ମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦ ପୂର୍ବରୁ ସରିବ ରାସ୍ତା ମରାମତି

ଭୁବନେଶ୍ୱର,୩।୯: ଆଗକୁ ଦୁର୍ଗାପୂଜା। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ ପୂଜା ପୂର୍ବରୁ ସମସ୍ତ ସହରାଞ୍ଚଳ ରାସ୍ତା ମରାମତି ହେବ ବୋଲି ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବୁଧବାର ଗଣମାଧ୍ୟକୁ ସୂଚନା ଦେଇଛନ୍ତି।

ଏପରିକି ୨୦ ତାରିଖ ପୂର୍ବରୁ ଟ୍ବିନ୍‌ସିଟି ସମେତ ସବୁ ସହରାଞ୍ଚଳ ରାସ୍ତା ମରାମତି ହେବ ବୋଲି ମନ୍ତ୍ରୀ କହିଛନ୍ତି। ଆସନ୍ତା ୬ରେ EICଙ୍କ ଅଫିସ୍‌ରେ ସମନ୍ବୟ ବୈଠକ ବସିବ। ଏଥିରେ ବିଭାଗୀୟ ମନ୍ତ୍ରୀ, ବିଧାୟକ, ମେୟର ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri