ମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ଜିଲାରେ ଖୋଲିବ…

ଭୁବନେଶ୍ବର,୨ା୮(ସୁନିତ୍‌ ମିଶ୍ର):ରାଜ୍ୟରେ ଆସନ୍ତା ବର୍ଷ ସୁଦ୍ଧା ସମସ୍ତ ଜିଲାରେ ୩୮ଟି ମଡେଲ ମଣ୍ଡି ହେବ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଆବଶ୍ୟକତାକୁ ଦେଖି ବଡ଼ ଜିଲାରେ ୨ଟି ଲେଖାଏ ମଣ୍ଡି ହେବ। ମଡେଲ ମଣ୍ଡିରେ ପାନୀୟ ଜଳ, ଶୌଚାଳୟ, ବିଶ୍ରାମାଗାର, ବିଜୁଳି ବ୍ୟବସ୍ଥା, ଦୋକାନ, ଏସ୍‌ଏଚ୍‌ଜି ମହିଳାଙ୍କ ଦ୍ୱାରା ଟିଫିନ୍‌ ସେଣ୍ଟର, ପାର୍କିଂ ଆଦି ବ୍ୟବସ୍ଥା ରହିବ। ମଡେଲ ମଣ୍ଡିର ରୂପରେଖ କେମିତି ରହିବ ସେ ନେଇ ସମବାୟ ମନ୍ତ୍ରୀ ବଳସାମନ୍ତ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଛନ୍ତି। ସୂଚନାଯୋଗ୍ୟ, ରାଜ୍ୟରେ ମଡେଲ ମଣ୍ଡି ପ୍ରତିଷ୍ଠା ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ରହି ତଥ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମମତା ଯାହା କରିଛନ୍ତି ଏକଦମ୍‌ ଠିକ୍‌ କରିଛନ୍ତି’, କିଏ ଆଉ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୧।୫: ଗତକାଲି ରାତିରେ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ‘ଷ୍ଟ୍ରଙ୍ଗ ରୁମ’ ପରିଦର୍ଶନ କରିବା ପରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଥିଲା। ଗୁରୁବାର,…

ପଶ୍ଚିମବଙ୍ଗ ନିର୍ବାଚନ ଡ୍ୟୁଟିବେଳେ ଓଡ଼ିଆ ଯବାନଙ୍କ ଜୀବନ ଗଲା, ଆଜି ଗାଁରେ ମରଶରୀର ପହଞ୍ଚିବା ପରେ…

ଆନନ୍ଦପୁର,୧ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ପୁଟୁଝରି ଗାଁର ବିଏସ୍‌ଏଫ୍‌ ଯବାନ ଅଜୟ କୁମାର ସୋରେନ (୩୭) ପଶ୍ଚିମବଙ୍ଗ ବାଙ୍କୁଡ଼ାରେ ନିର୍ବାଚନ ଡ୍ୟୁଟି…

ବଂଶଧାରା ଉପରମୁଣ୍ଡରେ ଆନିକଟ ପାଇଁ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ସ୍ମାରକପତ୍ର, ନିର୍ଭର ପ୍ରତିଶ୍ରୁତି ଦେଇ…

ଗୁଣପୁର,୧ା୫(ସୁଜାତା ପାଢ଼ୀ): ବଂଶଧାରା ନଦୀ ଉପରମୁଣ୍ଡରେ ଆନିକଟ ନିର୍ମାଣ ପାଇଁ ବଂଶଧାରା ଅବବାହିକା ସୁରକ୍ଷା ସମିତି ତରଫରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ରାୟଗଡ଼ାଗସ୍ତରେ ଥିବା କେନ୍ଦ୍ର ଗ୍ରାମୀଣ ଉନ୍ନୟନ…

ଆମେରିକା ସହିତ ଉତ୍ତେଜନା ମଧ୍ୟରେ ଇରାନରେ ବଡ଼ ଧରଣର ଫାଟ! ବୈଦେଶିକ ମନ୍ତ୍ରୀ ଆବାସ ଆରାକଚି ହରାଇବେ ପଦ

ତେହରାନ,୧।୫: ଆମେରିକା ସହିତ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନ ଭିତରେ ସବୁକିଛି ଠିକ ଠାକ ଚାଲିଛି କି ନାହିଁ? ଏହାକୁ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି,…

କାଳବୈଶାଖୀ ଆଣିଲା ଆଶ୍ୱସ୍ତି: ୪୦ ଡିଗ୍ରୀ ତଳେ ସବୁ ସହର

ଭୁବନେଶ୍ୱର,୧ା୫: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଥିବାରୁ ଲୋକେ ତାତିରୁ ଆଶ୍ୱସ୍ତି ପାଇଛନ୍ତି। ଶୁକ୍ରବାର ମଧ୍ୟାହ୍ନ ୨ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ଉପରେ ରାଜ୍ୟର କୌଣସି…

ସାମ୍ପ୍ରତିକ ପରିସ୍ଥିତିରେ ଶ୍ରମିକଙ୍କ ଅବସ୍ଥା ନେଇ ଆଲୋଚନା

ଦିଗପହଣ୍ଡି,୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ଶ୍ରମିକ ସଙ୍ଗଠନ ଏଆଇଟିୟୁସି ଏବଂ ସିଆଇଟିୟୁ ଅନୁବନ୍ଧିତ ଖେମୁଣ୍ଡି ବିଶକର୍ମା ରାଜମିସ୍ତ୍ରୀ ଓ କାରିଗର…

ମନମୁଖୀ କରାଯାଉଛି କର୍ମଚାରୀ ଛଟେଇ: ଟିପିଡବ୍ଲ୍ୟୁଓଡିଏଲ ବିରୋଧରେ ବିକ୍ଷୋଭ

ଲୋଇସିଂହା,୧।୫(ସୁଶାନ୍ତ ବାରିକ):ଟିପିଡବ୍ଲ୍ୟୁଓଡିଏଲର ମନମୁଖୀ ଛଟେଇ ବିରୋଧରେ ୱେଷ୍ଟର୍ଣ୍ଣ ଓଡ଼ିଶା ବିଦ୍ୟୁତ ଶ୍ରମିକ ମହାସଂଘ ତରଫରୁ ଲୋଇସିଂହା ବିଦ୍ୟୁୁତ ସେକ୍ସନରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନର…

ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ: ପୁଣି ଜୋର୍‌ ଧରିଲା ଉଚ୍ଛେଦ ଦାବି

ବରଗଡ,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବହୁଚର୍ଚ୍ଚିତ ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଦାବି ପୁଣି ତେଜି ଉଠିଛି। ଏହି ଦାବି ନେଇ ବରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri