ମନ୍ତ୍ରୀ ବଡ଼ ସୂଚନା: ଭଙ୍ଗା ହେବ ବିପଦସଙ୍କୁଳ କୋଠା

ଭୁବନେଶ୍ୱର,୨।୧୨: ଚାଲିଛି ଶିତ ଅଧିବେଶନ। ମଙ୍ଗଳବାର ବିଧାନସଭା ଗୃହରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ସମସ୍ତ ବିପଦସଙ୍କୁଳ କୋଠାଗୁଡ଼ିକୁ ଶୀଘ୍ର ଭଙ୍ଗା ଯିବ ବୋଲି ମନ୍ତ୍ରୀ କହିଛନ୍ତି।

ବିପଦସଙ୍କୁଳ କୋଠା ଚିହ୍ନଟ ପାଇଁ ଏକ ବିଶେଷ କମିଟି ଗଠନ କରାଯାଇଛି। ଏପରିକି କମିଟି ସଦସ୍ୟ କଟକ ମହାନଗର ନିଗମର ସବୁ ୱାର୍ଡରେ ସର୍ଭେ କରୁଛନ୍ତି। ସର୍ଭେ ପରେ ଚିହ୍ନଟ ବିପଦସଙ୍କୁଳ କୋଠା ମାଲିକଙ୍କୁ ନୋଟିସ କରାଯିବ। ପରବର୍ତ୍ତୀ ସମୟରେ ଆଇନ ଅନୁଯୟୀ କୋଠା ଭଙ୍ଗାଯିବ ବୋଲି ମନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି ।…

ପୂରଣ ହେବାକୁ ଯାଉଛି ହରିଜନ ସାହି ବାସିନ୍ଦାଙ୍କ ସ୍ବପ୍ନ, ବିଧାୟକ କଲେ….

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ପଞ୍ଚାୟତ କୁଶପଲ୍ଲୀ ହରିଜନ ସାହିରେ ନିର୍ମାଣ ହେବ ମା ଠାକୁରାଣୀଙ୍କ ମନ୍ଦିର । ଏଥିପାଇଁ ବୁଧବାର ଛତ୍ରପୁର…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

ଜମିରେ କରୁଥିଲେ କାମ, ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମାଗୁର ଆମ୍ବଠା  ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚାଷ ଜମିରେ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri