ପୂଜା ମଣ୍ଡପ ବୁଲିଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ

ଧାମନଗର,୧୨।୧୦(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବିଧାୟକ ତଥା ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମହାଷ୍ଟମୀ ଅବସରରେ ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କରିଛନ୍ତି। ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ତାଙ୍କ ବିଧାନସଭା କ୍ଷେତ୍ର ଅଧୀନରେ ଥିବା ଭଗବାନପୁର,ଅସୁରାଳି,ଲେଞ୍ଜରା,ଉଚ୍ଚପଦା,ରଇପୁର,ଧୂଷୁରୀ,ଲୁଣିଆ,ଗୋବିନ୍ଦପୁର,କଲ୍ୟାଣିନଗରୀ,ଖପରପଦା,କାସିମପୁର ଆଦି ମାନଙ୍କ ରେ ହେଉଥିବା ପୂଜା ମଣ୍ଡପରେ ପହଞ୍ଚି ଦେବୀ ଦୁର୍ଗାଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ପ୍ରାର୍ଥନା କରିଥିଲେ।ମନ୍ତ୍ରୀ ପୂଜା ମଣ୍ଡପ ବୁଲିବା ଅବସରରେ ରାଜ୍ୟ ବାସୀଙ୍କ ମଙ୍ଗଳ କାମନା କରି ଠାକୁରାଣୀଙ୍କ ନିକଟରେ ପୂଜାର୍ଚ୍ଚନା କରିଥିଲେ।ମନ୍ତ୍ରୀଙ୍କ ଏହି ଗ୍ରସ୍ତ ସମୟରେ ଅନ୍ୟମାନଙ୍କ ମଧ୍ୟରେ ଅଛନ୍ତି ଅଶୋକ ପୁହାଣ,ମନୋରଞ୍ଜନ ମଲ୍ଲିକ, ଚତୃଭୂଜ ନାୟକ, ରଘୁନାଥ ଲେଙ୍କା, ବିଦ୍ୟାଧର ରାଉତ,ଅଜୟ ବଳ, ଅରବିନ୍ଦ ପତି, ବୈକୁଣ୍ଠ ସାହୁ, ବୁଦ୍ଧଦେବ ଜେନା, ଶ୍ରୀକାନ୍ତ ନାୟକ, ଦୀପ୍ତି ରଞ୍ଜନ ଜେନା,କୈଳାସ ମହାପାତ୍ର, ରଞ୍ଜନ ପଣ୍ଡା, ସରୋଜ ସ୍ବାଇଁ, ଗୟାଧର ନାୟକ,ପ୍ରଶାନ୍ତ ନାୟକ,ରଞ୍ଜନ ମହାନ୍ତି ପ୍ରମୂଖ ନେତୃ ବୃନ୍ଦ ଉପସ୍ଥିତି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri