ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜ୍ୟର ୧୦୦ରୁ ୧୫୦ ଗାଁ ହେବ ମହାପୁରୁଷ ଆଦର୍ଶ ଗ୍ରାମ

ଭୁବନେଶ୍ୱର,୯।୬: ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟର ୧୦୦ରୁ ୧୫୦ ଗାଁକୁ ମହାପୁରୁଷ ଆଦର୍ଶ ଗାଁ କରିବାକୁ ମନ୍ତ୍ରୀ ସୂଚନା ଦେଇଛନ୍ତି।

ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଆଦର୍ଶ ଗାଁର ଉନ୍ନତି କରାଯିବ। ଏଥିରେ ୯ରୁ ୧୦ଟି ବିଭାଗ ମିଳିତ ଭାବେ ଗାଁର ଉନ୍ନତିରେ ସହଯୋଗ କରିବେ। ଯେତେ ବ୍ୟବସ୍ଥା ଅଛି ସବୁ ସରକାର ଯୋଗାଇ ଦେବେ ବୋଲି ମନ୍ତ୍ରୀ କହିଛନ୍ତି। ସରାକରଙ୍କ ପକ୍ଷରୁ ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଖୁବ୍‌ଶୀଘ୍ର ଏହା କାର୍ଯ୍ୟକାରୀ ହେବ ବୋଲି ମନ୍ତ୍ରୀ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରନେତାଙ୍କ ତତ୍ପରତା: ୮ବର୍ଷ ପରେ ଛାତ୍ରସଂସଦ ନିର୍ବାଚନ ହେବା ଚର୍ଚ୍ଚା

ଭବାନୀପାଟଣା,୧୧ା୯(ଉତ୍ତମ କୁମାର ଦାଶ):ଦୀର୍ଘ ୮ବର୍ଷର ବ୍ୟବଧାନ ପରେ ଛାତ୍ରସଂସଦ ନିର୍ବାଚନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଜ୍ୟରେ ଛାତ୍ରସଂସଦ ପୁଣି ଥରେ ଆରମ୍ଭ କରିବା ନେଇ ଉଚ୍ଚଶିକ୍ଷା…

ଓରାଙ୍ଗ୍‌ଉଟାନ ଶାବକଙ୍କ ଡିଏନ୍‌ଏ ପରୀକ୍ଷାକୁ ନେଇ ଉଠୁଛି ପ୍ରଶ୍ନବାଚୀ: ଜାଣନ୍ତୁ କାହିଁକି

ଭୁବନେଶ୍ୱର,୧୧ା୯(ରବିନାରାୟଣ ଜେନା):ବାଲେଶ୍ୱର ଜଙ୍ଗଲ ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗ୍‌ଉଟାନ ଶାବକଙ୍କୁ ନେଇ ସବୁ ପ୍ରକାର ତଦନ୍ତ ପ୍ରକ୍ରିୟା ଜାରି ରହିଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଉପନିର୍ଦ୍ଦେଶକ…

ଆମେରିକା ଛାଡ଼ିବାକୁ ‘ମିଷ୍ଟର ସିଂ’ଙ୍କୁ ଧମକ, US ବିଜ୍ଞାପନକୁ ନେଇ ହଙ୍ଗାମା

ୱାଶିଂଟନ,୧୧।୯(ପି.ଟି.): ଆମେରିକାର ‘ଡିପାର୍ଟମେଣ୍ଟ ଅଫ୍‌ ହୋମଲ୍ୟାଣ୍ଡ୍‌ ସିକ୍ୟୁରିଟି’ (ଡିଏଚ୍‌ଏସ୍‌) ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘X’ରେ ଜାରି କରାଯାଇଥିବା ଏକ ବିଜ୍ଞାପନକୁ ନେଇ ସାରା ବିଶ୍ୱରେ ତୀବ୍ର…

ଲଘୁଚାପ ସକ୍ରିୟ: ଏହି ୧୦ ଜିଲାରେ ଛେଚିବ ବର୍ଷା, ସତର୍କ ସୂଚନା ଜାରି

ଭୁବନେଶ୍ୱର, ୧୧ା୯:ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଫଳରେ ଗୁରୁବାର ଅଧିକାଂଶ ଜିଲାରେ ବର୍ଷା ହୋଇଥିବାବେଳେ କଟକ ଜିଲା ବାଙ୍କୀଠାରେ ସର୍ବାଧିକ ୧୦୪ ମି.ମି. ବର୍ଷ…

ବାରିପଦାରୁ ୨ ଅଡିଟ୍ ଅଫିସର୍‌ଙ୍କୁ ଧରିଲା ବାଲେଶ୍ୱର ଭିଜିଲାନ୍ସ ଟିମ୍

ବାରିପଦା,୧୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ଆଦିବାସୀ ହଷ୍ଟେଲ ଗୁଡିକର ଅଡିଟ…

ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୧୧।୯(ପି.ଟି.): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (ବ୍ରେଣ୍ଟ କ୍ରୁଡ୍‌) ଦର ବୃଦ୍ଧି ଏବଂ ବୈଦେଶିକ ପୁଞ୍ଜି ପ୍ରତ୍ୟାହାର ଯୋଗୁ ଭାରତୀୟ ମୁଦ୍ରା ‘ଟଙ୍କା’ ମୂଲ୍ୟରେ ବଡ଼ ଧରଣର…

ଗୋଟିଏ କୋଠରିରେ ଚାଲିଛି ୪୭ ବର୍ଷର ବିଦ୍ୟାଳୟ: ଅନୁଦାନ ମିଳୁ ନ ଥିବାରୁ ବଦଳୁନାହିଁ ସ୍ଥିତି

ହାଟଡ଼ିହୀ,୧୧l୯ (ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କୁଆଡ଼ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥା ଦେଇ ଗତି କରୁଛି। ଗୋଟିଏ ଶ୍ରେଣୀ କକ୍ଷରେ ଶିଶୁ ବାଟିକାରୁ ୫ମ…

ନନ୍ଦନକାନନରେ କେମିତି କଟୁଛି ଓରଙ୍ଗ୍‌ଉଟାନଙ୍କ ଜୀବନ: କିଏ କଣ୍ଢେଇ ଧରି ଶୋଉଛି ତ ଆଉ କାହାକୁ ଜ୍ୱର, ଦେଖନ୍ତୁ Video

ବାରଙ୍ଗ/ ତ୍ରିଶୁଳିଆ, ୧୧ା୯ (ଲିଙ୍ଗରାଜ ରାଉତ/ ତୁଷାରକାନ୍ତ ବେହରା):ମା’ଠାରୁ ଅଲଗା ହେବା ପରେ ବାଲେଶ୍ୱର ଜିଲା ରଣକଠା ସଂରକ୍ଷିତ ଜଙ୍ଗଲରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri