ତାରାତାରିଣୀଙ୍କୁ ଦର୍ଶନ କରି ମଙ୍ଗଳକାମନା କଲେ ମନ୍ତ୍ରୀ

ପୁରୁଷୋତ୍ତମପୁର, ୧୧।୬(ଡି.ଏନ୍‌.ଏ.): ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ଶନିବାର ମା’ ତାରାତାରିଣୀଙ୍କୁ ଦର୍ଶନ କରି ରାଜ୍ୟବାସୀଙ୍କ ମଙ୍ଗଳକାମନା କରିଛନ୍ତି। ଏହି ଅବସରରେ ସେ ଓଡ଼ିଶାବାସୀଙ୍କ ବିକାଶ ଲାଗି କାମ କରିବେ ବୋଲି ଗଣମଧ୍ୟମକୁ କହିଛନ୍ତି।

ମନ୍ତ୍ରୀଙ୍କ ପରିଦର୍ଶନ ବେଳେ ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ଦୈତାରୀ ବେହେରା, ଶୁଭ୍ରାଂଶୁଶେଖର ସାବତ, ଏନ୍‌ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼, ଉପାଧ୍ୟକ୍ଷ କୃଷ୍ଣ ଚନ୍ଦ୍ର ପଣ୍ଡା, ବ୍ଲକ ଅଧ୍ୟକ୍ଷା ପିଙ୍କି ବେହେରା, ଉପାଧ୍ୟକ୍ଷା ମମତା ବାରିକ, ସୀତାରାମ ପାଣିଗ୍ରାହୀ, ନଗର ବିଜେଡି ସଭାପତି ପ୍ରଭାତ କୁମାର ପଟ୍ଟନାୟକ, ସରକାରୀ ଓକିଲ ପ୍ରକାଶ ଚନ୍ଦ୍ର ତ୍ରିପାଠୀଙ୍କ ସହ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ। ଅନ୍ୟପକ୍ଷରେ ଦଳୀୟ କର୍ମକର୍ତ୍ତା ମନ୍ତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri