କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପ୍ରତାପ ଷଡ଼ଙ୍ଗୀ

ନୂଆଦିଲ୍ଲୀ,୭ା୭: କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ପ୍ରତାପ ଷଡ଼ଙ୍ଗୀ ଇସ୍ତଫା ଦେଇଥିବା ସୂଚନା ମିଳିଛି। ସଂପ୍ରସାରଣ ଅବସରରେ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଏମ୍‌ଏସ୍‌ଏମ୍‌ଇ ଓ ପଶୁସମ୍ପଦ ବିଭାଗ ରାଷ୍ଟ୍ରମନ୍ତ୍ରୀ ଥିଲେ ପ୍ରତାପ । ଲୋକ ସଭା ନିର୍ବାଚନରେ ସେ ବାଲେଶ୍ୱରୁ ନିର୍ବାଚିତ ହେବା ପରେ ରାଷ୍ଟ୍ରମନ୍ତ୍ରୀ ହୋଇଥିଲେ। ଏହି ପଦରେ ପ୍ରାୟ ୨ ବର୍ଷ ରହିବା ପରେ ସେ ଆଜି ମନ୍ତ୍ରିମଣ୍ଡଳ ଅଦଳବଦଳ ପୂର୍ବରୁ ଇସ୍ତଫା ଦେଇଛନ୍ତି।

ଆଜି ସନ୍ଧ୍ୟା ୬ଟାରେ କେନ୍ଦ୍ର ମନ୍ତ୍ରିମଣ୍ଡଳ ସଂପ୍ରସାରଣ ହେବ । ଏଥିରେ ଓଡ଼ିଶାରୁ ଦୁଇ ଜଣ ସ୍ଥାନ ପାଇବାର ସମ୍ଭାବନା ରହିଛି । ମୟୂରଭଞ୍ଜ ଏମ୍‌ପି ବିଶେଶ୍ୱର ଟୁଡୁ ଓ ରାଜ୍ୟସଭା ଏମ୍‌ପି ଅଶ୍ୱିନୀ ବୈଷ୍ଣବ ସ୍ଥାନ ପାଇବାର ଯଥେଷ୍ଟ ସମ୍ଭାବନା ରହିଛି । ଯେଉଁମାନେ ମନ୍ତ୍ରିମଣ୍ଡଳରେ ସାମିଲ ହେବେ ସେମାନଙ୍କୁ ଆଜି ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଡକାଯାଇଥିଲା । ୪୭ ଜଣ ଏମ୍‌ପି ପହଞ୍ଚିଥିଲେ। ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ସେମାନେ ସମସ୍ତେ ଏକାଠି ହୋଇଥିଲେ। ଏଥିରେ ଓଡ଼ିଶାରୁ ଦୁଇ ଜଣ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri