ମନ୍ତ୍ରୀଙ୍କ ବଡ଼ ଘୋଷଣା: ସାଲିଆ ସାହିରେ ଉଚ୍ଛେଦଙ୍କୁ ମିଳିବ ଘର

ଭୁବନେଶ୍ୱର,୨୦।୧୧: ସାଲିଆସାହିରେ ଉଚ୍ଛେଦ ଚାଲିଛି। ତେବେ ସବୁ ବସ୍ତି ବାସିନ୍ଦାଙ୍କୁ ମିଳିବ ସରକାରୀ ଘର ଏ ନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଯେଉଁମାନେ ଘର ଛାଡୁନାହାନ୍ତି ସେମାନଙ୍କୁ କିଛି ଲୋକ ବିଭ୍ରାନ୍ତ କରୁଛନ୍ତି। ତାର କାରଣ ହେଲା ସେମାନେ ଏକାଧିକ ଘରକୁ ଭଡ଼ା ସୂତ୍ରରେ ଦେଇଛନ୍ତି। ସେମାନଙ୍କ ଘର କାଳେ ଭାଙ୍ଗିଯିବ ସେ ଭୟରେ ସେମାନେ ବିଭ୍ରାନ୍ତି କରୁଛନ୍ତି।

Dharitri – Odisha’s No.1 Odia Daily

Share