ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଦେଲେ ବଡ଼ ସୂଚନା: ପଟ୍ଟା ମିଳିଥିବା ଲୋକଙ୍କୁ ମିଳିବ…ଜାଣନ୍ତୁ କ’ଣ କହିଲେ…

ଭୁବନେଶ୍ୱର,୨୯।୮: ଗୃହରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ପୂର୍ବ ସରକାର ଭୂମିହୀନଙ୍କୁ ପଟ୍ଟା ଦେଇଛନ୍ତି, ହେଲେ ଜମି ଦେଇନାହାନ୍ତି। ପୂର୍ବ ସରକାର ଲିଫଲେଟ ବାଣ୍ଟିଲା ଭଳି ପଟ୍ଟା ବାଣ୍ଟି ଦେଇଛନ୍ତି। କିନ୍ତୁ ଫାଇଲ ଖୋଲା ହୋଇନି କି ଅନୁସନ୍ଧାନ ମଧ୍ୟ ହୋଇନି। ନୂଆ ସରକାର ସର୍ଭେ କାମ ଆରମ୍ଭ କରି ଦେଇଛନ୍ତି। ଯେତେ ଲୋକଙ୍କୁ ପଟ୍ଟା ମିଳିଛି, ସମସ୍ତଙ୍କୁ ଜମି ଦିଆଯିବ।

ସୁରେଶ ପୂଜାରୀ ଏହା ପୂର୍ବରୁ କହିଥିଲେ,ଭୂମିହୀନ ଓ ବାସହୀନଙ୍କୁ ୩ଟି ବର୍ଗରେ ବିଭକ୍ତ କରାଯାଇଛି। ଗ୍ରାମାଞ୍ଚଳରେ ପଟ୍ଟା ନଥିବା ଗରିବଙ୍କୁ ୪ ଡେସିମିଲ ଜମି ଦିଆଯିବ। ସେହିପରି ସରକାରୀ ଜମିରେ ଦୀର୍ଘ ଦିନ ଧରି ରହିଥିବା ହିତାଧିକାରୀ ମାନଙ୍କୁ ମଧ୍ୟ ୪ ଡିସିମିଲ ଲେଖାଏ ଜମି ମିଳିବ ବୋଲି ମନ୍ତ୍ରୀ କହିଥିଲେ।

ସେ ଆହୁରି ମଧ୍ୟ କହିଥିଲେ ଯେ, ୫ ବର୍ଷ ପରେ ଓଡ଼ିଶାରେ ଭୂମିହୀନ ଓ ବାସହୀନ କେହିନଥିବେ। ଜମି ମିଳିବା ପରେ ବାସଗୃହ, ପାନୀୟ ଜଳ, ସରକାରଙ୍କ ସମସ୍ତ ଜନ କଲ୍ୟାଣକାରୀ ଯୋଜନା ଯୋଗାଇ ଦିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ସରକାରର ବଡ଼ ଯୋଜନାକୁ ମନା କରିଦେଲେ ମୋହନ ସରକାର

ଭୁବନେଶ୍ୱର,୧୦।୯ (ଅନିଲଦାସ): ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ସର୍ବସାଧାରଣଙ୍କ ବ୍ୟବହାର ନିମନ୍ତେ ରାଜ୍ୟ ସରକାର ସାଇକେଲ ଗୋଟିକୁ ୨୫,୦୦୦ ଟଙ୍କା ଦରରେ କିଣିଥିଲେ। ସେଥିରୁ କିଛି...

ଭାଲୁକୁ ଟ୍ରାଙ୍କୁଲାଇଜର କରିବାକୁ ଯାଇ ନିଜେ ଟ୍ରାଙ୍କୁଲାଇଜ ହୋଇଗଲେ ବନ କର୍ମଚାରୀ

ଢେଙ୍କାନାଳ,୧୦ା୯(ରତନ ନାୟାର): ଢେଙ୍କାନାଳ ଜିଲା କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ୍‌ କଙ୍କଡ଼ାହାଡ଼ ସେକ୍ସନ କେରଜୋଳିଠାରେ ଉପଦ୍ରବ କରୁଥିବା ଏକ ଭାଲୁକୁ ମଙ୍ଗଳବାର ଅପରାହ୍ନରେ ଟ୍ରାଙ୍କୁଲାଇଜର କରାଯାଉଥିବା ବେଳେ...

୫ଦିନ ଧରି ଲାଗି ରହିବ ପ୍ରବଳରୁ ଅତି ପ୍ରବଳ ବର୍ଷା, ଏହି ଜିଲାକୁ ରେର୍ଡ ଆଲର୍ଟ!

ଭୁବନେଶ୍ୱର,୧୦।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଳଘୁଚାପ ଗଭୀର ଅବପାତର ରୂପ ନେବା ପରେ ରାଜ୍ୟରେ ପ୍ରବଳ ବର୍ଷା ହୋଇଛି। ତେବେ ମଙ୍ଗଳବାର ଅପରାହ୍ନ ସୁଦ୍ଧା ବର୍ଷାର...

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଯୁକ୍ତି ୨ ପିଲାଙ୍କୁ ଦିଆଯିବ ମାଗଣା କୋଚିଂ, ଏହିଦିନ ଠୁ ଆରମ୍ଭ ହେବ କ୍ଲାସ

ଭୁବନେଶ୍ୱର,୧୦।୯: ପ୍ରଥମେ ନିଟ୍‌-ୟୁଜି ଜେଇଇ ପିଲାଙ୍କୁ ରାଜ୍ୟ ସରକାର ମାଗଣା କୋଚିଂ ଦେଉଥିଲେ। ତେବେ ଏଥର ଯୁକ୍ତି ୨ ଛାତ୍ରୀଛାତ୍ରଙ୍କୁ ମାଗଣାରେ କୋଚିଂ ଦିଆଯିବ। ଏନେଇ...

ରାସନ କାର୍ଡରୁ କଟିଯାଇଛି କି ନାଁ? ଚୁଟ୍‌କିରେ ହୋଇଯିବ ସମାଧାନ, ଜାଣନ୍ତୁ…

ଭୁବନେଶ୍ୱର,୧୦।୯: କେନ୍ଦ୍ର ଏବଂ ରାଜ୍ୟ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ ଯୋଜନା କରିଛନ୍ତି। ସେଥିମଧ୍ୟରୁ ଗୋଟିଏ ହେଉଛି ରାସନ। ତେବେ ରାସନ କେବଳ ରାସନ...

ଚେନ୍ନାଇରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ: ଏକମାତ୍ର ରୋଜଗାରିଆ ପୁଅ ହରାଇଲା ପରିବାର

ଭବାନୀପାଟଣା,୧୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ପୁଣି ଦାଦନ ଦୁଖ ଦେଖୁବାକୁ ମିଳିଛି। ଜିଲାର ଜୁନାଗଡ ବ୍ଲକ ଅନ୍ତର୍ଗତ ଚିନୈଗୁଡା ଗ୍ରାମର ରାକେଶ ସୁନା (୨୮) ନାମକ...

ବିଧାନସଭାରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ସୁଭଦ୍ରା ପାଇଁ ଟଙ୍କା ନେଉଥିଲେ…

ଭୁବନେଶ୍ୱର,୧୦।୯: ରାଜ୍ୟ ସରକାର ପ୍ରଣୟନ କରିଥିବା ସୁଭଦ୍ରା ଯୋଜନା ଫର୍ମ ସଂଗ୍ରହ ତଥା ପଞ୍ଜିକରଣ ପାଇଁ ଗତ କିଛିଦିନ ଧରି ଜନସେବା କେନ୍ଦ୍ରଗୁଡ଼ିକରେ ଭିଡ଼ ଜମୁଛି।...

ନବୀନଙ୍କ ବିରୋଧ, ବିଜେଡି କରିବ ବଡ଼ ଆନ୍ଦୋଳନ

ଭୁବନେଶ୍ୱର,୧୦।୯: ବିରୋଧି ଦଳ ନେତା ନବୀନ ପଟ୍ଟନାୟକଙ୍କୁ ବିଜୁ ଜନତା ଦଳର ପୋଲାଭରମ ଟିମ ମଙ୍ଗଳବାର ପୂର୍ବାହ୍ନରେ ନବୀନ ନିବାସରେ ଭେଟି ରିପୋର୍ଟ ପ୍ରଦାନ କରିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri