ମନ୍ତ୍ରୀଙ୍କ ବଡ଼ ଘୋଷଣା: ମାତ୍ର ଏତିକି ଟଙ୍କାରେ ଭୁବନେଶ୍ୱରରେ ଘର ଯୋଗାଇବେ ସରକାର

ଭୁବନେଶ୍ୱର,୨୦।୧୧: ସୁଲଭ ମୂଲ୍ୟରେ ରାଜଧାନୀରେ ଘର ଯୋଗାଇବେ ସରକାର। ଏନେଇ ଗୁରୁବାର ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ୧୪ରୁ ୫୦ ଲକ୍ଷ ଟଙ୍କାରେ ଘର ଯୋଗାଇ ଦିଆଯିବ ।ଏଥିପାଇଁ ପାଇଲଟ ପ୍ରୋଜେକ୍ଟ ଜରିଆରେ ୯୦ଟି ଘର ତିଆରି ହୋଇଛି। ଏହି ଘରଗୁଡ଼ିକ ଟୁ ବିଏଚ୍‌କେ ରହିଛି। ସରକାର ଏଣିକି ଲୋ କଷ୍ଟରେ ଘର ତିଆରି କରି ଯୋଗାଇ ଦେବେ। ପ୍ରାଥମିକ ଭାବେ ଏହି ଘର ବସ୍ତି ବାସିନ୍ଦାଙ୍କୁ ଦିଆଯିବ। ଅଧିକରୁ ଅଧିକ ସାଧାରଣ ଲୋକଙ୍କୁ ଘର ଯୋଗାଇବାକୁ ବ୍ୟବସ୍ଥା କରାଯାଉଛି।

ଅନ୍ୟପଟେ ମନ୍ତ୍ରୀ ଆହୁରି କହିଛନ୍ତି, ସାଲିଆସାହିରେ ଉଚ୍ଛେଦଙ୍କୁ ଘର ମିଳିବ। ସାଲିଆସାହିରେ ଉଚ୍ଛେଦ ସବୁ ବସ୍ତି ବାସିନ୍ଦାଙ୍କୁ ମିଳିବ ସରକାରୀ ଘର। ଯେଉଁମାନେ ଘର ଛାଡୁନାହାନ୍ତି ସେମାନଙ୍କୁ କିଛି ଲୋକ ବିଭ୍ରାନ୍ତ କରୁଛନ୍ତି।ତାର କାରଣ ହେଲା ସେମାନେ ଏକାଧିକ ଘରକୁ ଭଡ଼ା ସୂତ୍ରରେ ଦେଇଛନ୍ତି। ସେମାନଙ୍କ ଘର କାଳେ ଭାଙ୍ଗିଯିବ ସେ ଭୟରେ ସେମାନେ ବିଭ୍ରାନ୍ତି କରୁଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତ କ’ଣ ପାଇଲା

ଜୁନ୍‌ ୧୭ରେ ଏକ ଖବର ପ୍ରକାଶ ପାଇଥିଲା, ଆମେରିକା ଇଣ୍ଡୋ-ପାସିଫିକ କମାଣ୍ଡର ନାମ ବଦଳାଇ ପୁଣିଥରେ ‘ପାସିଫିକ କମାଣ୍ଡ’ କରିଦେଇଛି। କଶ୍ମୀରର ଏକ ଭୁଲ୍‌ ମାନଚିତ୍ର ସହିତ…

ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ବଡ଼ ନିଷ୍ପତ୍ତି: ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତ ପରିବର୍ତ୍ତେ ଗସ୍ତ କରିବେ ଏହି ଦେଶ

ଢାକା,୨୧।୬: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତ ପାଇଁ ମାଲେସିଆ ଏବଂ ଚାଇନାକୁ ବାଛିଛନ୍ତି। ଏହି ନିଷ୍ପତ୍ତିକୁ ତାଙ୍କର ନୂତନ ବୈଦେଶିକ ନୀତି…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

ଜୁନ୍‌ ସରିବାକୁ ବସିଲା, ହେଉନି ବର୍ଷା: ଚାଷ କାମରେ ବାଧା

ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍‌ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି…

ରକ୍ଷକ ପାଲଟିବେ ଲୁଟେରା! ପ୍ରଥମେ କହିଥିଲେ ହର୍ମୁଜ ପ୍ରଣାଳୀ ମୁକ୍ତ ରହିବ, ଏବେ ଟ୍ରମ୍ପ କହୁଛନ୍ତି…

ଓ୍ବାଶିଂଟନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଚାଲିଛି, କିନ୍ତୁ ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂଆ ପଦକ୍ଷେପ…

ମନ୍ଥର ଗତିରେ ଚାଲିଛି ପୁନରୁଦ୍ଧାର କାର୍ଯ୍ୟ

ଲୋଇସିଂହା,୨୧।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତ ସାନଟିକା ଗ୍ରାମର ଏମଆଇପି କଟାର ପୁନରୁଦ୍ଧାର କାର୍ଯ୍ୟ ହାତକୁ ନିଆଯାଇଛି। ତେବେ ଜୁନ୧୫ ତାରିଖ ଗଡି…

କଟ୍‌ନି ନାଁରେ ଚାଷୀଙ୍କୁ ଶୋଷଣ କରୁଛନ୍ତି ମିଲର

ଭବାନୀପାଟଣା,୨୧ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଇତିମଧ୍ୟରେ ମାସେ ବିତିଯାଇଛି। ଆସନ୍ତା ୩୦ରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri