ଦଳୀୟ ପ୍ରାର୍ଥୀଙ୍କ ପାଇଁ ମନ୍ତ୍ରୀଙ୍କ ପ୍ରଚାର

କାମାକ୍ଷାନଗର,୧୦ା୨(ଡି.ଏନ.ଏ)  ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ଲାଗି ପ୍ରଚାର ମଙ୍ଗ ଧରିଛନ୍ତି ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ପ୍ରଫୁଲ୍ଲ ମଲ୍ଲିକ। ବୁଧବାର ଦଳର ନେତୃମଣ୍ଡଳୀଙ୍କ ସହ ବିଭିନ୍ନ ପଞ୍ଚାୟତ ବୁଲି ମାରାଥନ୍‌ ପ୍ରଚାର କରି ୧ନଂ. ଜୋନ୍‌ର ବିଜେଡି ପ୍ରାର୍ଥତ୍ନୀ ଦୀପ୍ତିମୟୀ ବିଶ୍ୱାଳ ଏବଂ ଦଳୀୟ ସମର୍ଥତ୍ତ ସରପଞ୍ଚ, ସମିତିସଭ୍ୟଙ୍କ ଲାଗି ଭୋଟ ଭିକ୍ଷା କରିଛନ୍ତି।
ସକାଳେ ମନ୍ତ୍ରୀ ବାଲିଗୋରଡ଼ା, କାନପୁରା, ମହୁଲପାଳ ଏବଂ ଅପରାହ୍ନରେ କାଦୁଆ ପଞ୍ଚାୟତର ବିଭିନ୍ନ ଗ୍ରାମର ଘର ଘର ବୁଲିଥିଲେ। ନବୀନ ପଟ୍ଟନାୟକଙ୍କ ସ୍ବଚ୍ଛ ଭାବମୂର୍ତ୍ତି ଏବଂ ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ଭୋଟରଙ୍କୁ କହିବା ସହିତ ଦଳୀୟ ପ୍ରାର୍ଥୀଙ୍କୁ ଜୟଯୁକ୍ତ କରାଇବାକୁ ନିବେଦନ କରିଥିଲେ। ଜିଲା ପର୍ଯ୍ୟବେକ୍ଷକ ବିଜୟ କୁମାର ନାୟକ, ଜିଲା ଯୁବ ବିଜେଡି ସଭାପତି ଧର୍ମାନନ୍ଦ ପରିଡ଼ା, ବିଜେଡି ନେତା ମଙ୍ଗତୁଲାଲ୍‌ କାଟାରୁକା, ବିଶ୍ୱରଞ୍ଜନ ସାହୁ, ଶୁଭାଶିଷ ପଣ୍ଡା, ବିନୟ ପରିଡ଼ାଙ୍କ ସମେତ ବହୁ ପ୍ରମୁଖ ବିଜେଡି କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

ପାଣି ପାଇଁ ରାଜରାସ୍ତାକୁ ଓହ୍ଲାଇଲେ ମହିଳା: ଶୁଣୁନାହାନ୍ତି ବିଭାଗୀୟ ଯନ୍ତ୍ରୀ

ପରଜଙ୍ଗ,୨/୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ହାତୀ ଲୁଚଣି ଗ୍ରାମରେ ଗତ ୧୦ ଦିନ ହେବ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ…

୧୫୩ ବର୍ଷରେ ଯୋରନ୍ଦା ମେଳା: ଜୀବଜଗତର ମଙ୍ଗଳ ପାଇଁ ଆଜି ଘୃତାହୁତି କରିବେ…

ଢେଙ୍କାନାଳ,୩୧ା୧(ରତନ ନାୟାର): ବିଶ୍ୱପ୍ରସିଦ୍ଧ ମହିମା ଧର୍ମପୀଠ ମହିମାଗାଦି ଯୋରନ୍ଦାରେ ପ୍ରସିଦ୍ଧ ମାଘମେଳା ଶନିବାର ଆରମ୍ଭ ହୋଇଛି। ଚଳିତ ବର୍ଷ ମେଳା ୧୫୩ ବର୍ଷରେ ପହଞ୍ଚିଛି। ସେହିପରି ଚଳିତ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ଶିବ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଲୁଟିନେଲେ ଦୁର୍ବୃତ୍ତ

ପରଜଙ୍ଗ,୨୪ା୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ତୋର ପଞ୍ଚାୟତ ଅନ୍ତର୍ଗତ ଚାନ୍ଦପୁର ଗାଁ ଶିବ ମନ୍ଦିରରୁ ଶୁକ୍ରବାର ରାତିରେ ଲକ୍ଷାଧିକ ଟଙ୍କାର ମନ୍ଦିର ସାମଗ୍ରୀ ଲୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri