ଭୋଟ୍‌ ଦେଲେ ମନ୍ତ୍ରୀ ଟୁକୁନି ସାହୁ

ଟିଟିଲାଗଡ଼,୨୦ା୫(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି। ଏହି କ୍ରମରେ ମନ୍ତ୍ରୀ ଟୁକୁନି ସାହୁ ଟିଟିଲାଗଡ଼ର ବାଳିକା ଉଚ୍ଚ ବିଦ୍ୟାଳୟରେ ହୋଇଥିବା ୧୯୩ ନଂ ବୁଥ୍‌ରେ ଭୋଟ୍‌ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅର କାତି ଚୋଟରେ ମା’ ଗୁରୁତର

ଦିଗପହଣ୍ଡି,୨ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସାହାଣୀ ସାହିରେ ରବିବାର ପାରିବାରିକ ହିଂସାରୁ ପୁଅର କାତି ଚୋଟରେ ମା’ ଗୁରୁତର ହୋଇଛନ୍ତି। ଗୁରୁତର ଆହତ ପଦ୍ମିନୀ ଦାସଙ୍କୁ...

ଶାଗୁଆନ କାଠ ପଟା ହେଉଥିଲା ଚାଲାଣ: ମାଡ଼ି ବସିଲା ବନ ବିଭାଗ

କୁଆଁରମୁଣ୍ଡା,୨ା୬(ମହେନ୍ଦ୍ର କୁମାର ସାହୁ): ରାଉରକେଲା ବନଖଣ୍ଡ ଅନ୍ତର୍ଗତ କୁଆଁରମୁଣ୍ଡା ବନ ରେଞ୍ଜ ଅଞ୍ଚଳର ବିର୍ଡା ସେକ୍ସନରୁ ଚୋରା ଶାଗୁଆନ ଓ ଶାଳ କାଠ ପଟା ଚାଲାଣ...

ତାଣ୍ଡବ ରଚିଲା କାଳବୈଶାଖୀ: ଉପୁଡିଲା ବିଦ୍ୟୁତ୍‌ ଖୁଣ୍ଟ, ବଡ଼ ଗଛ ଧରାଶାୟୀ

କୋକସରା,୨ା୬ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା କୋକସରା ବ୍ଲକ ଅଞ୍ଚଳରେ ରବିବାର ତାଣ୍ଡବ ରଚିଛି କାଳବୈଶାଖୀ। ଅପରାହ୍ନରେ ପ୍ରବଳ ପବନ ସହ ବର୍ଷା ଯୋଗୁ ବ୍ଲକର...

କନକବର୍ଦ୍ଧନଙ୍କ ଭବିଷ୍ୟବାଣୀ: ଏତିକି ଆସନ ଜିତି ଓଡ଼ିଶାରେ ସରକାର ଗଢିବ ଭାଜପା

ଭୁବନେଶ୍ୱର, ୨।୬: ସାଧାରଣ ନିର୍ବାଚନ ୨୦୨୪ ପାଇଁ ମତଦାନ ଶେଷ ହୋଇସାରିଛି। ତେବେ ଆସନ୍ତା ୪ ତାରିଖରେ ସମସ୍ତ ପର୍ଯ୍ୟାୟ ନିର୍ବାଚନର ଭୋଟ ଗଣତି କରାଯିବ।...

ଏକ୍‌ଜିଟ୍‌ ପୋଲ ରିପୋର୍ଟ: ପୁରୀରୁ ଜିତିବେ କି ସମ଼୍ବିତ୍‌ ପାତ୍ର ?

ଭୁବନେଶ଼୍ବର,୨।୬: ଲୋକସଭା ନିର୍ବାଚନକୁ ନେଇ ବିଭିନ୍ନ ଏଜେନ୍ସି ଜାରି କରିଥିବା ଏକଜିଟ୍‌ ପୋଲରୁ ପୁରୀକୁ ନେଇ ବଡ଼ ସଙ୍କେତ ମିଳିଛି। ପୁରୀ ଲୋକସବା ସିଟ୍‌ରୁ ନିର୍ବାଚନ...

କାଳସାଜିଲା କାଳବୈଶାଖୀ:ଧାନ ଶୁଖାଇବାକୁ ପକ୍କା ରାସ୍ତା ଭରସା

ବରଗଡ଼,୨।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଚାଷୀଙ୍କ ଦୁଃଖ ସରୁନି। ବର୍ତ୍ତମାନ ରବି ଧାନ ଅମଳ ସହିତ ଧାନ କିଣାବିକା ଚାଲିଥିବାବେଳେ ଚାଷୀଙ୍କୁ କାଳବୈଶାଖୀ କାଳ ସାଜିଛି। ଅମଳ...

ଓଡ଼ିଶାରେ କିଏ ଗଢିବ ସରକାର? ଆସିଲା ଏକ୍‌ଜିଟ୍‌ ପୋଲ୍‌

ଭୁବନେଶ୍ୱର,୨।୬: ସାଧାରଣ ନିର୍ବାଚନ ୨୦୨୪ ପାଇଁ ସମସ୍ତ ପର୍ଯ୍ୟାୟ ଭୋଟଗ୍ରହଣ ଶେଷ ହୋଇଛି। ଆସନ୍ତା ୪ରେ ଭୋଟ ଫଳାଫଳ ପ୍ରକାଶ ପାଇବ। ଏହାପର୍ବୂରୁ ବିଭିନ୍ନ ଗଣମାଧ୍ୟମ...

ଆମ୍ବ ଗଛ ତଳେ ନେଉଥିଲେ ବିଶ୍ରାମ, ମାରିଲା ଘଡ଼ଘଡ଼ି:୨ ଶ୍ରମିକ ମୃତ

ଦିଗପହଣ୍ଡି/ପାଟପୁର,୨।୬(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ସାନଖେମୁଣ୍ଡି ବ୍ଲକ ପାଟପୁର ଗାନ୍ଧୀ ଛକ ମହାଲକ୍ଷ୍ମୀ ମନ୍ଦିର ନିକଟରେ ଥିବା ଆମ୍ବ ଗଛ ତଳେ ବିଶ୍ରାମ ନେଉଥିବା ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri