ମନ୍ତ୍ରୀ ।  ମନ୍ତ୍ରୀ ଗାଡ଼ିରୁ ଓହ୍ଲାଇ ଗୋ ଚାଲାଣ କାରୀଙ୍କୁ ତାଗିତ କରିଥିଲେ । ଏହି ସମୟରେ ପାଖରେ ଥିଲେ ଗଜପତି ଜିଲାପାଳ ଓ ପୋଲିସ ବାହିନୀ l ଜିଲାରୁ ଗୋ ଚାଲାଣ ରୋକିବାକୁ ପଦକ୍ଷେପ ନେବାପାଇଁ ପ୍ରଶାସନ କୁ ତାଗିତ କରିଥିଲେ ମନ୍ତ୍ରୀ । ଏହାପରେ ଚାଲାଣ ହେଉଥିବା ସମସ୍ତ ଗୋରୁକୁ ପୋଲିସ ଜିମା ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri