ଆସୁଛି ‘ଦାନା’: ଧାମରା-ଚାନ୍ଦବାଲିରେ ସ୍ଥିତି ଅନୁଧ୍ୟାନ କଲେ ସୂର୍ଯ୍ୟବଂଶୀ ସୂରଜ

ଭଦ୍ରକ, ୨୪।୧୦(ସନାତନ ରାଉତ)- ଭଦ୍ରକ ଜିଲା ଧାମରାରେ ବାତ୍ୟା ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଥିବାରୁ ଚାନ୍ଦବାଲି, ଧାମରା, ବାସୁଦେବପୁର ଅଞ୍ଚଳକୁ ରାଜ୍ୟ ସରକାରଙ୍କ ସହ ଜିଲା ପ୍ରଶାସନ ଅଧିକ ଗୁରୁତ୍ୱ ଦେଉଛନ୍ତି । ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ବୁଧବାର ବାସୁଦେବପୁରରେ ଆଶ୍ରୟ ସ୍ଥଳ ଓ ବାତ୍ୟା ପ୍ରସ୍ତୁତି ଅନୁଧ୍ୟାନ ପରେ ରାତିରୁ ଧାମରାରେ ରହି ସ୍ଥିତି ଅନୁଧ୍ୟାନ କରିଛନ୍ତି ।

ଗୁରୁବାର ଧାମରା ଓ ଚାନ୍ଦବାଲି ଅଞ୍ଚଳରେ ବିଭିନ୍ନ ବାତ୍ୟା ଆଶ୍ରୟ ସ୍ଥଳ ବୁଲି ଲୋକଙ୍କୁ ସାକ୍ଷାତ କରି ସମସ୍ୟା ବୁଝିଛନ୍ତି । ଆଶ୍ରୟସ୍ଥଳରେ ଖାଦ୍ୟ, ପାନୀୟ, ଔଷଧ, ଶିଶୁ ଖାଦ୍ୟ, ଗୋଖାଦ୍ୟ, ଆଲୋକ ବ୍ୟବସ୍ଥା ବିଷୟରେ ପ୍ରଶାସନିକ ଅଧିକାରୀ ଓ ସୁପରଭାଜିଙ୍ଗ ଅଧିକାରୀମାନଙ୍କଠାରୁ ପଚାରି ବୁଝିଛନ୍ତି । କଚ୍ଚା ଘର ଓ ତଳିଆ ଅଞ୍ଚଳର ଲୋକଙ୍କୁ ଅପରାହ୍ନ ସୁଦ୍ଧା ସ୍ଥାନାନ୍ତର ପ୍ରକ୍ରିୟା ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଲୋକଙ୍କୁ ବୁଝାସୁଝା କରି ଆଶ୍ରୟସ୍ଥଳକୁ ନେବାପାଇଁ ପରାମର୍ଶ ଦେଇଛନ୍ତି । ଯେଉଁମାନେ ଘରେ ଜିନିଷ ପତ୍ର ଛାଡି ଆସିବାକୁ ଅରାଜି ହେଉଛନ୍ତି, ଆବଶ୍ୟକ ସ୍ଥଳେ ପୋଲିସ ସହାୟତା ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଚାନ୍ଦବାଲିରେ ମନ୍ତ୍ରୀ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ବୈଠକ କରି ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଥିଲେ l ବୈଠକରେ ଏମପି ଅଭିମନ୍ୟୁ ସେଠୀଙ୍କ ସମେତ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କୁଚେଇଯୋର ନିକଟରେ ଓଲଟିଲା ଫ୍ଲାଏ ଆସ୍ ବୋଝେଇ ହାଇୱା: କ୍ୟାବିନ୍‌ରେ ଚାପି ହୋଇ ଡ୍ରାଇଭରଙ୍କ ମୃତ୍ୟୁ, ଯାତାୟାତ ଠପ୍

ଲାଞ୍ଜିଗଡ଼,୧୯।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭବାନୀପାଟଣାରୁ ବିଶାଖାପାଟଣାକୁ ସଂଯୋଗ କରୁଥିବା ୬ ନମ୍ବର ଜାତୀୟ ରାଜପଥର କୁଚେଇଯୋର (ଡେଙ୍ଗେନ୍)…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗାଁ ପାହାଡ଼ପୁରକୁ ଯିବେ ମୋଦି, ଟୁଇଟ୍‌ କରି କହିଲେ…

ଭୁବନେଶ୍ୱର,୧୯।୬: ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିଜର ଏହି ଆଗାମୀ ଓଡ଼ିଶା ଗସ୍ତ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ ମାଧ୍ୟମରେ ସୂଚନା ଦେଇଛନ୍ତି ।…

ଚାମେଲିଙ୍କ ଭାଇଙ୍କୁ ବି ମିଳିଲା ଜାମିନ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କାର୍ଯ୍ୟାଳୟ ପରିସରରେ ଘଟିଥିବା ଗଣ୍ଡଗୋଳ ଘଟଣାରେ ଗିରଫ ହୋଇଥିବା ତିଖିରି ସରପଞ୍ଚ ଚାମେଲି…

ଗିରିଜାଶଙ୍କରଙ୍କ ବିବାହ ସମ୍ପନ୍ନ

ପାଟଣା,୧୯ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ତୁରୁମୁଙ୍ଗା ଗିରିଜାଶଙ୍କର ମନ୍ଦିର ପରିସରରେ ଗୁରୁବାର ରାତିରେ ଦେବ ଦମ୍ପତ୍ତିଙ୍କ ବିବାହ (ଶିବ ବିବାହ ଓ ଶୀତଳଷଷ୍ଠୀ) ଉତ୍ସବ…

ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା ଜାତୀୟ ସ୍ତରରେ କୃତିତ୍ୱ ହାସଲ କଲେ ଶିବ

ଛତ୍ରପୁର,୧୯ା୬(ଦିଲୀପ ସାମଲ): ଜାତୀୟ ସ୍ତରରେ ଆୟୋଜିତ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତାରେ ଚମକିଛନ୍ତି ଓଡ଼ିଆ ଯୁବକ। ସେ ହେଲେ ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆଲିଆବାଦ ଗ୍ରାମର ଶିବ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା: ଅଗଷ୍ଟ ୧୯ରୁ ସମ୍ପୂର୍ଣ୍ଣ ବନ୍ଦ କରି ଦେବାକୁ ନିଷ୍ପତ୍ତି…

ବରଗଡ଼,୧୯।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡ଼ୋଲସ୍ଥିତ ଏସିସି ଲିମିଟେଡ୍‌ ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା ବନ୍ଦ ହୋଇଯିବ। ଆସନ୍ତା ଅଗଷ୍ଟ ୧୯ରୁ ଏହାକୁ ସମ୍ପୂର୍ଣ୍ଣଭାବେ ବନ୍ଦ…

ଜମି ବିବାଦରୁ ବାପପୁଅଙ୍କୁ ମରଣାନ୍ତକ ଆକ୍ରମଣ, ୪ ଗିରଫ

ପାରଳାଖେମୁଣ୍ଡି,୧୯ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ସାରିଆପଲ୍ଲୀ ଗ୍ରାମରେ ଜମିଜମା ବିବାଦକୁ କେନ୍ଦ୍ରକରି ଗୁରୁବାର ରାତିରେ ଗ୍ରାମର ଗୋଟିଏ ପରିବାରର ବାପପୁଅଙ୍କ ଉପରେ ମରଣାନ୍ତକ…

ଜଗନ୍ନାଥପୁର ପଞ୍ଚାୟତକୁ ଆଇଏସ୍‌ଓ ୯୦୦୧:୨୦୧୫ ମାନ୍ୟତା

ଲାଞ୍ଜିଗଡ଼,୧୯ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକର ଜଗନ୍ନାଥପୁର ଗ୍ରାମପଞ୍ଚାୟତ ରାଜ୍ୟ ସରକାରଙ୍କ ଦ୍ୱାରା ଆଇଏସ୍‌ଓ ୯୦୦୧ : ୨୦୧୫ ମାନ୍ୟତା ସହିତ ପ୍ରମାଣପତ୍ର ପ୍ରାପ୍ତ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri